Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 30, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ...

ରାଜ୍ୟ
Home ›› ରାଜ୍ୟ ››ବଦଳିଲେ ୧୧ ଜିଲ୍ଲାର ଏସପି

ବଦଳିଲେ ୧୧ ଜିଲ୍ଲାର ଏସପି

2022-12-31 06:11:49
13926
Share:
Facebook
Twitter
E-Mail
WhatsApp
Telegram
ବଦଳିଲେ ୧୧ ଜିଲ୍ଲାର ଏସପି

ଭୁବନେଶ୍ୱର:  ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ୨୦୦୯ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୧୧ ଜିଲ୍ଲାରେ ନୂଆ ଏସ୍‌ପିମାନଙ୍କୁ ଅବସ୍ଥାପିତ କରାଯାଇଛି।
ବିଜ୍ଞପ୍ତି ଅନୁସାରେ, ଜଗତସିଂହପୁରରେ ଏସ୍‌ପି ଥିବା ଅଖିଳେଶ୍ୱର ସିଂହଙ୍କୁ ଡିଆଇଜି ଭାବେ ପଦୋନ୍ନତି ଦିଆଯାଇଛି। ତାଙ୍କୁ ଝଇଚ ଡିଆଇଜି ଭାବେ ନୂଆ ଦାୟିତ୍ୱ ମିଳିଛି। ଗଞ୍ଜାମ ଏସ୍‌ପି ଥିବା ବ୍ରିଜେଶ କୁମାର ରାୟଙ୍କୁ ମଧ୍ୟ ପଦୋନ୍ନତି ଦିଆଯାଇ ଅନୁଗୋଳ ରେଂଜ ଡିଆଇଜି ଭାବେ ନୂଆ ନିଯୁକ୍ତି ଦିଆଯାଇଛି। ଭଦ୍ରକ ଏସ୍‌ପି ଚରଣସିଂହ ମୀନାଙ୍କୁ ଡିଆଇଜି ଭାବେ ପଦୋନ୍ନତି ମିଳିଛି। ତାଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ନିଯୁକ୍ତି ଦିଆଯାଇଛି।

ସୁଧାଂଶୁ ଶେଖର ମିଶ୍ର ହେଲେ ଅନୁଗୁଳ ଏସପି । ସେହିଭଳି ରାହୁଲ ପି.ଆର୍ ହେଲେ ଜଗତସିଂହପୁର ଏସପି । ଜଗମୋହନ ମୀନା ହେଲେ ଗଞ୍ଜାମ ଏସପି ।  ଏଲ୍. ଦିବ୍ୟା ହେଲେ ଭିଜିଲାନ୍ସ ଏସପି । ପ୍ରତ୍ୟୁଷ ଦିବାବର ହେଲେ ସୁନ୍ଦରଗଡ ଏସପି । ବିନୀତ ଅଗ୍ରୱାଲ ହେଲେ ଯାଜପୁର ଏସପି । ବରୁଣ ଗୁଣ୍ଟୁପାଲି ହେଲେ ଭଦ୍ରକ ଏସପି । ଅନ୍ୟପକ୍ଷରେ ସୁନ୍ଦରଗଡ଼ ଏସ୍‌ପି ଥିବା ସାଗରିକା ନାଥଙ୍କୁ ବାଲେଶ୍ୱର ବଦଳି କରାଯାଇଛି। ଗୁଣ୍ଡାଲା ରେଡ୍ଡି ହେଲେ ନୂଆପଡା ଏସପି । ଶୁଭେନ୍ଦୁ ପାତ୍ର ହେଲେ କନ୍ଧମାଳ ଏସପି । ଅଭିନବ ସୋନକାର କୋରାପୁଟ ଏସପି ହୋଇଥିବାବେଳେ ଜ୍ଞାନ ରଞ୍ଜନ ମହାପାତ୍ରଙ୍କୁ ଢେଙ୍କାନାଳ ଏସପି ଦାୟିତ୍ୱ ଦିଆଯାଇଛି ।

ସ୍ପେଶାଲ ବ୍ରାଞ୍ଚ ଏସ୍‌ପି ଥିବା ଜ୍ଞାନ ରଞ୍ଜନ ମହାପାତ୍ରଙ୍କୁ ଢେଙ୍କାନାଳ ଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି। ନୂଆପଡ଼ା ଏସ୍‌ପି ପ୍ରତ୍ୟୁଷ ଦିବାକରଙ୍କୁ ସୁନ୍ଦରଗଡ଼ ବଦଳି କରାଯାଇଛି। କନ୍ଧମାଳ ଏସ୍‌ପି ବିନିତ ଅଗ୍ରୱାଲଙ୍କୁ ଯାଜପୁର ଏସ୍‌ପି ଭାବେ ନୂଆ ନିଯୁକ୍ତି ମିଳିଥିବା ବେଳେ କୋରାପୁଟ ଏସ୍‌ପି ବରୁଣ ଗୁଣ୍ଟୁପାଲିଙ୍କୁ ଭଦ୍ରକ ବଦଳି କରାଯାଇଛି। ବାଲିଗୁଡ଼ା ଏସ୍‌ଡିପିଓ ଥିବା ୨୦୧୯ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଗୁଣ୍ଡାଲା ରେଡ୍ଡୀ ଆର୍‌ଙ୍କୁ ନୂଆପଡ଼ା ଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ୨୦୧୯ ବ୍ୟାଚ୍‌ର ଆଇପିଏସ୍‌ ତଥା ମାଲକାନଗିରି ଏସ୍‌ଡିପିଓ ଶୁଭେନ୍ଦୁ ପାତ୍ରଙ୍କୁ କନ୍ଧମାଳର ଏସ୍‌ପି ଓ କେଶିଙ୍ଗା ଏସ୍‌ଡିପିଓ ଅଭିନବ ସୋନକରଙ୍କୁ କୋରାପୁଟ ଏସ୍‌ପି ଭାବେ ନିଯୁକ୍ତି ମିଳିଛି।

Powered by Froala Editor

Tags Sp

Related articles Odisha News Lens 4.1

  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ
    ବିଶେଷ

    ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15177
    Jun 30, 2025
  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....
    ବିଶେଷ

    ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    14796
    Jun 30, 2025
  • ଭାଇରାଲ ହେଉଛି ‘ଜନତା ଖାନା’
    ଦେଶ-ଦେଶାନ୍ତର

    ଭାଇରାଲ ହେଉଛି ‘ଜନତା ଖାନା’

    15544
    Jun 29, 2025
  • ପୁରୁଷ ବନ୍ଧୁଙ୍କ ପାଇଁ ଆତ୍ମହତ୍ୟା କରିଦେଲେ ସାମ୍ବାଦିକା
    ଦେଶ-ଦେଶାନ୍ତର

    ପୁରୁଷ ବନ୍ଧୁଙ୍କ ପାଇଁ ଆତ୍ମହତ୍ୟା କରିଦେଲେ ସାମ୍ବାଦିକା

    13888
    Jun 29, 2025
  • ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଘଟଣାରେ ନେତା ସହ ୫ ଗିରଫ
    ଦେଶ-ଦେଶାନ୍ତର

    ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଘଟଣାରେ ନେତା ସହ ୫ ଗିରଫ

    15469
    Jun 30, 2025
  • ହିନ୍ଦୀକୁ ବାଧ୍ୟତାମୂଳକ କରିବାର ନିଷ୍ପତ୍ତି ବାତିଲ
    ଦେଶ-ଦେଶାନ୍ତର

    ହିନ୍ଦୀକୁ ବାଧ୍ୟତାମୂଳକ କରିବାର ନିଷ୍ପତ୍ତି ବାତିଲ

    13490
    Jun 29, 2025
  • ଖେଳିବାକୁ ଜିଦ୍‌ କଲା ବୋଲି ବାପା ନେଇଗଲା ପୁଅ ଜୀବନ
    ଦେଶ-ଦେଶାନ୍ତର

    ଖେଳିବାକୁ ଜିଦ୍‌ କଲା ବୋଲି ବାପା ନେଇଗଲା ପୁଅ ଜୀବନ

    13458
    Jun 30, 2025
  • ପୂରା ପରିବାରକୁ ଭସାଇ ନେଲା ବନ୍ୟା
    ଦେଶ-ଦେଶାନ୍ତର

    ପୂରା ପରିବାରକୁ ଭସାଇ ନେଲା ବନ୍ୟା

    15282
    Jun 29, 2025
  • ହନିମୁନରୁ ଫେରି ଝଗଡ଼ା କରିବା ଆରମ୍ଭ କରିଛନ୍ତି ମହୁଆ
    ଦେଶ-ଦେଶାନ୍ତର

    ହନିମୁନରୁ ଫେରି ଝଗଡ଼ା କରିବା ଆରମ୍ଭ କରିଛନ୍ତି ମହୁଆ

    15382
    Jun 29, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    14796
    Jun 30, 2025
  • ଦେଶ-ଦେଶାନ୍ତର

    ହିନ୍ଦୀକୁ ବାଧ୍ୟତାମୂଳକ କରିବାର ନିଷ୍ପତ୍ତି ବାତିଲ

    13490
    Jun 29, 2025
  • ଦେଶ-ଦେଶାନ୍ତର

    ହନିମୁନରୁ ଫେରି ଝଗଡ଼ା କରିବା ଆରମ୍ଭ କରିଛନ୍ତି ମହୁଆ

    15382
    Jun 29, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16598
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16715
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17028
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15517
    Apr 03, 2021

ବିଶେଷ

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    14796
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15177
    Jun 30, 2025
  • ଦିନକୁ କେତେ ଥର ପିଇବେ ଗ୍ରୀନ୍‌-ଟି ?

    15412
    Jun 29, 2025
  • ଡାଇବେଟିସ୍‌ ରୋଗୀ ଖାଇପାରିବେ ଏହି ମିଠା

    15310
    Jun 29, 2025
  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15943
    Jun 28, 2025

ବାଣିଜ୍ୟ

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟ ...

  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15560
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15538
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15008
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14829
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    14796
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15177
    Jun 30, 2025
  • ପୁରୁଷ ବନ୍ଧୁଙ୍କ ପାଇଁ ଆତ୍ମହତ୍ୟା କରିଦେଲେ ସାମ୍ବାଦିକା

    13888
    Jun 29, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In