Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ...

  • ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ...

  • ଖାନ୍ ସାର୍‌ଙ୍କୁ ଆଗୁଆ ଜାମିନ ପ୍ରଦାନ କଲେ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ...

  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ...

  • ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ...

  • କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ...

  • ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ...

  • ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ

  • ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଫେବୃଆରୀ ୧୬ରେ ତ୍ରିପୁରା; ୨୭ରେ ମେଘାଳୟ ଓ ନାଗାଲ୍ୟାଣ୍ଡ ଭୋଟ

ଫେବୃଆରୀ ୧୬ରେ ତ୍ରିପୁରା; ୨୭ରେ ମେଘାଳୟ ଓ ନାଗାଲ୍ୟାଣ୍ଡ ଭୋଟ

2023-01-18 17:22:13
14875
Share:
Facebook
Twitter
E-Mail
WhatsApp
Telegram
ଫେବୃଆରୀ ୧୬ରେ ତ୍ରିପୁରା; ୨୭ରେ ମେଘାଳୟ ଓ ନାଗାଲ୍ୟାଣ୍ଡ ଭୋଟ

ଫେବୃଆରୀ ୧୬ ତାରିଖରେ ତ୍ରିପୁରାର ସମସ୍ତ ୬୦ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ଭୋଟିଂ ହେବ। ସେହିପରି ମେଘାଳୟ ଓ ନାଗାଲ୍ୟାଣ୍ଡ ବିଧାନସଭାର ସମସ୍ତ ୬୦ ଆସନ ପାଇଁ ଫେବୃଆରୀ ୨୭ରେ ମତଦାନ ଗ୍ରହଣ କରାଯିବ। ଦୁଇଟି ତାରିଖରେ ୩ଟି ରାଜ୍ୟର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଗୋଟିଏ ଦିନରେ ରେଜଲ୍ଟ ପ୍ରକାଶ ପାଇବ। ମାର୍ଚ୍ଚ ୨ ତାରିଖରେ ୩ ରାଜ୍ୟରେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ ବୋଲି ଶ୍ରୀ କୁମାର ସୂଚନା ଦେଇଛନ୍ତି।

ତ୍ରିପୁରା ପାଇଁ ଜାନୁଆରି ୨୧ରେ ବିଜ୍ଞପ୍ତି ପ୍ରକାଶ ପାଇବ ଓ ମନୋନୟନ ପତ୍ର ଦାଖଲର ଶେଷ ତାରିଖ ଜାନୁଆରି ୩୦ ତାରିଖ ଓ ମନୋନୟନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଫେବ୍ରୁଆରି ୨ । ସେହିପରି ନାଗାଲାଣ୍ଡ ଓ ମେଘାଳୟ ପାଇଁ ଜାନୁଆରି ୩୧ରେ ବିଜ୍ଞପ୍ତି ପ୍ରକାଶ ପାଇବ ଓ ମନୋନୟନ ପତ୍ର ଦାଖଲର ଶେଷ ତାରିଖ  ଫେବ୍ରୁଆରି  ୭ ତାରିଖ ଓ ମନୋନୟନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଫେବ୍ରୁଆରି ୧୦ । 

ଏହି ୩ଟି ରାଜ୍ୟରେ ମୋଟ ଭୋଟର ସଂଖ୍ୟା ୬୨.୮ ଲକ୍ଷ ଥିବାବେଳେ ସେମାନଙ୍କ ମଧ୍ୟରୁ ୩୧.୪୭ ଲକ୍ଷ ଭୋଟର ମହିଳା । ଏଥର ୧.୭୬ ଲକ୍ଷ ଭୋଟର ପ୍ରଥମ ଥର ପାଇଁ ନିର୍ବାଚନରେ ସାମିଲ ହେବେ ।

Powered by Froala Editor

Tags vote

Related articles Odisha News Lens 4.1

  • ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ମା’
    ଦେଶ-ଦେଶାନ୍ତର

    ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ମା’

    14597
    Jul 14, 2026
  • ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ
    ଦେଶ-ଦେଶାନ୍ତର

    ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ

    13882
    Jul 14, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ...

    15551
    Jul 14, 2026
  • ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ବେଡସିଟ୍ ଚୋରି
    ଦେଶ-ଦେଶାନ୍ତର

    ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ବେଡସିଟ୍ ଚୋରି

    14928
    Jul 14, 2026
  • ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ
    ଦେଶ-ଦେଶାନ୍ତର

    ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ

    15192
    Jul 14, 2026
  • ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ନିଷିଦ୍ଧ ପ୍ରସଙ୍ଗ: ହାଇକୋର୍ଟଙ୍କ ରାୟ ଉପରେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ନିଷିଦ୍ଧ ପ୍ରସଙ୍ଗ: ହାଇକୋର୍ଟଙ୍କ ରାୟ ଉପରେ ...

    15152
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ...
    ବାଣିଜ୍ୟ

    ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ...

    13488
    Jul 14, 2026
  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି
    ଦେଶ-ଦେଶାନ୍ତର

    ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    13940
    Jul 14, 2026
  • କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ବେପାରୀ
    ଦେଶ-ଦେଶାନ୍ତର

    କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ବେପାରୀ

    14593
    Jul 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ

    13882
    Jul 14, 2026
  • ଦେଶ-ଦେଶାନ୍ତର

    ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ବେଡସିଟ୍ ଚୋରି

    14928
    Jul 14, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ନିଷିଦ୍ଧ ପ୍ରସଙ୍ଗ: ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ଜାରି

    15152
    Jul 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16976
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17586
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17640
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18041
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14572
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14856
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15606
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15713
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15525
    Jul 05, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

ନୂଆଦିଲ୍ଲୀ: ଗ୍ରାହକମାନେ ଅଧିକରୁ ଅଧିକ ସୂର୍ଯ୍ୟ କିରଣ ଊଦ୍ଧ୍ୱର୍କୁ ଯାଇ ପାରମ୍ପରିକ ସୁରକ୍ଷା ଯୋଗାଇଦେଉଥିବା ତ୍ୱଚା ଯନôକାରୀ ଉତ୍ପାଦ ଆବଶ୍ୟକ କରୁଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବା ଏକ ଅ ...

  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13488
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14656
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15845
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15713
    Jun 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ

    15192
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13488
    Jul 14, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15551
    Jul 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In