Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ...

ରାଜ୍ୟ
Home ›› ରାଜ୍ୟ ››ଏଣିକି ସପ୍ତମ ବେତନ ହାରରେ ଦରମା ପାଇବେ ଗ୍ରାଣ୍ଟ ଇନ୍ ଏଡ୍ ପାଉଥିବା ସମସ୍ତ ବେସରକାରୀ ଶିକ୍ଷକ

ଏଣିକି ସପ୍ତମ ବେତନ ହାରରେ ଦରମା ପାଇବେ ଗ୍ରାଣ୍ଟ ଇନ୍ ଏଡ୍ ପାଉଥିବା ସମସ୍ତ ବେସରକାରୀ ଶିକ୍ଷକ

2022-12-28 05:23:46
15603
Share:
Facebook
Twitter
E-Mail
WhatsApp
Telegram
ଏଣିକି ସପ୍ତମ ବେତନ ହାରରେ ଦରମା ପାଇବେ ଗ୍ରାଣ୍ଟ ଇନ୍ ଏଡ୍ ପାଉଥିବା ସମସ୍ତ ବେସରକାରୀ ଶିକ୍ଷକ

ଭୁବନେଶ୍ୱର: ୨୦୨୧ ଡିସେମ୍ବର ୩୧ସୁଦ୍ଧା ଶତପ୍ରତିଶତ ଗ୍ରାଣ୍ଟ ଇନ୍ ଏଡ୍ (ଅନୁଦାନ) ପାଉଥିବା ସମସ୍ତ ବେସରକାରୀ ହାଇସ୍କୁଲ, ମଇ ସ୍କୁଲ ଓ ମାଦ୍ରାସାର ଶିକ୍ଷକ ଓ କର୍ମଚାରୀମାନେ ଏଣିକି ସପ୍ତମ ବେତନ ହାରରେ ଦରମା ପାଇବେ । ୨୦୨୨ ଜାନୁୟାରୀ ପହିଲାରୁ ଏହି ବର୍ଦ୍ଧିତ ଦରମା ସେମାନଙ୍କୁ ମିଳିବ । ଏଥିରେ ପ୍ରାୟ ୨୬୧୬୪ଜଣ ଶିକ୍ଷକ ଓ କର୍ମଚାରୀ ଉପକୃତ ହେବେ ତଥା ରାଜକୋଷରୁ ବାର୍ଷିକ ୨୮୦.୪୮କୋଟି ଟଙ୍କାର ଅତିରିକ୍ତ ବ୍ୟୟ ହେବ । ରାଜ୍ୟ କ୍ୟାବିନେଟ ଏହି ପ୍ରସ୍ତାବ ସମେତ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ରାଜ୍ୟ କ୍ୟାବିନେଟରେ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟର ଶତପ୍ରତିଶତ ଅନୁଦାନପ୍ରାପ୍ତ ବେସରକାରୀ ହାଇସ୍କୁଲ, ମଇ ସ୍କୁଲ ଓ ମଦ୍ରାସାରେ କାର୍ୟ୍ୟରତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନଙ୍କୁ ସଂଶୋଧିତ ବେତନ ନିୟମ-୨୦୧୭(ସପ୍ତମ ବେତନ ହାରରେ) ଦରମା ପ୍ରଦାନ କରାଯିବ । ପୂର୍ବରୁ ସେମାନଙ୍କୁ ୨୦୨୦ ମସିହାରେ ୨୦୧୮ ମସିହାର ଫର୍ମୂଲା ଆଧାରରେ ଦରମା ପ୍ରଦାନ କରାଯାଉଥିଲା । କିନ୍ତୁ ଏବେ ୨୦୨୨ ଜାନୁୟାରୀ ପହିଲାକୁ ଆଧାର କରି ସଂଶୋଧିତ ଦରମା ପ୍ରଦାନ କରାଯିବ । ଏହା ଦ୍ୱାରା ରାଜ୍ୟର ମୋଟ ୨୬୧୬୪ଜଣ ଶିକ୍ଷକ ଓ ଅଣଶିକ୍ଷକ ଉପକୃତ ହେବେ । ୨୦୨୧ ଡିସେମ୍ବର ୩୧ତାରିଖ ସୁଦ୍ଧା ୧୦୦ ପ୍ରତିଶତ ଗ୍ରାଣ୍ଟ ଇନ୍ ଏଡ୍ ପାଉଥିବା ସ୍କୁଲଗୁଡ଼ିକ ଏହି ସଂଶୋଧିତ ଦରମା ପାଇବାକୁ ଯୋଗ୍ୟ ହେବେ ।

Powered by Froala Editor

Tags Cabinet

Related articles Odisha News Lens 4.1

  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15007
    Jun 19, 2025
  • ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା
    ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    14849
    Jun 19, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି
    ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14338
    Jun 19, 2025
  • ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ
    ଦେଶ-ଦେଶାନ୍ତର

    ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13576
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15178
    Jun 19, 2025
  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’
    ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15207
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13596
    Jun 19, 2025
  • ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ
    ଦେଶ-ଦେଶାନ୍ତର

    ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

    14966
    Jun 19, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14293
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13596
    Jun 19, 2025
  • ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    14849
    Jun 19, 2025
  • ଦେଶ-ଦେଶାନ୍ତର

    ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13576
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16683
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16989
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14293
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15178
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14535
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14256
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14677
    Jun 17, 2025

ବାଣିଜ୍ୟ

ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

ଭାରତରେ ସ୍କୋଡା ଇଣ୍ଡିଆ ଖୁବ୍ ଶୀଘ୍ର ଏହାର ପ୍ରଥମ ସିଏନଜି ଏସୟୁଭି ଲଞ୍ଚ କରିପାରେ। କମ୍ପାନୀ ଏହାର ସଦ୍ୟ ଲଞ୍ଚ ହୋଇଥିବା କାଇଲାକ ସିଏନଜି ସଂସ୍କରଣ ଲଞ୍ଚ କରିପାରେ ବୋଲି ଶୁଣିବାକୁ ମିଳିଛି।  ସ୍କୋଡା ଇଣ୍ଡିଆ କାର ନିର୍ମାତାମାନେ ଏହି ସେଗମେଣ୍ଟ ଉପରେ ଧ୍ୟାନ ଦେଉଛନ୍ତି। 

କାଇଲାକ ସିଏନଜିରେ ୧.୦ ଲ ...

  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14451
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14461
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13776
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    14849
    Jun 19, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14293
    Jun 19, 2025
  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15207
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In