Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

ରାଜ୍ୟ
Home ›› ରାଜ୍ୟ ››ଏହିସବୁ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ଏହିସବୁ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

2022-12-28 05:18:14
13558
Share:
Facebook
Twitter
E-Mail
WhatsApp
Telegram
ଏହିସବୁ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ୨୦୨୧ ଡିସେମ୍ବର ୩୧ସୁଦ୍ଧା ଶତପ୍ରତିଶତ ଗ୍ରାଣ୍ଟ ଇନ୍ ଏଡ୍ (ଅନୁଦାନ) ପାଉଥିବା ସମସ୍ତ ବେସରକାରୀ ହାଇସ୍କୁଲ, ମଇ ସ୍କୁଲ ଓ ମାଦ୍ରାସାର ଶିକ୍ଷକ ଓ କର୍ମଚାରୀମାନେ ଏଣିକି ସପ୍ତମ ବେତନ ହାରରେ ଦରମା ପାଇବେ । ୨୦୨୨ ଜାନୁୟାରୀ ପହିଲାରୁ ଏହି ବର୍ଦ୍ଧିତ ଦରମା ସେମାନଙ୍କୁ ମିଳିବ । ଏଥିରେ ପ୍ରାୟ ୨୬୧୬୪ଜଣ ଶିକ୍ଷକ ଓ କର୍ମଚାରୀ ଉପକୃତ ହେବେ ତଥା ରାଜକୋଷରୁ ବାର୍ଷିକ ୨୮୦.୪୮କୋଟି ଟଙ୍କାର ଅତିରିକ୍ତ ବ୍ୟୟ ହେବ । ରାଜ୍ୟ କ୍ୟାବିନେଟ ଏହି ପ୍ରସ୍ତାବ ସମେତ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ରାଜ୍ୟ କ୍ୟାବିନେଟରେ  ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟର ଶତପ୍ରତିଶତ ଅନୁଦାନପ୍ରାପ୍ତ ବେସରକାରୀ ହାଇସ୍କୁଲ, ମଇ ସ୍କୁଲ ଓ ମଦ୍ରାସାରେ କାର୍ୟ୍ୟରତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନଙ୍କୁ ସଂଶୋଧିତ ବେତନ ନିୟମ-୨୦୧୭(ସପ୍ତମ ବେତନ ହାରରେ) ଦରମା ପ୍ରଦାନ କରାଯିବ । ପୂର୍ବରୁ ସେମାନଙ୍କୁ ୨୦୨୦ ମସିହାରେ ୨୦୧୮ ମସିହାର ଫର୍ମୂଲା ଆଧାରରେ ଦରମା ପ୍ରଦାନ କରାଯାଉଥିଲା । କିନ୍ତୁ ଏବେ ୨୦୨୨ ଜାନୁୟାରୀ ପହିଲାକୁ ଆଧାର କରି ସଂଶୋଧିତ ଦରମା ପ୍ରଦାନ କରାଯିବ । ଏହା ଦ୍ୱାରା ରାଜ୍ୟର ମୋଟ ୨୬୧୬୪ଜଣ ଶିକ୍ଷକ ଓ ଅଣଶିକ୍ଷକ ଉପକୃତ ହେବେ । ୨୦୨୧ ଡିସେମ୍ବର ୩୧ତାରିଖ ସୁଦ୍ଧା ୧୦୦ ପ୍ରତିଶତ ଗ୍ରାଣ୍ଟ ଇନ୍ ଏଡ୍ ପାଉଥିବା ସ୍କୁଲଗୁଡ଼ିକ ଏହି ସଂଶୋଧିତ ଦରମା ପାଇବାକୁ ଯୋଗ୍ୟ ହେବେ ।

ସେହିପରି ମହିଳାଙ୍କୁ ଛତୁ, ଫୁଲ, ଆଳୁ, ପନିପରିବା ଓ ମସଲା ଆଦି ଚାଷ ନିମନ୍ତେ ପ୍ରୋତ୍ସାହିତ କରିବା ପାଇଁ ସରକାର ଗୋଟିଏ ୫ବର୍ଷିଆ ଓ ଗୋଟିଏ ୩ବର୍ଷିଆ ଯୋଜନାରେ ମୋଟ ପ୍ରାୟ ୧୫୦୦କୋଟି ଟଙ୍କା ବ୍ୟୟ କରିବେ । ରାଜ୍ୟ କ୍ୟାବିନେଟ ଆଜି ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି ।
ଛତୁ ଓ ଝୁରା ଫୁଲ ଚାଷ ପାଇଁ ମହିଳା ହିତାଧିକାରୀ ଓ ମହିଳା ଏସଏଚଜିଗୁଡ଼ିକୁ ପ୍ରୋତ୍ସାହିତ କରିବା ନିମନ୍ତେ ‘କୃଷିରେ ମହିଳାମାନଙ୍କ ସଶକ୍ତିକରଣ ଓ ମହିଳା ଏସଏଚଜିଙ୍କ ପାଇଁ ଉଦ୍ୟୋଗର ପ୍ରୋତ୍ସାହନ’ ଯୋଜନା କାର୍ୟ୍ୟକାରୀ ହୋଇଛି । ଏଥିରେ ରାଜ୍ୟ ସରକାର ୨୦୨୨-୨୩ରୁ ୨୦୨୬-୨୭ ମସିହା ପର୍ୟ୍ୟନ୍ତ ୫ବର୍ଷ ପାଇଁ ମୋଟ ୩୬୭.୧୯କୋଟି ଟଙ୍କା ବ୍ୟୟ କରିବେ ।

‘ଆଳୁ, ପନିପରିବା ଓ ମସଲା ଉନ୍ନୟନ ଯୋଜନା’ରେ ମହିଳା ଏସଏଚଜି, କୃଷକ ଉତ୍ପାଦନ ସଂଗଠନ ଓ ଚାଷୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରୁ ୨୦୨୫-୨୬ ମସିହା ପର୍ୟ୍ୟନ୍ତ ୩ବର୍ଷ ନିମନ୍ତେ ମୋଟ ୧୧୪୨.୨୪କୋଟି ଟଙ୍କା ବ୍ୟୟ କରିବେ । ଏହାଦ୍ୱାରା ରାଜ୍ୟରେ ଆଳୁ, ପିଆଜ, ପନିପରିବା ଓ ମସଲା ଉତ୍ପାଦନ ବୃଦ୍ଧି ପାଇବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।

ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ବହୁଳ ପ୍ରଚାରିତ ‘ଆଳୁ ମିଶନ’ ଫେଲ୍ ମାରିବା ପରେ ଏବେ ନୂତନ ଶୈଳୀରେ ଆଳୁ ଓ ଅନ୍ୟାନ୍ୟ ପରିବା ଉତ୍ପାଦନ ବୃଦ୍ଧି ପାଇଁ ଏତେ ପରିମାଣର ପାଣ୍ଠି ବ୍ୟବସ୍ଥା କରିଥିବା ଜଣାପଡ଼ିଛି ।

Powered by Froala Editor

Tags Cabinet

Related articles Odisha News Lens 4.1

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14832
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14300
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15141
    Mar 25, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14038
    Mar 24, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    14030
    Mar 24, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ
    ଦେଶ-ଦେଶାନ୍ତର

    ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14103
    Mar 25, 2026
  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14203
    Mar 25, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14480
    Mar 25, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14736
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14038
    Mar 24, 2026
  • ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14832
    Mar 25, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15141
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14832
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14898
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13943
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15094
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15641
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15016
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13823
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14265
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14480
    Mar 25, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14103
    Mar 25, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14736
    Mar 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In