Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କରୋନା ଯୁଦ୍ଧରେ ହାରିଗଲେ ‘ବ୍ଲାକ୍ ଟର୍ଣ୍ଣାଡୋ’ ଯୋଦ୍ଧା

କରୋନା ଯୁଦ୍ଧରେ ହାରିଗଲେ ‘ବ୍ଲାକ୍ ଟର୍ଣ୍ଣାଡୋ’ ଯୋଦ୍ଧା

2021-05-19 19:50:41
14501
Share:
Facebook
Twitter
E-Mail
WhatsApp
Telegram
କରୋନା ଯୁଦ୍ଧରେ ହାରିଗଲେ ‘ବ୍ଲାକ୍ ଟର୍ଣ୍ଣାଡୋ’ ଯୋଦ୍ଧା

ଜାତୀୟ ସୁରକ୍ଷା ଗାର୍ଡ (ଏନ୍‌ଏସ୍‌ଜି)ର ପୂର୍ବତନ ମୁଖ୍ୟ ଜେକେ ଦତ୍ତଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ବୁଧବାର ଜେକେ ଦତ୍ତଙ୍କର ପରଲୋକ ହୋଇଥିବା ଏନ୍‌ଏସ୍‌ଜି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। କରୋନା ସମ୍ପର୍କିତ ଅସୁସ୍ଥତା ଯୋଗୁ ତାଙ୍କୁ ମେଦାନ୍ତ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ବୁଧବାର ଅପରାହ୍ନ ୩ଟା ୩୦ରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଛି। 

୧୯୭୧ ବ୍ୟାଚ୍‌ ପଶ୍ଚିମବଙ୍ଗ କ୍ୟାଡର ଆଇପିଏସ୍‌ ଅଫିସର ଜେକେ ଦତ୍ତ ୨୦୦୬ରୁ ୨୦୦୯ ପର୍ଯ୍ୟନ୍ତ ଏନ୍‌ଏସ୍‌ଜି ମୁଖ୍ୟ ଦାୟିତ୍ୱରେ ଥିଲେ। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ)ର ମୁଖ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଥିଲେ। ୨୬/୧୧ ମୁମ୍ବାଇ ଆକ୍ରମଣରେ ଆତଙ୍କବାଦୀଙ୍କ ନିପାତ ପାଇଁ 'ଅପରେଶନ୍ସ ବ୍ଲାକ ଟାର୍ନାଡୋ'ର ସେ ନେଇଥିଲେ ନେତୃତ୍ୱ। ୨୦୦୮ ନଭେମ୍ବର ୨୬ ତାରିଖରେ ଲଶକର-ଇ-ତୋଇବାର ୧୦ ଆତଙ୍କବାଦୀ ସମୂଦ୍ର ପଥ ଦେଇ ପଶିଥିଲେ ମୁମ୍ବାଇରେ। ମହାରାଷ୍ଟ୍ରର ରାଜଧାନୀର ବିଭିନ୍ନ ସ୍ଥାନରେ ଆକ୍ରମଣ କରିଥିଲେ। ନଭେମ୍ବର ୨୮ ତାରିଖ ସୁଦ୍ଧା ପ୍ରସିଦ୍ଧ ତାଜ ହୋଟେଲ ଛଡ଼ା ସମସ୍ତ ସ୍ଥାନକୁ ସୁରକ୍ଷିତ କରି ଦିଆଯାଇଥିଲା। ଏହାର ପରଦିନ ଏନ୍‌ଏସ୍‌ଜି କମାଣ୍ଡୋମାନେ ହୋଟେଲରେ ଥିବା ଆତଙ୍କବାଦୀଙ୍କୁ ନିପାତ କରିଥିଲେ। ଏହି ଆକ୍ରମଣରେ ୧୬୬ ଜଣଙ୍କ ଜୀବନ ଯାଇଥିଲା। ଜୀବନ୍ତ ଧରା ପଡ଼ିଥିବା ଏକମାତ୍ର ଆତଙ୍କବାଦୀ ଅଜମଲ କଶାବଙ୍କୁ ୨୦୧୨ରେ ଦିଆଯାଇଥିଲା ମୃତ୍ୟୁ ଦଣ୍ଡ। କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଦକ୍ଷତା ଯୋଗୁ ତାଙ୍କୁ ଅନେକ ସମ୍ମାନରେ ସମ୍ମାନିତ କରାଯାଇଛି।

Powered by Froala Editor

Tags black tornado

Related articles Odisha News Lens 4.1

  • ୩୪ ଲକ୍ଷ ଟଙ୍କାର ରିଅଲ୍ ଇଷ୍ଟେଟ ଠକେଇରେ ମହେଶ ବାବୁଙ୍କୁ ନୋଟିସ୍
    ମନୋରଞ୍ଜନ

    ୩୪ ଲକ୍ଷ ଟଙ୍କାର ରିଅଲ୍ ଇଷ୍ଟେଟ ଠକେଇରେ ମହେଶ ବାବୁଙ୍କୁ ନୋଟିସ୍

    15472
    Jul 07, 2025
  • ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’
    ମନୋରଞ୍ଜନ

    ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’

    13937
    Jul 08, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....
    ବିଶେଷ

    ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13536
    Jul 08, 2025
  • ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି
    ଦେଶ-ଦେଶାନ୍ତର

    ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି

    13735
    Jul 08, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ
    ବିଶେଷ

    ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15664
    Jul 08, 2025
  • ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ
    ରାଜନୀତି

    ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

    14931
    Jul 08, 2025
  • କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ
    ଦେଶ-ଦେଶାନ୍ତର

    କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15335
    Jul 08, 2025
  • ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ

    13727
    Jul 08, 2025
  • ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?

    13456
    Jul 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15664
    Jul 08, 2025
  • ଦେଶ-ଦେଶାନ୍ତର

    କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15335
    Jul 08, 2025
  • ମନୋରଞ୍ଜନ

    ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି

    14109
    Jul 08, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16611
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16728
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17041
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15529
    Apr 03, 2021

ବିଶେଷ

  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13536
    Jul 08, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15664
    Jul 08, 2025
  • ଭଜା ଚଣା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ

    14403
    Jul 07, 2025
  • ଶରୀରକୁ ସୁସ୍ଥ ରଖିବା ପାଇଁ ସହଜ ଟିପ୍ସ....

    15129
    Jul 07, 2025
  • ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହି ୩ ଭିଟାମିନ୍‍

    15535
    Jul 06, 2025

ବାଣିଜ୍ୟ

ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

ବ୍ରାଣ୍ଡ୍‌ ଆୟୋଡିନ ସମ୍ପର୍କରେ ସମଗ୍ର ପୁରୀ, ଭୁବନେଶ୍ୱର, କୋଣାର୍କ ଏବଂ କଟକରେ ସଚେତନତା ସୃଷ୍ଟି କରିବାକୁ ପଥପ୍ରାନ୍ତ ନାଟକର ସୁଯୋଗ ନେଉଛି 

ଭୁବନେଶ୍ୱର: ପୁରୀରେ ‘ଜୟ ଜଗନ୍ନାଥ& ...

  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16404
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14050
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15572
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15551
    Jun 20, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ

    13727
    Jul 08, 2025
  • ୩୪ ଲକ୍ଷ ଟଙ୍କାର ରିଅଲ୍ ଇଷ୍ଟେଟ ଠକେଇରେ ମହେଶ ବାବୁଙ୍କୁ ନୋଟିସ୍

    15472
    Jul 07, 2025
  • ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି

    14109
    Jul 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In