Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

ରାଜ୍ୟ
Home ›› ରାଜ୍ୟ ››ଫୁଲର ମହକରେ ମହକୁଛି ରାଜଭବନ ଉଦ୍ୟାନ

ଫୁଲର ମହକରେ ମହକୁଛି ରାଜଭବନ ଉଦ୍ୟାନ

2023-01-17 08:10:44
15494
Share:
Facebook
Twitter
E-Mail
WhatsApp
Telegram
ଫୁଲର ମହକରେ ମହକୁଛି ରାଜଭବନ ଉଦ୍ୟାନ

ଭୁବନେଶ୍ୱର : ଫୁଲ ଫୁଲ ଆଉ ଫୁଲ  । ଯେଉଁଆଡେ ଚାହିଁବେ ଖାଲି ରଙ୍ଗବେରଙ୍ଗର ଫୁଲ । ସର୍ବସାଧାରଣଙ୍କ ପାଇଁ ଖୋଲିଛି ରାଜଭବନ ।  ରଙ୍ଗବେରଙ୍ଗର ଫୁଲରେ ଝଲସୁଛି ପୁରା ରାଜଭବନ ଉଦ୍ୟାନ । ଲାଲଗୋଲାପଠୁ ଆରମ୍ଭ କରି ବିଭିନ୍ନ ରଙ୍ଗର ଗେଣ୍ଡୁ ଫୁଲ ସାଙ୍ଗକୁ ସେବତୀ, ଜିନିଆ ଏମିତି ଅନେକ ପ୍ରକାର ଫୁଲର ମହକରେ ମହକୁଛି ପୁରା ପରିବେଶ । ଏହି ମତମତାଣିଆ ପରିବେଶକୁ ଆହୁରି ମନମୁଗ୍ଧକର କରୁଛି ମ୍ୟୁଜିକାଲ ଫାଉଣ୍ଟେ । ଫୁଲ ବଗିଚାରେ ଜଳର ଫୁଆରରେ ବେଶ୍‌ ଆକର୍ଷିତ ହେଉଛନ୍ତି ଦର୍ଶକ । ଶୀତୁଆ ପରିବେଶ ସାଙ୍ଗକୁ ରଙ୍ଗୀନ ଫଳଲକୁ ଦେଖିବାକୁ ଦର୍ଶକଙ୍କ ଭିଡ ଲାଗିଛି ।

 
ଛୋଟ ଡାଲିଆ, କେଳି କୁସୁମ, ମିଶ୍ରିତ ସାଲଭିଆ, କେଲେଣ୍ଡୁଲା, ପିଟୁନିଆ, ଜିନିଆ ଫୁଲ ସହ ହରିଣ ପାର୍କ, ମୟୂର, ବତକ, କକ୍‌ଟେଲ ପକ୍ଷୀଘର, କୃତ୍ରିମ ଝରଣା ସହ ରଙ୍ଗ ବେରଙ୍ଗର ମାଛ ଏବଂ ବୋନସାଇ ପ୍ଲାଣ୍ଟ ଦର୍ଶକଙ୍କ ମନ ମୋହୁଛିି ।  ଏହା ସହିତ ଭାରତ ମାତାଙ୍କ ମୂର୍ତ୍ତି, ନୂତନଭାବେ ସା୍ଥପିତ ଶୀଲା ଉପବନ, ଗୋଲାପ ଉଦ୍ୟାନର ମନଭରି ମଜା ନେଉଛନ୍ତି ଦର୍ଶକ । ଫୁଲ ସହ ସେଲ୍ଫି ନେବା ସହ ଇନଷ୍ଟାଗ୍ରାମେ ରିଲ୍ସ ବନାଉଛନ୍ତି ଯୁବପିଢି । ସକାଳ ୧୦ରୁ ୨ଟା ପର୍ଯ୍ୟନ୍ତ ସ୍କୁଲ ପିଲାମାନଙ୍କ ପାଇଁ  ଓ ୨ଟାରୁ ୫ଟା ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲାଯାଉଛି ।

Powered by Froala Editor

Tags Rajbhawan

Related articles Odisha News Lens 4.1

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14634
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13441
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13548
    Oct 04, 2026
  • ଇପିଏଫ୍ଓ ବେତନ ସୀମା ବୃଦ୍ଧି :  କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...
    ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...

    13979
    Oct 03, 2026
  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13976
    Oct 03, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14984
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14516
    Oct 03, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13715
    Oct 03, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15131
    Oct 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13441
    Oct 04, 2026
  • ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14984
    Oct 04, 2026
  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14634
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17149
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17838
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17801
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18216
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15418
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14090
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15829
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15396
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14769
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13715
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15376
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14399
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13715
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13441
    Oct 04, 2026
  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି କମ୍ପାନି

    13979
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In