Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ...

  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ...

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ...

  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ...

  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ...

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏଣିକି ‘କୋଭିସେଲ୍ଫ’ରେ ନିଜେ କରିପାରିବେ କରୋନା ଟେଷ୍ଟ

ଏଣିକି ‘କୋଭିସେଲ୍ଫ’ରେ ନିଜେ କରିପାରିବେ କରୋନା ଟେଷ୍ଟ

2021-05-20 17:08:15
15120
Share:
Facebook
Twitter
E-Mail
WhatsApp
Telegram
ଏଣିକି ‘କୋଭିସେଲ୍ଫ’ରେ ନିଜେ କରିପାରିବେ କରୋନା ଟେଷ୍ଟ

ଏବେ ଆପଣ ନିଜେ ସହଜରେ କରୋନା ଯାଞ୍ଚ କରି ପାରିବେ। ଘରେ କୋଭିଡ୍ ଯାଞ୍ଚ ପାଇଁ ପ୍ରଥମ ଟେଷ୍ଟିଂ କିଟ୍ କୋଭିସେଲ୍ଫ ଆଗାମୀ ସପ୍ତାହ ଶେଷ ସୁଦ୍ଧା ବଜାରରେ ଉପଲବ୍ଧ ହୋଇଯିବ। ପୁଣେର ମାୟ ଲ୍ୟାବ୍‌ ଡିସ୍କଭରୀ ସଲ୍ୟୁସନର ନିର୍ଦ୍ଦେଶକ ସୁଜିତ ଜୈନ ଗୁରୁବାର ଏହାର ସୂଚନା ଦେଇଛନ୍ତି। ଏହା ପ୍ରଥମ  ହୋମ ଟେଷ୍ଟିଂ କିଟ୍ ଯାହାକୁ ଦେଶରେ ବ୍ୟବହାର ପାଇଁ ଇଣ୍ଡିଆନ କାଉନସିଲ  ଅଫ ମେଡିକାଲ ରିସର୍ଚ୍ଚ(ଆଇସିଏମଆର) ମଞ୍ଜୁରୀ ଦେଇଛି। ଯେକୌଣସି ବ୍ୟକ୍ତି ଘରେ ସେମାନଙ୍କର କରୋନା ପରୀକ୍ଷା କରିବାକୁ ଏହି କିଟ୍ ବ୍ୟବହାର କରିପାରିବେ । 

ସାର୍କ-କୋଭ-୨ର ଉପସ୍ଥିତି ଜାଣିବା ପାଇଁ କୋଭିସେଲ୍ଫ ହେଉଛି ଏକ ରାପିଡ଼ ଆଣ୍ଟିଜେନ୍ ଟେଷ୍ଟ (ଆରଏଟି) । କୋଭିସେଲ୍ଫରେ କେବଳ ନାଜାଲ ନମୁନା ନେଇ କରୋନା ପରୀକ୍ଷା କରିହେବ । ଆଇସିଏମଆର କହିଛି ଯେ, ଆରଏଟି ଦ୍ୱାରା କେବଳ କରୋନା ଲକ୍ଷଣ ଥିବା ବ୍ୟକ୍ତି ବା କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ହିଁ ଘରେ ନିଜର ପରୀକ୍ଷା କରିପାରିବେ । 

ଉତ୍ପାଦକ ଦେଶରେ ୯୦ ପ୍ରତିଶତ ପିନ୍ କୋଡ୍ ଏରିଆ ପର୍ଯ୍ୟନ୍ତ ପହଞ୍ଚିବାକୁ ଲକ୍ଷ୍ୟ ରଖିଛନ୍ତି। ଏହାକୁ ଅନଲାଇନ୍‌ରେ ମଧ୍ୟ କିଣାଯାଇ ପାରିବ। ସୁଜିତ ଜୈନ କହିଛନ୍ତି, ଆଗାମୀ ସପ୍ତାହ ଶେଷ ସୁଦ୍ଧା ୭ ଲକ୍ଷ ଦୋକାନ ଏବଂ ଅନଲାଇନ୍ ଫାର୍ମାସୀଙ୍କ ପାଖରେ ଏହି କିଟ୍ ଉପଲବ୍ଧ  ହୋଇଯିବ। କିଟ୍‌ର ମୂଲ୍ୟ ୨୫୦ ଟଙ୍କା ରଖାଯାଇଛି। ଏଥିରେ ଟ୍ୟାକ୍ସ ମଧ୍ୟ ସାମିଲ। କିଟ୍ ସହିତ ଏକ ମାନୁଆଲ ରହିବ, ଯେଉଁଥିରେ ବିନା କୌଣସି ସ୍ଵାସ୍ଥ୍ୟକର୍ମୀଙ୍କ ସହାୟତାରେ ଆପଣ କେମିତି କରୋନା ଯାଞ୍ଚ କରି ପାରିବେ ତାର ସବିଶେଷ ସୂଚନା ଉଲ୍ଲେଖ ରହିବ। ରିପୋର୍ଟ ବହୁତ ଶୀଘ୍ର ଆସିଯିବ। ଯଦି ରିପୋର୍ଟ ୨୦ ମିନିଟ୍‌ ପରେ ଆସେ ତେବେ ଏହାକୁ ଅବୈଧ ଧରାଯିବ। 

କୋଭିସେଲ୍ଫ କିଟ୍ ଦ୍ୱାରା ନମୁନା ପରୀକ୍ଷା କରିବାକୁ ଡାକ୍ତରଙ୍କ କୌଣସି ପ୍ରେସକ୍ରିପସନର ଆବଶ୍ୟକ ନାହିଁ । ୧୮ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ନିଜର ନାଜାଲ ସ୍ୱାବ ଗ୍ରହଣ କରି ଏହି ପରୀକ୍ଷା କରିପାରିବେ ।  ଏହା ସହ ୧୮ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ୨ବର୍ଷରୁ ଅଧିକ ବୟସ୍କଙ୍କ ସ୍ୱାବ ନମୁନା ନେଇ କୋଭିସେଲ୍ଫ ଦ୍ୱାରା କରୋନା ପରୀକ୍ଷା କରିପାରିବେ ବୋଲି ଆଇସିଏମଆର କହିଛି । 

Powered by Froala Editor

Tags COVISELF 5

Related articles Odisha News Lens 4.1

  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ...
    ଦେଶ-ଦେଶାନ୍ତର

    ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ...

    14580
    Mar 17, 2026
  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ
    ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14621
    Mar 16, 2026
  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...

    15062
    Mar 16, 2026
  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    14129
    Mar 16, 2026
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...

    14874
    Mar 17, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ
    ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13771
    Mar 16, 2026
  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ
    ଦେଶ-ଦେଶାନ୍ତର

    ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13830
    Mar 17, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍
    ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14138
    Mar 16, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ
    ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13888
    Mar 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14621
    Mar 16, 2026
  • ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13771
    Mar 16, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ୧୯ ଭାରତୀୟ ଗିରଫ

    14874
    Mar 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17375
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17438
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17785
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16255
    Apr 03, 2021

ବିଶେଷ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13888
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13870
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14214
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13965
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14536
    Mar 11, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15683
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15145
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14995
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14505
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14621
    Mar 16, 2026
  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13830
    Mar 17, 2026
  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ କଲା ବିଜେପି

    15062
    Mar 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In