Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 31, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ...

  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ...

  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ...

  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ...

  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ...

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

  • ଶାହାଙ୍କୁ ପ୍ରିୟଙ୍କାଙ୍କ ପ୍ରଶ୍ନ, ...

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଏସଆରସି

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଏସଆରସି

2021-05-20 09:20:54
13858
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଏସଆରସି


ଭୁବନେଶ୍ୱର : କରୋନା ସମୟରେ ତାଉତେ ପରେ ଆଉ ଏକ ବାତ୍ୟା ‘ୟଶ’ ମାଡ଼ି ଆସୁଛି ।  ଏହି ବାତ୍ୟା ଭୀଷଣ ବା ଅତିଭୀଷଣ ଆକାରର ହୋଇପାରେ ।  ତେବେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି  ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ।

ଶ୍ରୀ ଜେନା କହିଛନ୍ତି ଯେ,  ବାତ୍ୟା ସମ୍ପର୍କରେ ପାଣିପାଗ  ବିଜ୍ଞାନ ବିଭାଗ ଏଯାଏଁ ସ୍ପଷ୍ଟ କରିନି । କେବେ କେଉଁଦିନ, କେଉଁଠି ଲ୍ୟାଣ୍ଡଫଲ କରିବ ଏଯାଏ ସ୍ପଷ୍ଟ ହୋଇନାହିଁ ।  ଯଦି ବାତ୍ୟା ହୁଏ ତେବେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପଦକ୍ଷେପ ନେଇଛୁ ।  ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରାଯାଇଛି । ବିପର୍ଯ୍ୟୟ ପ୍ରଶମନ, ଖାଦ୍ୟ ଯୋଗାଣ ବିଭାଗ ସହ ଆଲୋଚନା  ହୋଇଛି ।  ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି କହିବା ସହ ଲୋକଙ୍କୁ ଭୟଭୀତ ନହେବାକୁ ଏସଆରସି ପ୍ରଦୀପ ଜେନା ପରାମର୍ଶ ଦେଇଛନ୍ତି । 

ବାତ୍ୟା ମୁକାବିଲା ପାଇଁ ଗତକାଲି ମଧ୍ୟ ଓଡ୍ରାଫ୍, ଏନଡିଆରଏଫ୍, ଓଡ଼ିଶା ପୁଲିସ ଓ ପାଣିପାଗ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏସଆରସି । ଏଥିସହ ଜିଲ୍ଲାପାଳମାନଙ୍କ ସହ ବି ଆଲୋଚନା କରିଥିଲେ ଓ ୧୦ଟି ଜିଲ୍ଲାରେ ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ବଙ୍ଗୋପସାଗରରେ ୨୨ ତାରିଖରେ ଲଘୁଚାପ ସୃଷ୍ଟି ହେବା ପରେ ୨୫ ତାରିଖ ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଆଇଏମଡି । ୨୬ ତାରିଖ ସଂଧ୍ୟାରେ ଓଡିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିପାରେ ବୋଲି ମଧ୍ୟ ଆକଳନ କରିଛି ଆଇଏମଡି । 

ପ୍ରକାଶ ଯେ, ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର  କହିଛନ୍ତି ଯେ,  ୨୨ ତାରିଖରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।  ଉତ୍ତରପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଶାନ୍ତ ରହିବ ।  ଆସନ୍ତା ୨୩ ଓ ୨୪ ତାରିଖରେ ସମୁଦ୍ରରେ ପବନ ୬୦/୭୦ କିମି ରହିବ ।  ତେଣୁ ୨୧ରୁ ୨୪ ତାରିଖ ଯାଏ ଉତ୍ତରପୂର୍ବ ବଙ୍ଗୋପସାଗର ଯିବା ମନା । ୨୪ରୁ ଉତ୍ତର, ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ନଯିବାକୁ ପରାମର୍ଶ ଦିଆଯାଇଛି । 

ଏହା ପୂର୍ବରୁ ପାଣିପାଗ ବିଜ୍ଞାନୀ ତଥା ଆଇଏମଡି ସାଇକ୍ଲୋନ ୱାର୍ଣ୍ଣିଂ ସେଣ୍ଟର ମୁଖ୍ୟ ଆର.କେ ଜେନାମଣି କହିଥିଲେ ଯେ, ଆସନ୍ତା ୨୨ ତାରିଖରେ ବାତ୍ୟା ନେଇ ସଠିକ ଆକଳନ କରାଯାଇପାରିବ ।  ବାତ୍ୟା ତ ନିଶ୍ଚୟ ହେବ । ତେବେ କେଉଁଠି ଲ୍ୟାଣ୍ଡଫଲ କରିବ ତାହା ୨୨ ତାରିଖରେ କହିହେବ ।  ତେବେ ଏହା ଭୀଷଣ ବା ଅତିଭୀଷଣ ଆକାରର ବାତ୍ୟା ହୋଇପାରେ ।  ୨୨ରେ ସୃଷ୍ଟ ଲଘୁଚାପ ୨୪ରେ ବାତ୍ୟାରେ ରୂପାନ୍ତରିତ ହେବ ।  ୨୫ରେ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ ।  ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ହେବ ବୋଲି ପାଣିପାଗ ବିଜ୍ଞାନୀ ତଥା ଆଇଏମଡି ସାଇକ୍ଲୋନ ୱାର୍ଣ୍ଣିଂ ସେଣ୍ଟର ମୁଖ୍ୟ ଆର.କେ ଜେନାମଣି କହିଥିଲେ । 

Powered by Froala Editor

Tags Cyclone

Related articles Odisha News Lens 4.1

  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି
    ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15251
    Jul 30, 2025
  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ
    ଦେଶ-ଦେଶାନ୍ତର

    କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    14095
    Jul 30, 2025
  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ
    ଦେଶ-ଦେଶାନ୍ତର

    କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ

    14623
    Jul 30, 2025
  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ
    ଦେଶ-ଦେଶାନ୍ତର

    ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15258
    Jul 30, 2025
  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ
    ଦେଶ-ଦେଶାନ୍ତର

    ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

    13688
    Jul 30, 2025
  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର
    ଦେଶ-ଦେଶାନ୍ତର

    ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର

    13770
    Jul 30, 2025
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ
    ଦେଶ-ଦେଶାନ୍ତର

    ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

    14099
    Jul 30, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ
    ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14928
    Jul 30, 2025
  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା
    ଦେଶ-ଦେଶାନ୍ତର

    ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା

    14869
    Jul 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14928
    Jul 30, 2025
  • ଦେଶ-ଦେଶାନ୍ତର

    ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15258
    Jul 30, 2025
  • ଦେଶ-ଦେଶାନ୍ତର

    କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ

    14623
    Jul 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16647
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17084
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15565
    Apr 03, 2021

ବିଶେଷ

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14928
    Jul 30, 2025
  • ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡାଙ୍କ 'ସୈୟାରା ' କରୁଛି କମାଲ

    15928
    Jul 29, 2025
  • ସର୍ଭାଇକାଲ ଯନ୍ତ୍ରଣା କଣ, ଜାଣନ୍ତୁ କାରଣ...

    15802
    Jul 28, 2025
  • ପ୍ରତିଦିନ ସେବନ କରନ୍ତୁ ପିଜୁଳି ପତ୍ର

    14955
    Jul 28, 2025
  • ଏମିତି କଲେ କମ୍ ଆସିବ ବିଜୁଳି ବିଲ୍

    15961
    Jul 26, 2025

ବାଣିଜ୍ୟ

ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଭୁବନେଶ୍ୱର : ସଡ଼କ ସୁରକ୍ଷା ଏବଂ ଗୋଷ୍ଠୀ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଅଂଶ ଭାବରେ ଭାରତର ସର୍ବବୃହତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରର କେତେକ ସର୍ବାଧିକ ବ୍ୟସ୍ତବହୁଳ ଜଙ୍କ୍‌ସନଗୁଡିକରେ ଚାରିଟି ପୂର୍ଣ୍ଣ ସୁସଜ୍ଜିତ ପୋଲିସ ବୁଥ୍‌ ସ୍ଥାପନ କରି ଭୁବନେଶ୍ୱର ଟ ...

  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14714
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14807
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14154
    Jul 21, 2025
  • ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

    14450
    Jul 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15258
    Jul 30, 2025
  • ଶାହାଙ୍କୁ ପ୍ରିୟଙ୍କାଙ୍କ ପ୍ରଶ୍ନ, ପହଲଗାମରେ ଆକ୍ରମଣ କିପରି ହେଲା

    14566
    Jul 29, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14928
    Jul 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In