Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› କ୍ଷମତା କନ୍ଦଳକୁ ନେଇ ଅରାଜକତା ପରିସ୍ଥିତି, ରାଷ୍ଟ୍ରପତି ଭବନକୁ ଧସେଇ ପଶିଲେ ସମର୍ଥକ

କ୍ଷମତା କନ୍ଦଳକୁ ନେଇ ଅରାଜକତା ପରିସ୍ଥିତି, ରାଷ୍ଟ୍ରପତି ଭବନକୁ ଧସେଇ ପଶିଲେ ସମର୍ଥକ

2023-01-09 09:30:45
15285
Share:
Facebook
Twitter
E-Mail
WhatsApp
Telegram
 କ୍ଷମତା କନ୍ଦଳକୁ ନେଇ ଅରାଜକତା ପରିସ୍ଥିତି, ରାଷ୍ଟ୍ରପତି ଭବନକୁ ଧସେଇ ପଶିଲେ ସମର୍ଥକ

ନୂଆଦିଲ୍ଲୀ: ବ୍ରାଜିଲରେ କ୍ଷମତା କନ୍ଦଳକୁ ନେଇ ଅରାଜତା ପରିସ୍ଥିତି। ମାତିଲେ ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତିଙ୍କ ସମର୍ଥକ। ରବିବାର ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜାଇର୍‌ ବୋଲ୍‌ସୋନାରୋଙ୍କ ସମର୍ଥକମାନେ ରାଷ୍ଟ୍ରପତି ଭବନ ‘କଂଗ୍ରେସ’କୁ ଧସେଇ ପଶିବା ସହ ସୁପ୍ରିମକୋର୍ଟ ଭିତରକୁ ମଧ୍ୟ ବଳପୂର୍ବକ ପ୍ରବେଶ କରି ହିଂସାକାଣ୍ଡ ଘଟାଇଛନ୍ତି। ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତିଙ୍କର ପ୍ରାୟ ୩୦୦୦ ସମର୍ଥକ ଦୁଇ ଭବନରେ ପ୍ରବେଶ କରି ବ୍ୟାପକ ଭଙ୍ଗାରୁଜା କରିବା ସହ ନାରାବାଜି କରିଛନ୍ତି। ଆକ୍ରମଣକୁ ପ୍ରତିହତ କରିବା ପାଇଁ ପୁଲିସ ପକ୍ଷରୁ ଟିଏର ଗ୍ୟାସ ଓ ଲାଠି ମାଡ଼ କାରାଯାଇଛି।  ଏହି ଘଟଣାକୁ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ୍‌ ଇନାସିଓ ଲୁଲା ଦା ସିଲ୍‌ଭା  କଡ଼ା ନିନ୍ଦା କରିଛନ୍ତି।
ଗତ ବର୍ଷ ଏକ କଡ଼ା ପ୍ରତିଦ୍ୱନ୍ଦିତାରେ ଜାଇର୍‌ ବୋଲ୍‌ସୋନାରୋଙ୍କୁ ପରାସ୍ତ କରି ଲୁଇଜ୍‌ ଇନାସିଓ ଲୁଲା ଦା ସିଲ୍‌ଭା  ନୂଆ ରାଷ୍ଟ୍ରପତି ଭାବେ ଚୟନ ହୋଇଥିଲେ। ତେବେ ପ୍ରତିପକ୍ଷ ନେତାଙ୍କ ସମର୍ଥକ ଏହାକୁ ହଜମ କରିନପାରି ପ୍ରତିହିଂସାପରାୟଣ ହୋଇପଡ଼ିଥିଲେ। ଆକ୍ରମଣ ଆଶଙ୍କାକୁ ନେଇ ବ୍ରାସିଲିଆରେ ଜାନୁଆରୀ ୩୧ ତାରିଖ ପାର୍ୟ୍ୟନ୍ତ  ଫେଡରାଲ ସୁରକ୍ଷାକୁ କାଏମ ରଖିବାକୁ ରାଷ୍ଟ୍ରପତି  ଲୁଇଜ୍‌ ଇନାସିଓ ଲୁଲା ଦା ସିଲ୍‌ଭା  ନିର୍ଦ୍ଦେଶ ଦେଇଥିଲେ। ତେବେ କ୍ଷମତା କନ୍ଦଳକୁ ନେଇ ପୂର୍ବତନ ରାଷ୍ଟ୍ରପତି ଜାଇର୍‌ ବୋଲ୍‌ସୋନାରୋ ଏବଂ ନଆ ରାଷ୍ଟ୍ରପତି ଲୁଇଜ୍‌ ଇନାସିଓ ଲୁଲା ଦା ସିଲ୍‌ଭାଙ୍କ ମଧ୍ୟରେ ତିକ୍ତତା ଲାଗି ରହିଥିଲା।

ଲୁଲା ଅଳ୍ପ ଭୋଟ୍‌ରେ ବିଜୟୀ ହୋଇଥିବାରୁ  ତାଙ୍କୁ ଶାସନ ଗାଦିରେ ବସାଇ ନଦେବାକୁ ଜାଇର୍‌ ବୋଲ୍‌ସୋନାରୋ ଲାଗିପଡ଼ିଥିଲେ। ଏଥିପାଇଁ ବୋଲ୍‌ସୋନାରୋଙ୍କ ସମର୍ଥକମାନେ ସେନାର ହସ୍ତକ୍ଷେପ ଲୋଡ଼ି ବ୍ରାଜିଲ୍‌ସ୍ଥିତ ଆର୍ମି ବେସ୍‌ରେ ପ୍ରତିବାଦ ଚଳାଇଥିଲେ। ରବିବାର ହଜାର ହଜାର ଆନ୍ଦୋଳନକାରୀ ରାଷ୍ଟ୍ରପତି ଭବନରେ ଜୋରଜବରଦସ୍ତି ପ୍ରବେଶ କରି  ଗୋଟାଏ ପତାକା ଉତ୍ତୋଳନ କରିଥିଲେ। ପତାକାରେ ସେନାବାହିନୀକୁ ନିବେଦନ କରି ‘ହସ୍ତକ୍ଷେପ’ ଲେଖାଯାଇଛି।  ସେହିପରି ସାଂସଦମାନଙ୍କର କାର୍ୟ୍ୟାଳୟରେ ଭଙ୍ଗାରୁଜା କରିଥିବା ଜଣାପଡ଼ିଉଛି। ଘଟଣାରେ  ବ୍ରାଜିଲ ପୁଲିସ  ୩୦୦ଜଣଙ୍କୁ ଗିରଫ କରିଛି । ବିକ୍ଷୋଭକାରୀମାନେ ଗିରଫ ହେବା ପରେ ଧାଡ଼ି ହୋଇ କଂଗ୍ରେସରୁ ବାହାରକୁ ଆସୁଥିବା ଦେଖିବାକୁ ମିଳିଥିଲା। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏହି ଆକ୍ରମଣକୁ ନିନ୍ଦା କରି ଏହାକୁ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି କହିଛନ୍ତି । ସେ କହିଚନ୍ତି ଯେ,  ବ୍ରାଜିଲର ଗଣତାନ୍ତ୍ରିକ ଅନୁଷ୍ଠାନଗୁଡିକର ଆମର ସମ୍ପୂର୍ଣ୍ଣ ସମର୍ଥନ ରହିଛି ଏବଂ ବ୍ରାଜିଲର ଲୋକଙ୍କ ଇଚ୍ଛା କ୍ଷୁର୍ଣ୍ଣ ହେବା ଉଚିତ ନୁହେଁ। ବ୍ରାଜିଲର ଲୋକ ଏବଂ ଦେଶର ଅନୁଷ୍ଠାନଗୁଡ଼ିକର ଇଚ୍ଛାକୁ ସମ୍ମାନ ଦେବା ଆବଶ୍ୟକ ବୋଲି ସେ କହିଛନ୍ତି।

Powered by Froala Editor

Tags President bhawan

Related articles Odisha News Lens 4.1

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15332
    Apr 15, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14682
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13888
    Apr 15, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13943
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13635
    Apr 16, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14583
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13735
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15448
    Apr 16, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14765
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13635
    Apr 16, 2026
  • ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14765
    Apr 16, 2026
  • ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14682
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16304
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15448
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15548
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16092
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14709
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15686
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15337
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15070
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15570
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13867
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13943
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13635
    Apr 16, 2026
  • ଅସ୍ଥି ମଜଭୁତ କରେ ଖଜୁରି

    15448
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In