Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭୂକମ୍ପ : ଭୋର୍‌ରୁ ଥରିଲା ହିମାଚଳ

ଭୂକମ୍ପ : ଭୋର୍‌ରୁ ଥରିଲା ହିମାଚଳ

2023-01-14 17:20:24
16139
Share:
Facebook
Twitter
E-Mail
WhatsApp
Telegram
ଭୂକମ୍ପ : ଭୋର୍‌ରୁ ଥରିଲା ହିମାଚଳ

ହିମାଚଳ ପ୍ରଦେଶରେ ୩.୨ ତୀବ୍ରତାସମ୍ପନ୍ନ ଭୂମିକମ୍ପ ଅନୁଭୂତ ହୋଇଛି। ଏ ସଂକ୍ରାନ୍ତରେ ଟୁଇଟର୍‌ରେ ସୂଚନା ଦେଇ ‘ଦି ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍‌ମୋଲୋଜି’ ଲେଖିଛି ଯେ, ଆଜି ଭୋର୍‌ ୫.୧୭ରେ ଧରମଶାଳାର ପୂର୍ବ ପଟକୁ ୨୨ କିଲୋମିଟର୍‌ ଦୂରବର୍ତ୍ତୀ ଭୂଗର୍ଭର ୫ କିଲୋମିଟର୍‌ ଅଭ୍ୟନ୍ତରରେ ଉକ୍ତ ଭୂମିକମ୍ପ ସଂଘଠିତ ହୋଇଥିଲା। ରିକ୍ଟର୍‌ ସ୍କେଲ୍‌ରେ ଏହି ଭୂମିକମ୍ପର ତୀବ୍ରତା ଥିଲା ୩.୨।

ଗୋଟିଏ ପଟେ ଯୋଶୀମଠ ଧସୁଥିବା ବେଳେ ଆଉ ଗୋଟିଏ ପଟେ ହିମାଚଳ ପ୍ରଦେଶରେ ଆସିଥିବା ଭୂମିକମ୍ପ ଲୋକଙ୍କୁ ଭୟଭୀତ କରାଇଛି। ହିମାଚଳ ପ୍ରଦେଶର ପୂର୍ବ ଧର୍ମଶାଳାରୁ ୨୨ କିଲୋମିଟର ଦୂରରେ ଭୂମିକମ୍ପର କେନ୍ଦଭୂତ ହୋଇଥିବା ବୈଜ୍ଞନିକମାନେ କହିଛନ୍ତି। 

ଉତ୍ତରାଖଣ୍ଡର ଯୋଶୀମଠ ପାଖରୁ ପ୍ରାୟ ୨୦୦ କିଲୋମିଟର୍ ଦୂର ଉତ୍ତରକାଶୀରେ ୨.୯ ତୀବ୍ରତାସମ୍ପନ୍ନ ଭୂମିକମ୍ପ ହେବାର ଦିନକ ପରେ ଆଜି ହିମାଚଳ ପ୍ରଦେଶରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି। ତେବେ ଏଥିରେ କାହାର ମୃତାହତ ହୋଇନାହିଁ। 

Powered by Froala Editor

Tags himachal

Related articles Odisha News Lens 4.1

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14942
    Oct 12, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13945
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14104
    Oct 11, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14367
    Oct 12, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14852
    Oct 12, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    14114
    Oct 11, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    13989
    Oct 12, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14792
    Oct 12, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14507
    Oct 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14852
    Oct 12, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14507
    Oct 12, 2026
  • ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    14114
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17175
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17865
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18239
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14535
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14641
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15647
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14321
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16057
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15550
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14792
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14104
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14521
    Oct 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In