Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ...

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ ...

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

ବିଶେଷ
Home ›› ବିଶେଷ ››ଏହି ଲୋକଙ୍କ ପାଇଁ ମହୁ ଖାଇବା ବିପଦ

ଏହି ଲୋକଙ୍କ ପାଇଁ ମହୁ ଖାଇବା ବିପଦ

2023-01-13 04:12:59
15682
Share:
Facebook
Twitter
E-Mail
WhatsApp
Telegram
ଏହି ଲୋକଙ୍କ ପାଇଁ ମହୁ ଖାଇବା ବିପଦ

ମହୁ କେବଳ ପାଟିକୁ ସୁଆଦିଆ ଲାଗେ ତାହା ନୁହେଁ ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବେଶ୍‌ ଲାଭଦାୟୀ ବୋଲି ବିଶ୍ୱାସ। ମହୁ ଖାଇବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳେ। ଏଥିରେ କାର୍ବୋହାଇଡ୍ରେଟ୍‌, ପ୍ରୋଟିନ୍‌, ଭିଟାମିନ୍‌-ଏ, ବି, ସି, ଆଇରନ୍‌, ମ୍ୟାଗ୍ନେସିୟମ, କ୍ୟାଲସିଅମ୍‌, ଫସଫରସ, ପୋଟାସିୟମ, ସୋଡିୟମ ଆଦି ପୋଷକତତ୍ତ୍ୱ ଭରପୂର ମାତ୍ରାରେ ରହିଛି। କୌଣସି ଜିନିଷ ଖାଇବା ଦ୍ୱାରା ଲାଭ ଏବଂ କ୍ଷତି ଉଭୟ ହୋଇଥାଏ। ସମସ୍ତଙ୍କ ଶରୀରରେ ଭିନ୍ନ ଭିନ୍ନ ଜିନିଷର ପ୍ରଭାବ ଭିନ୍ନ ହୋଇଥାଏ। ତେଣୁ ମହୁ ଆମ ସ୍ୱାସ୍ଥ୍ୟ ପାଇଁ ଯେତିକି ଭଲ ସେତିକି କ୍ଷତିକାରକ ମଧ୍ୟ। ତେବେ ମହୁ ଖାଇବା ଦ୍ୱାରା କ’ଣ ସବୁ କ୍ଷତି ହୁଏ ଆସନ୍ତୁ ଜାଣିବା।
ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଆପଣ ଦିନସାରା କେତେ ପରିମାଣର ମହୁ ଖାଉଛନ୍ତି ସେଥିପ୍ରତି ଧ୍ୟାନ ଦେବା ଅତ୍ୟନ୍ତ ଜରୁରୀ। ମହୁର ଅତ୍ୟଧିକ ବ୍ୟବହାର ଦ୍ୱାରା ଦାନ୍ତ ଏବଂ ମାଢ଼ିର ଗୁଣ୍ଡ କ୍ଷୟ ହେବା ଆଶଙ୍କା ବଢ଼ିଯାଏ।
ଫ୍ୟାଟି ଲିଭର ସମସ୍ୟା ଥିବା ଲୋକଙ୍କ ପାଇଁ ମହୁ ବିପଦ ହୋଇପାରେ। ଏହା ଫ୍ୟାଟି ଲିଭରରେ ପୀଡିତ ଲୋକଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ। ଏଥିପାଇଁ ଏହି ବ୍ୟକ୍ତିଙ୍କୁ ସୀମିତ ମାତ୍ରାରେ ମହୁ ଖାଇବା ପାଇଁ ପରାମର୍ଶ ଦିଆଯାଏ।
ସେହିପରି ଆଲର୍ଜି ସମସ୍ୟା ଥିବା ଲୋକେ ମଧ୍ୟ ମହୁଠାରୁ ଦୂରେଇ ରହିବା ଉଚିତ। ଯଦି ଆପଣଙ୍କ ଆଲର୍ଜି ସମସ୍ୟା ରହିଛି ତେବେ ମହୁ ଖାଇବା ଦ୍ୱାରା ଏହା କମ୍‌ ହେବା ବଦଳରେ ଆହୁରି ବଢ଼ିଯିବା ଆଶଙ୍କା ରହିଥାଏ।
ମଧୁମେହ ରୋଗୀମାନେ ମଧ୍ୟ ମହୁ ଠାରୁ ଦୂରେଇ ରହିବା ଉଚିତ, ନଚେତ ସେମାନଙ୍କ ପାଇଁ ଏହା ଭୟଙ୍କର ପ୍ରମାଣିତ ହୋଇପାରେ।
ସାଧାରଣତଃ ମହୁରେ ଚିନି ଥାଏ। ତେଣୁ ଏହାକୁ କମ୍‌ ମାତ୍ରାରେ ବ୍ୟବହାର କରିବା ଉଚିତ। ଅଧିକ ମାତ୍ରାରେ ବ୍ୟବହାର କରିବା ଦ୍ୱାରା ଟାଇପ-୨ ଡାଇବେଟିସ୍‌ ରୋଗୀଙ୍କ ବ୍ଲଡ ସୁଗାର ଲେବୁଲ ବଢ଼ିଯାଇପାରେ।
୧୨ ମାସରୁ କମ୍‌ ବୟସର ଶିଶୁଙ୍କୁ ମହୁ ସେବନ କରାଇବା ଉଚିତ ନୁହେଁ। ଏହାଦ୍ୱାରା ଶିଶୁମାନଙ୍କ ମଧ୍ୟରେ କ୍ଲୋଷ୍ଟ୍ରିଡିୟମ ଇନ୍‌ଫେକ୍‌ସନ୍‌ ବିପଦ ରହିଥାଏ।

Powered by Froala Editor

Tags Hoeny

Related articles Odisha News Lens 4.1

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ
    ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13613
    Jul 30, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15350
    Jul 29, 2026
  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14304
    Jul 30, 2026
  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15060
    Jul 30, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍
    ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14241
    Jul 30, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14607
    Jul 29, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13625
    Jul 29, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14016
    Jul 29, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    14996
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14016
    Jul 29, 2026
  • ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14607
    Jul 29, 2026
  • ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13713
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14087
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15742
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15795
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15447
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16106
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14829
    Jul 28, 2026
  • ଫିକା ପଡିବ ସୁନାର ଚମକ

    14125
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14241
    Jul 30, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13625
    Jul 29, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14016
    Jul 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In