Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

ବିଶେଷ
Home ›› ବିଶେଷ ››ନିୟମିତ ଖାଆନ୍ତୁ ଆଲମଣ୍ଡ

ନିୟମିତ ଖାଆନ୍ତୁ ଆଲମଣ୍ଡ

2023-01-04 04:58:07
15002
Share:
Facebook
Twitter
E-Mail
WhatsApp
Telegram
ନିୟମିତ ଖାଆନ୍ତୁ ଆଲମଣ୍ଡ

ସାଧାରଣତଃ ଭାବରେ ଆଲମଣ୍ଡ ସମସ୍ତେ ଖାଇ ଥାଆନ୍ତି ଏବଂ ଏହା ସସମସ୍ତଙ୍କୁ ଭଲ ମଧ୍ୟ ଲାଗିଥାଏ । କିନ୍ତୁ ଆପଣମାନେ ଜାଣିଛନ୍ତି କି ଆଲମଣ୍ଡ ଖାଇବା ଦ୍ୱାରା ଶରୀରକୁ କ’ଣ ଲାଭ ମିଳିଥାଏ ? ମିନେରାଲ, ଭିଟାମିନ୍‌ ଏବଂ ଫାଇବରରେ ଭରପୁର ଥିବା ବାଦାମ ଦିନକୁ ୪-୫ଟି ଖାଇବା ଦ୍ୱାରା ରକ୍ତ ଶର୍କରା ,ହୃଦଜନିତ ରୋଗ ହେବାର ଆଶଙ୍କା କମ ହୋଇଥାଏ । ଏହା ସହ ଛୋଟ ପିଲାମାନେ ଏହାକୁ ଖାଇବା ଦ୍ୱାରା ସେମାନେ ଚାଲାକ ହେବା ସହ ଲୋକମାନଙ୍କର ମଧୁମେହ ରୋଗ ମଧ୍ୟ ନିୟନ୍ତ୍ରଣ ହୋଇ ରହିଥାଏ । ଆସନ୍ତୁ ଜାଣିବା ସବୁଦିନ ଆଲମଣ୍ଡ ଖାଇବା ଦ୍ୱାରା ଆପଣଙ୍କୁ କ’ଣ କ’ଣ ଲାଭ ମିଳିଥାଏ ।

୧.ଏଥିରେ ଆଣ୍ଟିଅକ୍ସିଡ଼ାଣ୍ଟ ଥିବାରୁ ସବୁ ଦିନ ଏହାକୁ ଖାଇବା ଦ୍ୱାରା ଚିନ୍ତା ଦୂର ହୋଇଥାଏ । ଏହାକୁ ଖାଇବା ଦ୍ୱାରା ମସ୍ତିଷ୍କକୁ ଶାନ୍ତି ମିଳିବା ସହ ଆପଣ ସହଜରେ ଚାପଗ୍ରସ୍ତ ହୁଅନ୍ତି ନାହିଁ ।

୨.ଏହା ରକ୍ତ ଶର୍କରା ସ୍ତରକୁ ନିୟନ୍ତ୍ରଣ କରିଥାଏ । ଏଥିରେ ଫ୍ୟାଟ୍‌, ଫାଇବର,ପ୍ରୋଟିନ୍‌ ଏବଂ ମ୍ୟାଗ୍‌ନେସିୟମ ରହିଛି, ଯାହା ମଧୁମେହ ରୋଗୀଙ୍କ ପାଇଁ ଅତ୍ୟନ୍ତ ଉପଯୋଗୀ । ଏହାକୁ ପ୍ରତିଦିନ ଖାଇବା ଦ୍ୱାରା ଶରୀରରେ ଇନ୍‌ସୁଲିନ୍‌ର ପରିମାଣ ନିୟନ୍ତ୍ରଣ ହୋଇ ରହିଥାଏ, ଯାହା ରକ୍ତ ଶର୍କରା ସ୍ତରକୁ ନିୟନ୍ତ୍ରଣ ରଖିଥାଏ ।

୩.ସବୁଦିନ ଆଲ୍‌ମଣ୍ଡ ଖାଇବା ଦ୍ୱାରା ଶରୀରରେ ଆଲ୍‌ଫା-୧ଏଚ୍‌ଡ଼ିଏଲ୍‌ ସ୍ତର ବଢ଼ିଥାଏ, ଯାହା ଦ୍ୱାରା ଶରୀରରୁ କୋଲେଷ୍ଟ୍ରଲ ମାତ୍ରା କମିଥାଏ । କୋଲେଷ୍ଟ୍ରଲ କମିବା ଦ୍ୱାରା ଆପେ ଆପେ ହୃଦ୍‌ଘାତ ହେବାର ଆଶଙ୍କା ମଧ୍ୟ କମି ଥାଏ ।

୪.କଞ୍ଚା ଆଲମଣ୍ଡରେ ଫସ୍‌ଫରସ୍‌, ମ୍ୟଗ୍‌ନେସିୟମ ଏବଂ କ୍ୟାଲ୍‌ସିୟମ ଥାଏ, ଯାହା ହାଡ଼କୁ ମଜ୍‌ବୁତ୍‌ ରଖିବା ସହ ଦାନ୍ତକୁ ମଧ୍ୟ ମଜ୍‌ବୁତ୍‌ କରିଥାଏ । ପ୍ରତିଦିନ ଆଲମଣ୍ଡ ଖାଇବା ଦ୍ୱାରା ଶରୀରର ଶୁଷ୍କତା ଦୂର ହୋଇଥାଏ ।

୬. ଖାଦ୍ୟ ଖାଇବା ପରେ ଏହାକୁ ଖାଇବା ଦ୍ୱାରା ଏହା ଖାଦ୍ୟକୁ ହଜମ କରିଥାଏ, ଯାହା ଦ୍ୱାରା କୋଷ୍ଠକାଠିନ୍ୟା ସମସ୍ୟା ଦେଖା ଯାଇ ନଥାଏ ।

Powered by Froala Editor

Tags Almond

Related articles Odisha News Lens 4.1

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15639
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15918
    Oct 19, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14364
    Oct 19, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15561
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15403
    Oct 20, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13591
    Oct 21, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15427
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13256
    Oct 21, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14787
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14787
    Oct 20, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15561
    Oct 19, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15239
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17841
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14815
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15420
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14764
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14859
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15860
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15113
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15823
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13256
    Oct 21, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14364
    Oct 19, 2026
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15427
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In