Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ରାଜ୍ୟ
Home ›› ରାଜ୍ୟ ››କଂସରାଜରେ ପଡ଼ିଲା ପୂର୍ଣ୍ଣଛେଦ:ଶେଷ ହେଲା ଧନୁଯାତ୍ରା

କଂସରାଜରେ ପଡ଼ିଲା ପୂର୍ଣ୍ଣଛେଦ:ଶେଷ ହେଲା ଧନୁଯାତ୍ରା

2023-01-07 08:43:21
14078
Share:
Facebook
Twitter
E-Mail
WhatsApp
Telegram
କଂସରାଜରେ ପଡ଼ିଲା ପୂର୍ଣ୍ଣଛେଦ:ଶେଷ ହେଲା ଧନୁଯାତ୍ରା

ବରଗଡ଼ : ଆଉ ଶୁଭିବ ନାହିଁ ସେହି ପ୍ରକମ୍ପିତ ଅଟ୍ଟହାସ୍ୟ । ନିରବୀ ଯାଇଛି ରଙ୍ଗମହଲ ଓ ରାଜଦରବାର । ଦୀର୍ଘ ଏଗାର ଦିନର କଂସରାଜରେ ପୂର୍ଣ୍ଣଛେଦ ପଡ଼ିଛି । କଂସ ନିଧନ ସହ ଶେଷ ହୋଇଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ବିରାଟ ଧନୁଯାତ୍ରା । ଧନୁଯାତ୍ରାର ଶେଷ ଦିବସର ନାଟ୍ୟାଭିନୟକ୍ରମରେ କୃଷ୍ଣ ବଳରାମ ମଥୁରା ଭ୍ରମଣ କରିଥିଲେ । ମାତ୍ର କୁବଳୟା ହସ୍ତୀ ବାଟ ଓଗାଳି ଥିଲା ।
କୁବଳୟା ହସ୍ତୀ ସହିତ ଯୁଦ୍ଧ କରି କୃଷ୍ଣ-ବଳରାମ ତାକୁ ବଧ କରିଥିଲେ । ପରେ ଘମାଘୋଟ ଯୁଦ୍ଧ ପରେ କୃଷ୍ଣ-ବଳରାମଙ୍କୁ ହାତରେ ଅଷ୍ଟମଲ୍ଲ ନିହତ ହୋଇଥିଲେ । ଏହା ଜାଣି ବ୍ୟସ୍ତବିବ୍ରତ ହୋଇପଡ଼ିଥିଲେ ମହାରାଜ କଂସ । କୃଷ୍ଣବଳରାମ ମହାରାଜଙ୍କ ସମ୍ମୁଖରେ ଶିବଧନୁ ଭାଙ୍ଗି ପକାଇଥିଲେ । ଏହାପରେ କୃଷ୍ଣ-ବଳରାମ ଉଠି ଆସିଥିଲେ ରାଜଦରବାର ଉପରକୁ । ସେମାନଙ୍କୁ ଦେଖି ମହାରାଜ କଂସଙ୍କର ଶକ୍ତି କ୍ରମଶଃ କ୍ଷୟ ହେବାକୁ ଲାଗିଥିଲା ।
ସେ ନିଜକୁ ଅସହାୟ ମନେ କରିଥିଲେ । ଆଉ ମାମୁ-ଭଣଜାଙ୍କ ସମରରେ ମାମୁ କଂସ ହୋଇଥିଲେ ଧରାଶାୟୀ । ଦରବାର ତଳକୁ ଗଡ଼ିପଡ଼ି ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ଏହାପରେ ଆନନ୍ଦିତ ହୋଇଛନ୍ତି ମଥୁରାବାସୀ । ଆଉ କୃଷ୍ଣ ଏବଂ ବଳରାମଙ୍କୁ ସ୍ୱାଗତ କରିଛନ୍ତି । ବେନିଭ୍ରାତା କାରଗାରରୁ ମାତା ଦେବକୀ ଓ ପିତା ବସୁଦେବଙ୍କୁ ମୁକୁଲାଇଥିଲେ କୃଷ୍ଣ ଏବଂ ବଳରାମ । ପରେ ପିତା ଉଗ୍ରସେନଙ୍କୁ ମଥୁରା ସିଂହାସନରେ ବସାଇଥିଲେ ।

Powered by Froala Editor

Tags Dhanu yatra

Related articles Odisha News Lens 4.1

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15072
    Aug 21, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13720
    Aug 20, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14805
    Aug 21, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14126
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14840
    Aug 20, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14115
    Aug 20, 2026
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14570
    Aug 21, 2026
  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର
    ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13906
    Aug 21, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14301
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ କମିଟି ଗଠନ

    14570
    Aug 21, 2026
  • ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13906
    Aug 21, 2026
  • ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14126
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17668
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15072
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15986
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13904
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14932
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14705
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15885
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14387
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14805
    Aug 21, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14126
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14301
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In