Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 22, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏଣିକି ସ୍କୁଲରେ ମିଳିବ ଚିକେନ

ଏଣିକି ସ୍କୁଲରେ ମିଳିବ ଚିକେନ

2023-01-06 09:26:38
15773
Share:
Facebook
Twitter
E-Mail
WhatsApp
Telegram
ଏଣିକି ସ୍କୁଲରେ ମିଳିବ ଚିକେନ

କୋଲକାତା: ଏଣିକି ସ୍କୁଲରେ ଭାତ ସାଙ୍ଗକୁ ଋତୁକାଳୀନ ଫଳ,ଅଣ୍ଡା ଓ ଚିକେନ ମିଳିବ। ଚଳିତ ଜାନୁଆରୀ ମାସରୁ ୪ ମାସ ଲାଗି ଏହି ଖାଦ୍ୟ ପରସାଯିବ। ଆଗକୁ ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଏହା ଅଭିନବ ରଣନୀତି ବୋଲି କୁହାଯାଉଛି । ପିଏମ ପୋଷଣ ଯୋଜନାରେ ସପ୍ତାହରେ ଦିନକୁ ଚାଉଳ, ଆଳୁ, ସୋୟାବିନ୍ ଏବଂ ଅଣ୍ଡା, ଚିକେନ୍ ଏବଂ ଋତୁକାଳୀନ ଫଳ ଭାବେ ପୁଷ୍ଟିକର ଖାଦ୍ୟ ଦିଆଯିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି।
ପ୍ରତ୍ୟେକ ଛାତ୍ରଙ୍କୁ ଅତିରିକ୍ତ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସପ୍ତାହକୁ ୨୦ଟଙ୍କା ଖର୍ଚ୍ଚ ହେବ ଏବଂ ଏହି ପ୍ରକ୍ରିୟା ୧୬ ସପ୍ତାହ ପର୍ୟ୍ୟନ୍ତ ଜାରି ରହିବ। ୧.୧୬ କୋଟିରୁ ଅଧିକ ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ। ଏଥିପାଇଁ ପଶ୍ଚିମବଙ୍ଗ ସରକାର ୩୭୧ କୋଟି ଟଙ୍କା ଶିକ୍ଷା ବିଭାଗକୁ ପ୍ରଦାନ କରିଛନ୍ତି।

ବିଜ୍ଞପ୍ତି ଅନୁଯାୟୀ, ବର୍ତ୍ତମାନ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ, ଆଳୁ, ସୋୟାବିନ୍ ଏବଂ ଅଣ୍ଡା ବ୍ୟତୀତ ଚାରି ମାସ ଧରି ପ୍ରତି ସପ୍ତାହରେ ଚିକେନ୍ ଏବଂ ଫଳ ଦିଆଯିବ। ତେବେ ଏପ୍ରିଲ ପରେ ଏହି ବ୍ୟବସ୍ଥା ଜାରି ହେବାର ସମ୍ଭାବନା ନାହିଁ ବୋଲି ବିଦ୍ୟାଳୟ ବିଭାଗର ଜଣେ ଅଧିକାରୀ କହିଛନ୍ତି। ମଧ୍ୟାହ୍ନ ଭୋଜନ ବାବଦରେ ଏହି ଖର୍ଚ୍ଚର ୬୦ ପ୍ରତିଶତ ରାଜ୍ୟ ସରକାର ବହନ କରୁଥିବାବେଳେ ୪୦ ପ୍ରତିଶତ କେନ୍ଦ୍ର ସରକାର ବହନ କରୁଛନ୍ତି। ତେବେ ଏହି ପଦକ୍ଷେପ ଏକ ରାଜନୈତିକ ବିବାଦ ସୃଷ୍ଟି କରିଛି।

Powered by Froala Editor

Tags Mid-day meal

Related articles Odisha News Lens 4.1

  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14328
    Jun 22, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15073
    Jun 22, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    13957
    Jun 21, 2025
  • ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ
    ଦେଶ-ଦେଶାନ୍ତର

    ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

    13966
    Jun 21, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14813
    Jun 21, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15529
    Jun 21, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15603
    Jun 22, 2025
  • ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ
    ଦେଶ-ଦେଶାନ୍ତର

    ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ

    14437
    Jun 21, 2025
  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ
    ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15179
    Jun 21, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

    13966
    Jun 21, 2025
  • ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    13957
    Jun 21, 2025
  • ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15073
    Jun 22, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15603
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14223
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14751
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15634
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14631
    Jun 18, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14942
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14819
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13790
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15603
    Jun 22, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14813
    Jun 21, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି

    15529
    Jun 21, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In