Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭୟଙ୍କର ବିମାନ ଦୁର୍ଘଟଣା : ୭୨ ଜଣଙ୍କ ମୃତ୍ୟୁ, ମୃତକ ମଧ୍ୟରେ ୩ ଶିଶୁ

ଭୟଙ୍କର ବିମାନ ଦୁର୍ଘଟଣା : ୭୨ ଜଣଙ୍କ ମୃତ୍ୟୁ, ମୃତକ ମଧ୍ୟରେ ୩ ଶିଶୁ

2023-01-15 16:51:43
15503
Share:
Facebook
Twitter
E-Mail
WhatsApp
Telegram
ଭୟଙ୍କର ବିମାନ ଦୁର୍ଘଟଣା : ୭୨ ଜଣଙ୍କ ମୃତ୍ୟୁ, ମୃତକ ମଧ୍ୟରେ ୩ ଶିଶୁ

ନେପାଳର କାଠମାଣ୍ଡୁର ପୋଖରା ଅଭିମୁଖେ ଯାତ୍ରା କରୁଥିବା ‘ୟେତି ଏୟାର୍‌ଲାଇନ୍‌’ର  ‘ଏଟିଆର୍‌୭୨’ ବିମାନ କାସ୍‌କି ଜିଲ୍ଲା ଅନ୍ତର୍ଗତ ପୋଖରା ବିମାନ ବନ୍ଦର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ବିମାନ କାଠମାଣ୍ଡୁରୁ ପୋଖରା ଅଭିମୁଖେ ଯାତ୍ରା କରୁଥିଲା। ବିମାନଟି ଆଜି ସକାଳ ୧୦ଟା ୩୦ରେ ତ୍ରିବୁଭନ୍ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଭରିଥିଲା। ବିମାନଟି ଅବତରଣ କରିବାର ଦଶ ସେକେଣ୍ଡ ପୂର୍ବରୁ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତେବେ ବିମାନରେ ଥିବା ସମସ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।  

ଗଣମାଧ୍ୟମକୁ ‘ୟେତି ଏୟାର୍‌ଲାଇନ୍‌ସ୍‌’ର ମୁଖପାତ୍ର ସୁଦର୍ଶନ ବର୍‌ତୌଲା କହିଛନ୍ତି, ପୁରୁଣା ବିମାନ ବନ୍ଦର ଓ ପୋଖରା ଆନ୍ତର୍ଜାତିକ ବିମାନ ବନ୍ଦର ମଝିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏହି ବିମାନରେ ସମୁଦାୟ ୬୮ଜଣ ଯାତ୍ରୀ ଓ ୪ଜଣ କ୍ରୁ’ ଥିଲେ।  ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିବରକୁ ଚେଷ୍ଟା କରିଥିଲେ। କିନ୍ତୁ ସେଥିରେ ଆଉ କୌଣସି ଯାତ୍ରୀ ଜୀବିତ ନଥିବା ଜଣାପଡ଼ିଛି। ବିମାନରେ ୧୧ ଜଣ ବିଦେଶୀ ଯାତ୍ରୀ ଏବଂ ସେମାନଙ୍କ ମଧ୍ୟରେ ତିନିଜଣ ଶିଶୁ ଥିଲେ। 

ବିମାନ ବନ୍ଦର କର୍ତ୍ତୃପକ୍ଷ କହିଛନ୍ତି ଏଥିରେ ୫୩ ଜଣ ନେପାଳୀ, ୫ ଜଣ ଭାରତୀୟ, ୪ ଜଣ ଋଷୀୟ, ଜଣେ ଇଂଲଣ୍ଡ ନାଗରିକ, ୨ଜଣ କୋରିଆ, ଜଣେ ଆର୍ଜେଣ୍ଟିନା ଏବଂ ଜଣେ ଫ୍ରାନ୍ସ ନାଗରିକ ଥିଲେ। ପୋଖରା ବିମାନ ବନ୍ଦରରେ ଯାତ୍ରୀବାହୀ ବିମାନ ଦୁର୍ଘଟଣା ପରେ ସରକାର କ୍ୟାବିନେଟର ଜରୁରୀ ବୈଠକ ଡାକିଛନ୍ତି।

Powered by Froala Editor

Tags crash

Related articles Odisha News Lens 4.1

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13726
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14044
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14201
    Sep 11, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    13988
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14882
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14828
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13683
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13951
    Sep 11, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13993
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14882
    Sep 12, 2026
  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13726
    Sep 12, 2026
  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15656
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17757
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14025
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16068
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14605
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13914
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14722
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14082
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14072
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14696
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13993
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    13988
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14828
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In