Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

ରାଜ୍ୟ
Home ›› ରାଜ୍ୟ ››୫୫ଟି ସ୍ଥାନରେ ଖୋଲାଯିବ ‘ଟ୍ରମାକେୟାର’ କେନ୍ଦ୍ର

୫୫ଟି ସ୍ଥାନରେ ଖୋଲାଯିବ ‘ଟ୍ରମାକେୟାର’ କେନ୍ଦ୍ର

2022-12-23 06:27:28
15365
Share:
Facebook
Twitter
E-Mail
WhatsApp
Telegram
୫୫ଟି ସ୍ଥାନରେ ଖୋଲାଯିବ ‘ଟ୍ରମାକେୟାର’ କେନ୍ଦ୍ର

ଭୁବନେଶ୍ୱର : ସୁପ୍ରିମକୋର୍ଟଙ୍କ ନିର୍ଦେଶକ୍ରମେ ରାଜ୍ୟରେ ୫୫ଟି ଆଘାତଜନିତ ଜଟିଳ ଚିକିତ୍ସା (ଟ୍ରମା କେୟାର) କେନ୍ଦ୍ର ଖୋଲାଯିବ । ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ହ୍ରାସ କରିବା ଓ ଡାକ୍ତରଖାନାରେ ଭିଡ଼ କମାଇବା ଲକ୍ଷ୍ୟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତ୍ୟେକ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ସଂଲଗ୍ନ ଛକ ନିକଟରେ ଏହିସବୁ ଟ୍ରମାକେୟାର କେନ୍ଦ୍ର ଖୋଲାଯିବ। ସ୍ବାସ୍ଥ୍ୟବିଭାଗର ପ୍ରସ୍ତାବକ୍ରମେ ରାଜ୍ୟ ସରକାର ଏହାକୁ ଅନୁମୋଦନ କରିଛନ୍ତି। ସୂଚନା ଅନୁଯାୟୀ, ଓଡ଼ିଶା ଦେଇ ଯାଇଥିବା ପ୍ରତ୍ୟେକ ଜାତୀୟ ରାଜପଥର ୫୦ରୁ ୧୦୦ କିଲୋମିଟର ଅନ୍ତରରେ ଏହି ଟ୍ରମା କେୟାର କେନ୍ଦ୍ରଗୁଡିକ ଖୋଲାଯିବ। ଏଥିମଧ୍ୟରେ ୩ଟି ଟ୍ରମାକେୟାର କେନ୍ଦ୍ର ପ୍ରଥମ ଓ ଦ୍ବିତୀୟ ବର୍ଗର ରହିଥିବାବେଳେ ଅବଶିଷ୍ଟଗୁଡିକ ତୃତୀୟଶ୍ରେଣୀ ବର୍ଗର। ଏହିସବୁ ଟ୍ରମାକେୟାର କେନ୍ଦ୍ରରେ ଯେଭଳି ତ୍ବରିତ ଚିକିତ୍ସା ସେବା ମିଳିପାରିବ ତାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ୧୮ଟି ଘରୋଇ ଚିକିତ୍ସାଳୟ ସହିତ ସହବନ୍ଧିତ କରାଯାଇଛି। ଏଠାରେ ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ। ତେବେ ଅନୁଗୋଳରେ ସର୍ବାଧିକ ୬ଟି ଟ୍ରମାକେୟାର କେନ୍ଦ୍ର ଖୋଲିବାକୁ ପ୍ରସ୍ତାବ ରହିଥିବାବେଳେ ମୟୂରଭଞ୍ଜରେ ୪ଟି, ଗଞ୍ଜାମ, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କୋରାପୁଟ, ସମ୍ବଲପୁର ଓ ସୁନ୍ଦରଗଡ଼ରେ ତିନୋଟି ଲେଖାଏଁ, ନୟାଗଡ, ନୂଆପଡା, ମାଲକାନଗିରି, ଖୋର୍ଦ୍ଧା, ଗଜପତି, ଢେଙ୍କାନାଳରେ ଦୁଇଟି ଲେଖାଏଁ ଏବଂ ଅବଶିଷ୍ଟ ଜିଲାରେ ଗୋଟିଏ ଲେଖାଏଁ ଟ୍ରମାକେୟାର କେନ୍ଦ୍ର ଖୋଲାଯିବ।

Powered by Froala Editor

Tags Trauma care

Related articles Odisha News Lens 4.1

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14517
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14047
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15126
    Oct 17, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14020
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14081
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15216
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14897
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15577
    Oct 19, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15223
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14469
    Oct 18, 2026
  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15126
    Oct 17, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14517
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18260
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14469
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15380
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14718
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14817
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15818
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14625
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15110
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15818
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14047
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15216
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15577
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In