Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

ରାଜ୍ୟ
Home ›› ରାଜ୍ୟ ››ହ୍ୟୁମାନ ସାଗର ଓ ଶ୍ରୀୟା ମିଶ୍ରଙ୍କୁ ଆଜି କାଉନସେଲିଂ କରିବ ପୋଲିସ

ହ୍ୟୁମାନ ସାଗର ଓ ଶ୍ରୀୟା ମିଶ୍ରଙ୍କୁ ଆଜି କାଉନସେଲିଂ କରିବ ପୋଲିସ

2023-01-19 04:48:43
14576
Share:
Facebook
Twitter
E-Mail
WhatsApp
Telegram
ହ୍ୟୁମାନ ସାଗର ଓ ଶ୍ରୀୟା ମିଶ୍ରଙ୍କୁ ଆଜି କାଉନସେଲିଂ କରିବ ପୋଲିସ

କଟକ: ପାରିବାରିକ ବିବାଦ ମାମଲାରେ ଆଜି ମହିଳା ଥାନାରେ ହାଜର ହେବେ ଓଲିଉଡର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ପତ୍ନୀ ଶ୍ରୀୟା ମିଶ୍ରଙ୍କ ଅଭିଯୋଗ ପରେ ଡାକିଛି ମହିଳା ଥାନା ପୋଲିସ । ଶ୍ରୀୟା ମିଶ୍ର ବି ଥାନାରେ ହାଜର ହେବେ । ଉଭୟଙ୍କ କାଉନସେଲିଂ ହେବ । ମହିଳା ଥାନା ପୋଲିସ ଘଟଣାର ତଦନ୍ତ କରୁଛି । ଏଯାଏ ପୋଲିସ କୌଣସି ମାମଲା ରୁଜୁ କରି ନାହିଁ । କାଉନସେଲିଂ ପାଇଁ ଦୁହିଁଙ୍କୁ ମହିଳା ଥାନାକୁ ଡକାଯାଇଛି ।

ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଆଧାରରେ ପ୍ରଥମେ ଶ୍ରୀୟାଙ୍କୁ ଡାକି ପଚରାଉଚରା କରିବ ପୋଲିସ । ପରେ ପକ୍ଷ ରଖିଲେ ହ୍ୟୁମାନ ସାଗର । ଏହାପରେ ଉଭୟଙ୍କୁ ଏକାଠି ବସାଇ ପଚରାଉଚରା କରିବ ମହିଳା ଥାନା ପୋଲିସ । ଗତକାଲି ହ୍ୟୁମାନଙ୍କ ପତ୍ନୀ କଟକ ଡିପସିିଙ୍କୁ ଭେଟିଥିଲେ । କିଛି ମାସ ହେବ ସ୍ୱାମୀ ତାଙ୍କୁ ଅବହେଳା କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଶ୍ରୀୟା ଅଭିଯୋଗ କରିଥିଲେ । ହ୍ୟୁମାନ ଓ ଶ୍ରୀୟା ପ୍ରତିଯୋଗୀ ଭାବେ ସଂଗୀତ ଭିତ୍ତିକ ରିଅଲିଟି ସୋରେ ଭଏସ ଅଫ ଓଡ଼ିଶା ସିଜନ-୨ରେ ଭାଗ ନେଇଥିଲେ । ସୋ ଚାଲିଥିବା ବେଳେ ଦୁହିଁଙ୍କ ମଧ୍ୟରେ ବନ୍ଧୁତା ସ୍ଥାପନ ହୋଇଥିଲା । ପରବର୍ତ୍ତୀ ସମୟରେ ବନ୍ଧୁତା ପ୍ରେମରେ ପରିଣତ ହୋଇଥିଲା । ସୋରେ ହ୍ୟୁମାନ ସାଗର ବିଜେତା ହୋଇଥିଲେ । ୨୦୧୭ ମସିହାରେ ଉଭୟ ବିବାହ କରିଥିଲେ । ଶ୍ରୀୟା ବାଲେଶ୍ୱର ବାସିନ୍ଦା ହୋଇଥିବା ବେଳେ ହ୍ୟୁମାନଙ୍କ ଘର ବଲାଙ୍ଗିରରେ । ଉଭୟ ଏକାଠି ଅନେକ ଗୀତ ଗାଇଛନ୍ତି । ଉଭୟଙ୍କ ଗୋଟିଏ ଝିଅ ଅଛି ।

Powered by Froala Editor

Tags Human sagar

Related articles Odisha News Lens 4.1

  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15768
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13511
    Mar 13, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14907
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15491
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13591
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13798
    Mar 12, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15583
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15017
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14103
    Mar 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15417
    Mar 12, 2026
  • ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15017
    Mar 12, 2026
  • ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13591
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17367
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17430
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17778
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16250
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13591
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14265
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15060
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14815
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15265
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15675
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15136
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14987
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14499
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14907
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13511
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13798
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In