Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

ରାଜ୍ୟ
Home ›› ରାଜ୍ୟ ››କମ୍ପାନି ଭିତରେ ୩ ଜଣଙ୍କୁ ନିର୍ମମ ହତ୍ୟା, ୨ ଓଡ଼ିଆ ଶ୍ରମିକ ଅଟକ

କମ୍ପାନି ଭିତରେ ୩ ଜଣଙ୍କୁ ନିର୍ମମ ହତ୍ୟା, ୨ ଓଡ଼ିଆ ଶ୍ରମିକ ଅଟକ

2022-12-26 05:14:40
14463
Share:
Facebook
Twitter
E-Mail
WhatsApp
Telegram
କମ୍ପାନି ଭିତରେ ୩ ଜଣଙ୍କୁ ନିର୍ମମ ହତ୍ୟା, ୨ ଓଡ଼ିଆ ଶ୍ରମିକ ଅଟକ

ବ୍ରହ୍ମପୁର:  ସୁରଟ ଅଞ୍ଜନି ଶିଳ୍ପାଞ୍ଚଳ ନିକଟ ବେଦାନ୍ତ ଟେକ୍ସପୋ ଫ୍ୟାକ୍ଟ୍ରିରେ ସୂତାକଳ ମାଲିକ , ତାଙ୍କ ବାପା ଓ ସମ୍ପର୍କୀୟଙ୍କୁ ହତ୍ୟା କରାଯାଇଛି । କମ୍ପାନି ଭିତରେ ଅତି ନିର୍ମମ ଭାବେ ହତ୍ୟା ହୋଇଛି। ମୃତକ ସୂତାକଳ ମାଲିକ କଲପେଶ ଢୋଲକିଆ , ତାଙ୍କ ବାପା ଧନ୍‌ଜିଭାଇ ଏବଂ ସମ୍ପର୍କୀୟ ଘନଶ୍ୟାମ ରାଜୋଡିଆ ବୋଲି ସୁରଟ ଡେପୁଟି ପୁଲିସ କମିଶନର ହର୍ଷଦ ମେହଟା ସୂଚନା ଦେଇଛନ୍ତି ।

 ହତ୍ୟା ଘଟଣାରେ ଦୁଇଜଣ ପ୍ରବାସୀ ଓଡ଼ିଆଙ୍କ ସଂପୃକ୍ତି ଥିବା ସୁରଟ ଆଗ୍ରୋଲି ପୁଲିସ ଅନୁମାନ କରିଛି। ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ବେଳେ ପଚରାଉଚରା ଜାରି ରଖିଛି ପୁଲିସ। ଅଭିଯୁକ୍ତମାନେ ସଂପୃକ୍ତ ସୂତାକଳରେ କାମ କରୁଥିଲେ ଏବଂ କିଛି ଦିନ ପୂର୍ବରୁ ମାଲିକ ତାଙ୍କୁ କାମରୁ ବାହାର କରିଦେଇଥିଲେ । ଏହାପରେ ପ୍ରତିଶୋଧ ପରାୟଣ ହୋଇ ଏଭଳି ହତ୍ୟା କରିଥିବା ପୁଲିସ କହିଛି। ତେବେ ଏନେଇ ଠୋସ୍ ପ୍ରମାଣ ହସ୍ତଗତ ହୋଇନଥିବା ସ୍ପଷ୍ଟ କରିଛି ପୁଲିସ।
ରବିବାର ସକାଳେ ଦୁଇଜଣ ସନ୍ଦିଗ୍ଧ ଅଭିଯୁକ୍ତ ଫ୍ୟାକ୍ଟ୍ରିକୁ ଆସି ମାଲିକ କଲପେଶଙ୍କ ସହ ଝଗଡ଼ା କରିଥିଲେ। ସେ ପଛକୁ ବୁଲିବା କ୍ଷଣି ଏକ ଧାରୁଆ ଛୁରିରେ ଭୁସି ଦେଇଥିଲେ। ଘଟଣାସ୍ଥଳରେ ତାଙ୍କ ବାପା ଧନ୍‌ଜିଭାଇ ଓ ସମ୍ପର୍କୀୟ ଘନଶ୍ୟାମ ଆସିବାରୁ ଅଭିଯୁକ୍ତ ସେମାନଙ୍କୁ ମଧ୍ୟ ହତ୍ୟା କରିଥିଲେ। ତୁରନ୍ତ ସମସ୍ତ ଗୁରୁତରଙ୍କୁ ନିକଟ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

Powered by Froala Editor

Tags murder

Related articles Odisha News Lens 4.1

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14904
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13830
    Sep 09, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    13915
    Sep 11, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13736
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14403
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15681
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13554
    Sep 10, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13654
    Sep 11, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15372
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    15035
    Sep 10, 2026
  • ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    13915
    Sep 11, 2026
  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15372
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13736
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15836
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14574
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13885
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14691
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13872
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14692
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15032
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13736
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13554
    Sep 10, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13654
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In