Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ପେଡ୍ଡୀ’ର ଟ୍ରେଲର୍‌ ରିଲିଜ୍‌

  • ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ...

  • ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ...

  • ଟେମ୍ପୋ ଉପରେ ମାଡ଼ିଗଲା କଣ୍ଟେନର: ୧୩ ମୃତ, ...

  • ୫ ଦିନରେ ୨ ଥର ବଢିଲା ବଢ଼ିଲା ପେଟ୍ରୋଲ ଓ ...

  • ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ...

  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର ...

  • ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ ...

  • କାଣ୍ଡଲା ବନ୍ଦରରେ ପହଞ୍ଚିଲା ୨୦ ହଜାର ...

  • ଆସୁଛି ମୌସୁମୀ, ତାମିଲନାଡୁ ସହିତ ଅନେକ ...

ରାଜ୍ୟ
Home ›› ରାଜ୍ୟ ››ଜଗା ଦର୍ଶନ ଓ ହୋଟେଲ ରହଣୀ ପାଇଁ ଏଣିକି RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ଜଗା ଦର୍ଶନ ଓ ହୋଟେଲ ରହଣୀ ପାଇଁ ଏଣିକି RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

2021-04-06 06:21:44
14582
Share:
Facebook
Twitter
E-Mail
WhatsApp
Telegram
ଜଗା ଦର୍ଶନ ଓ ହୋଟେଲ ରହଣୀ ପାଇଁ ଏଣିକି RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ୧୨ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି କରାଯାଇଛି । ଜଗା ଦର୍ଶନ ପୂର୍ବରୁ ୧୨ ରାଜ୍ୟର ପର୍ଯ୍ୟଟକଙ୍କ RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୭୨ ଘଣ୍ଟା ପୂର୍ବର RT-PCR ନେଗେଟିଭ୍ ରିପୋର୍ଟ ଦେଖାଇଲେ ପର୍ଯ୍ୟଟକ ପୁରୀ ଭିତରକୁ ପ୍ରବେଶ କରିପାରିବେ । ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, କେରଳ, ଗୁଜରାଟ ପ୍ରମୁଖ ରାଜ୍ୟର ପର୍ଯ୍ୟଟକ କରୋନା ନେଗେଟିଭ୍ ରିପୋର୍ଟ ନଆଣିଲେ ୭ ଦିନିଆ ହୋମ୍ ଆଇସୋଲେସନରେ ରହିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏନେଇ ପୁରୀ ଜିଲ୍ଲାପାଳ କହିଛନ୍ତି, ଯେଉଁମାନଙ୍କର ଲକ୍ଷଣ ଥିବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କ ଟେଷ୍ଟ କରାଯିବ। ଆବଶ୍ୟକ ପଡ଼ିଲଲେ RTPCR ଟେଷ୍ଟ ହେବ। ୧୨ ରାଜ୍ୟରୁ ବିନା ଟେଷ୍ଟରେ ଆସିଥିବ ଲୋକଙ୍କର ଷ୍ଟେଶନରେ ସାମ୍ପଲ ସଂଗ୍ରହ କରାଯାଇ ଟେଷ୍ଟ କରାଯିବ। ଏହାସହ ପର୍ଯ୍ୟଟକଙ୍କ ହୋଟେଲ ରହଣୀ ପାଇଁ କରୋନା RTPCR ନେଗେଟିଭ୍ ରିପୋର୍ଟ ଆଣିବା ବାଧ୍ୟତାମୂଳକ । ବିନା ରିପୋର୍ଟରେ ହୋଟେଲରେ ରହିବାକୁ ଅନୁମତି ଦିଆଯିବ ନାହିଁ । ଜିଲ୍ଲାପାଳଙ୍କ ସହ ଅନ୍ୟ ଅଧିକାରୀମାନେ ହସ୍ପିଟାଲ ଓ ରେଳ ଷ୍ଟେସନରେ ବୁଲି ସମୀକ୍ଷା କରିଛନ୍ତି ।
Tags puri jagannath mandir

Related articles Odisha News Lens 4.1

  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?
    ବିଶେଷ

    ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    13976
    May 18, 2026
  • ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ହଟିବେ ବୁଲା କୁକୁର
    ଦେଶ-ଦେଶାନ୍ତର

    ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ହଟିବେ ବୁଲା କୁକୁର

    15492
    May 19, 2026
  • ଟେମ୍ପୋ ଉପରେ ମାଡ଼ିଗଲା କଣ୍ଟେନର: ୧୩ ମୃତ, ୨୫ ଗୁରୁତର
    ଦେଶ-ଦେଶାନ୍ତର

    ଟେମ୍ପୋ ଉପରେ ମାଡ଼ିଗଲା କଣ୍ଟେନର: ୧୩ ମୃତ, ୨୫ ଗୁରୁତର

    14721
    May 19, 2026
  • ୫ ଦିନରେ ୨ ଥର ବଢିଲା ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର
    ଦେଶ-ଦେଶାନ୍ତର

    ୫ ଦିନରେ ୨ ଥର ବଢିଲା ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

    13405
    May 19, 2026
  • ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ସେୟାର କଲେ କ୍ୟାଟ୍ରିନା
    ମନୋରଞ୍ଜନ

    ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ସେୟାର କଲେ କ୍ୟାଟ୍ରିନା

    14016
    May 19, 2026
  • ‘ପେଡ୍ଡୀ’ର ଟ୍ରେଲର୍‌ ରିଲିଜ୍‌
    ମନୋରଞ୍ଜନ

    ‘ପେଡ୍ଡୀ’ର ଟ୍ରେଲର୍‌ ରିଲିଜ୍‌

    14703
    May 19, 2026
  • ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ କେର୍‌ ଷ୍ଟାର୍ମର !
    ଦେଶ-ଦେଶାନ୍ତର

    ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ କେର୍‌ ଷ୍ଟାର୍ମର !

    14802
    May 18, 2026
  • କାଣ୍ଡଲା ବନ୍ଦରରେ ପହଞ୍ଚିଲା ୨୦ ହଜାର ଟନ୍‌ ରନ୍ଧନ ଗ୍ୟାସ୍‌ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    କାଣ୍ଡଲା ବନ୍ଦରରେ ପହଞ୍ଚିଲା ୨୦ ହଜାର ଟନ୍‌ ରନ୍ଧନ ଗ୍ୟାସ୍‌ ଏଲପିଜି ଟ୍ୟାଙ୍କର

    15582
    May 18, 2026
  • ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ
    ରାଜନୀତି

    ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ

    14180
    May 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫ ଦିନରେ ୨ ଥର ବଢିଲା ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

    13405
    May 19, 2026
  • ଦେଶ-ଦେଶାନ୍ତର

    ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ହଟିବେ ବୁଲା କୁକୁର

    15492
    May 19, 2026
  • ମନୋରଞ୍ଜନ

    ପୁଅ ବିହାନ ଓ ଭିକିଙ୍କ ସହ ଭାବପୂର୍ଣ୍ଣ ଫଟୋ ସେୟାର କଲେ କ୍ୟାଟ୍ରିନା

    14016
    May 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16864
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17480
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17531
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17916
    Sep 06, 2023

ବିଶେଷ

  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    13976
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15416
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15024
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15524
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16088
    May 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15406
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15146
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15638
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13968
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ଦିନରେ ୨ ଥର ବଢିଲା ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

    13405
    May 19, 2026
  • ଆସୁଛି ମୌସୁମୀ, ତାମିଲନାଡୁ ସହିତ ଅନେକ ଜିଲ୍ଲାରେ ବର୍ଷା

    14044
    May 18, 2026
  • ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ

    14180
    May 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In