Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୁଖୋଇ ବିମାନରୁ ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ, ମାରକ ଦୂରତା ୪୦୦ କିଲୋମିଟର

ସୁଖୋଇ ବିମାନରୁ ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ, ମାରକ ଦୂରତା ୪୦୦ କିଲୋମିଟର

2022-12-29 17:09:44
15044
Share:
Facebook
Twitter
E-Mail
WhatsApp
Telegram
ସୁଖୋଇ ବିମାନରୁ ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ, ମାରକ ଦୂରତା ୪୦୦ କିଲୋମିଟର

ଭାରତୀୟ ବାୟୁସେନା ସୁଖୋଇ-୩୦ ଏମକେଆଇ ଯୁଦ୍ଧ ବିମାନରୁ ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ସଂପ୍ରସାରିତ ରେଞ୍ଜ ସଂସ୍କରଣର ସଫଳ ପରୀକ୍ଷଣ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ସୁଖୋଇ-୩୦ ଯୁଦ୍ଧ ବିମାନରୁ ସ୍ଥଳ ଓ ସମୁଦ୍ର ପଥରେ ଟାର୍ଗେଟକୁ ହିଟ୍‌ କରିପାରୁଥିବା ବ୍ରହ୍ମୋସ ମିସାଇଲର ସଫଳ ପରୀକ୍ଷଣ ବାୟୁସେନା କରିଛି। ଏହି ବ୍ରହ୍ମସର ମାରକ ଦୂରତା ୪୦୦ କିଲୋମିଟର।

ଚଳିତ ବର୍ଷ ମେ’ ମାସରେ ସୁଖୋଇ ଯୁଦ୍ଧ ବିମାନରୁ ସୁପରସୋନିକ୍ କ୍ଷେପଣାସ୍ତ୍ରର ଏକ୍ସଟେଣ୍ଡ ରେଞ୍ଜକୁ ପରୀକ୍ଷଣ କରାଯାଇଥିଲା। ସେତେବେଳେ ଏହାର ଲକ୍ଷ୍ୟଭେଦ କ୍ଷମତାକୁ ୨୯୦ କିମିରୁ ୩୫୦ କିମିକୁ ବଢ଼ିଥିଲା। ଏବେ ଏହାକୁ ୪୦୦ କିମିକୁ ବଢ଼ିଛି। ମନ୍ତ୍ରାଳୟ ପକ୍ଷରୁ ଆହୁରି ମଧ୍ୟ କୁହାଯାଇଛି ଯେ ସୁ-୩୦ଏମକେଆଇ ବିମାନରେ ଖଞ୍ଜା ହେବା ପରେ ଏହି କ୍ଷେପଣାସ୍ତ୍ରର ମାରକ ଦୂରତା ବୃଦ୍ଧି ପାଇଛି ।

ବ୍ରହ୍ମୋସ ସୁପରସୋନିକ ମିସାଇଲକୁ ସ୍ୱଦେଶୀ ଜ୍ଞାନକୌଶଲ ଦ୍ୱାରା ଭାରତରେ ବିକଶିତ କରାଯାଇଛି। ଏଥିରେ ରାମଜେଟ୍ ଇଞ୍ଜିନର ବ୍ୟବହାର କରାଯାଇଥିବାରୁ ମିସାଇଲ ବେଗ ଅଧିକ ରହିବ। ବ୍ରହ୍ମୋସ ମିସାଇଲ ଆକାଶପଥରେ ମାର୍ଗ ବଦଳାଇବାରେ ସକ୍ଷମ। ଏହି ମିସାଇଲକୁ କୌଣସି ଟାର୍ଗେଟ ସହଜରେ ଚକମା ଦେଇପାରିବେନି।

Powered by Froala Editor

Tags sukhoi

Related articles Odisha News Lens 4.1

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14323
    Jul 31, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13602
    Aug 02, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14876
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    14058
    Aug 01, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14725
    Aug 01, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13594
    Aug 02, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    15051
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15426
    Aug 01, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14613
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13594
    Aug 02, 2026
  • ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15676
    Aug 02, 2026
  • ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    15051
    Aug 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17013
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17671
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18073
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15676
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14613
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14388
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16010
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15896
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14323
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15033
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14613
    Jul 31, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15426
    Aug 01, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    15051
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In