Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

Home ›› ›› ଏବେ ଓଡ଼ିଶା ପାଇଁ ନାହିଁ କୋଭିଡ ବିପଦ

ଏବେ ଓଡ଼ିଶା ପାଇଁ ନାହିଁ କୋଭିଡ ବିପଦ

2023-01-07 08:49:35
15474
Share:
Facebook
Twitter
E-Mail
WhatsApp
Telegram
 ଏବେ ଓଡ଼ିଶା ପାଇଁ ନାହିଁ କୋଭିଡ ବିପଦ

ଭୁବନେଶ୍ବର : ଭାରତ କିମ୍ବା ଓଡ଼ିଶା ପାଇଁ ଏବେ କୋଭିଡର ବିପଦ ନାହିଁ। ତଥାପି ସଜାଗ ରହିବାକୁ ପଡ଼ିବ। ମାସ୍କ, ହାତ ସଫା ରଖିବା ସହିତ ବୁଷ୍ଟର ଡୋଜ୍ ନେଇ ନ ଥିବା ଲୋକ ଏହାକୁ ନେଇଯିବା ଦରକାର। ଏବେ ଦ୍ବିତୀୟ ବୁଷ୍ଟର ଡୋଜ୍‌କୁ ନେଇ ଚର୍ଚା ଚାଲିଛି। ଆଇସିଏମ୍‌ଆର୍‌ ମାର୍ଗଦର୍ଶିକାରେ ଦ୍ବିତୀୟ ବୁଷ୍ଟର ଡୋଜ୍ ପ୍ରାବଧାନ ନାହିଁ। ତେବେ ମଧୁମେହ, ହୃଦରୋଗ, ସିଓପିଡି, କିଡ୍‌ନି ଓ ଏଚ୍‌ଆଇଭି ଆକ୍ରାନ୍ତ ଲୋକ ଦ୍ବିତୀୟ ବୁଷ୍ଟର ଡୋଜ୍ ଆବଶ୍ୟକ ହୋଇପାରେ।
ପ୍ରଥମ ବୁଷ୍ଟର ଡୋଜ୍‌ର ୪ମାସ ପରେ ଏହା ନେଇପାରିବେ ବୋଲି ବିଶ୍ବସ୍ତରରେ ବୈଜ୍ଞାନିକମାନେ ଗୁରୁତ୍ବ ଦେଉଥିବା କହିଛନ୍ତି ପ୍ରଫେସର ଡା. ଜୟନ୍ତ ପଣ୍ଡା।
ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କୋଭିଡ୍ ବୁଲେଟିନ୍‌ରେ କୁହାଯାଇଛି ଯେ ବିଶ୍ବରେ ୩-୫ଲକ୍ଷ ଲୋକ କୋଭିଡ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଦେଶରେ ୧୮୫ଜଣ ଆକ୍ରାନ୍ତ ବାହାରିଛନ୍ତି। ରାଜ୍ୟରେ ୬ହଜାରରୁ ଅଧିକ ନମୁନା ପରୀକ୍ଷାରୁ ଜଣେ କିମ୍ବା ଦୁଇ ଜଣ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଦେଶରେ କୋଭିଡ ପରିଚାଳନା ଭଲ ରହିଛି। ଚୀନ୍‌ରେ ଦିଆଯାଇଥିବା ଟିକା ପ୍ରଭାବୀ ହେଉନାହିଁ। ଏପରିକି ଚୀନ୍ ଟିକା ବ୍ୟବହାର କରିଥିବା ଦେଶ ଏଭଳି ସ୍ଥିତିର ସମ୍ମୁଖୀନ ହେଉଛନ୍ତି। ମାତ୍ର ଆମେରିକାରେ ସ୍ଥିତି ଭିନ୍ନ ରହିଛି। ସେଠାରେ ବୟସ୍କ ଲୋକମାନଙ୍କ ମଧ୍ୟରେ ସଂକ୍ରମଣ ବଢ଼ୁଛି।

ଦେଶରେ ଦିଆଯାଇଥିବା କୋଭିସିଲ୍‌ଡ ଓ କୋଭାକ୍ସିନ୍ ଟିକା ବେଶ୍ ପ୍ରଭାବୀ ହୋଇଛି। ଦେଶରେ ନ୍ୟୁଟ୍ରାଲାଇଜିଂ ଆଣ୍ଟିବଡି ବା ହାଇବ୍ରିଡ୍‌ ଇମ୍ୟୁନିଟି ବଢ଼ିଛି। ଓମିକ୍ରନ୍‌ର ଦୁଇଟି ପ୍ରଜାତି ବିଏଫ.୭, ଏକ୍ସବିବି ୧.୫ ଯୋଗୁଁ ୧୦-୧୫ଟି ବିଦେଶରେ ସଂକ୍ରମଣ ବଢ଼ି ଚାଲିଛି। ଏସବୁ ଦେଶରୁ ଯେଉଁମାନେ ଭାରତକୁ ଆସୁଛନ୍ତି ସେମାନଙ୍କୁ ସତର୍କ ରହିବାକୁ କୁହାଯାଉଥିବା ଡା. ପଣ୍ଡା କହିଛନ୍ତି।

Powered by Froala Editor

Tags Corona

Related articles Odisha News Lens 4.1

  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15461
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14092
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14476
    Mar 11, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13849
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13270
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15183
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13777
    Mar 12, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ
    ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14562
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13960
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14476
    Mar 11, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15461
    Mar 12, 2026
  • ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13270
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13270
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13960
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15025
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14779
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15224
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15134
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14476
    Mar 11, 2026
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15183
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13777
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In