Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଡିପ୍ରେସନ୍‌ରୁ ଆତ୍ମହତ୍ୟା କରିଦେଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦିଲ୍ଲୀରେ ପ୍ରବଳ ଶୀତ: ୧୨ବର୍ଷର ରେକର୍ଡ ଭାଙ୍ଗିଲା

ଦିଲ୍ଲୀରେ ପ୍ରବଳ ଶୀତ: ୧୨ବର୍ଷର ରେକର୍ଡ ଭାଙ୍ଗିଲା

2023-01-20 07:07:19
14124
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀରେ ପ୍ରବଳ ଶୀତ:  ୧୨ବର୍ଷର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ : ଦେଶର ବିଭିନ୍ନ ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ରାଜଧାନୀ ଦଲ୍ଲୀରେ ୧୨ବର୍ଷର ରେକର୍ଡ ଭାଙ୍ଗିଛି ଥଣ୍ଡା । କ୍ରମାଗତ ଭାବେ ୯ ଦିନ ହେଲା ଦିଲ୍ଲୀରେ ପ୍ରବଳ ଶୀତ ଲାଗି ରହିଛି । ଯାହାକି ଗତ ୧୨ବର୍ଷ ଭତିରେ ସବୁଠାରୁ ଅଧିକ ଥଣ୍ଡା ଦିନ । ଏହାପୁର୍ବରୁ ୨୦୨୦ ଜାନୁଆରୀରେ ଦିଲ୍ଲୀରେ ସର୍ବାଧିକ ୭ଦିନ ଧରି ଥଣ୍ଡା ଲାଗି ରହିଥିଲା ।


ଆଜି ଦିଲ୍ଲୀର ସର୍ବନିମ୍ନ ତାପମାତ୍ରା ୫.୬ଡିଗ୍ରୀ ସେଲସିୟସ ରହିଛି । ଯାହାକି ସ୍ୱାଭାବିକ ଠାରୁ  ୨ଡିଗ୍ରୀ କମ୍‌ । ଏହାପୂର୍ବରୁ ଦିଲ୍ଲୀର ତାପମାତ୍ରା ବୁଧବାର ୨.୬, ମଙ୍ଗଳବାର ୨.୪ ଏବଂ ସୋମବାର ୧.୪ଡିଗ୍ରୀ ସେଲସିୟସ ରହିଥିଲା । ସେହିଭଳି ରାଜଧାନୀରେ ଲଗାତାର ଭାବେ୫୦ଘଣ୍ଟା ଧରି ଘନ କୁହୁଡି ଲାଗି ରହିବା ୨୦୧୯ ପରେ ସର୍ବାଧିକ । ସେପଟେ ଭାରତୀୟ ପାଣିପାଗ ବିଭାଗ କହିଛି ଯେ ଆଗାମୀ ୨୩-୨୪ ତାରିଖରେ ଉତ୍ତର ଭାରତରେ ପଶ୍ଚିମାବାୟୁ ସକ୍ରିୟ ହେବ । ଫଳରେ ଜମ୍ମୁ-କାଶ୍ମୀର, ହିମାଚଳ, ଲଦାଖ ଓ ଉତ୍ତରାଖଣ୍ଡରେ ବର୍ଷା ସହ ବରଫପାତ ହେବ ।

Powered by Froala Editor

Tags Winter

Related articles Odisha News Lens 4.1

  • ଗୁଡ଼ ସେବନ କରିବା ସ୍ବାସ୍ଥ୍ୟ ପାଇଁ ନିହାତି ଜରୁରୀ
    ବିଶେଷ

    ଗୁଡ଼ ସେବନ କରିବା ସ୍ବାସ୍ଥ୍ୟ ପାଇଁ ନିହାତି ଜରୁରୀ

    14394
    Jul 15, 2025
  • କଶ୍ୟପଙ୍କଠାରୁ ଅଲଗା ହେବେ ସାଇନା
    ଦେଶ-ଦେଶାନ୍ତର

    କଶ୍ୟପଙ୍କଠାରୁ ଅଲଗା ହେବେ ସାଇନା

    14481
    Jul 14, 2025
  • ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ

    15798
    Jul 14, 2025
  • ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ
    ଦେଶ-ଦେଶାନ୍ତର

    ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ

    13798
    Jul 15, 2025
  • ଖାଦ୍ୟ ପ୍ୟାକେଟରେ ଲାଗିବ ସୂଚନା : ଅଧିକ ଚିନି, ତେଲ ଜାତୀୟ ଖାଦ୍ୟ ଖାଉଥିଲେ ସାବଧାନ !
    ଦେଶ-ଦେଶାନ୍ତର

    ଖାଦ୍ୟ ପ୍ୟାକେଟରେ ଲାଗିବ ସୂଚନା : ଅଧିକ ଚିନି, ତେଲ ଜାତୀୟ ଖାଦ୍ୟ ଖାଉଥିଲେ ସାବଧାନ !

    14704
    Jul 14, 2025
  • ପାର୍ଟିକୁ ଯାଇଥିଲେ, କୂଅରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ମୃତଦେହ
    ଦେଶ-ଦେଶାନ୍ତର

    ପାର୍ଟିକୁ ଯାଇଥିଲେ, କୂଅରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ମୃତଦେହ

    13945
    Jul 15, 2025
  • ଶେଷ ମୁହୂର୍ତ୍ତରେ ମିଳିଲା ନୂଆ ଜୀବନ, ନିମିଶାଙ୍କ ଫାଶୀ ସ୍ଥଗିତ
    ଦେଶ-ଦେଶାନ୍ତର

    ଶେଷ ମୁହୂର୍ତ୍ତରେ ମିଳିଲା ନୂଆ ଜୀବନ, ନିମିଶାଙ୍କ ଫାଶୀ ସ୍ଥଗିତ

    14366
    Jul 15, 2025
  • ଡିପ୍ରେସନ୍‌ରୁ ଆତ୍ମହତ୍ୟା କରିଦେଲେ ପୂର୍ବତମ ମିସ୍ ପଡୁଚେରୀ
    ଦେଶ-ଦେଶାନ୍ତର

    ଡିପ୍ରେସନ୍‌ରୁ ଆତ୍ମହତ୍ୟା କରିଦେଲେ ପୂର୍ବତମ ମିସ୍ ପଡୁଚେରୀ

    13685
    Jul 15, 2025
  • ସାଇନା ଓ କାଶ୍ୟପ ମଧ୍ୟରେ ବିବାହ ବିଚ୍ଛେଦ
    ଦେଶ-ଦେଶାନ୍ତର

    ସାଇନା ଓ କାଶ୍ୟପ ମଧ୍ୟରେ ବିବାହ ବିଚ୍ଛେଦ

    13947
    Jul 15, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାଇନା ଓ କାଶ୍ୟପ ମଧ୍ୟରେ ବିବାହ ବିଚ୍ଛେଦ

    13947
    Jul 15, 2025
  • ଦେଶ-ଦେଶାନ୍ତର

    ପାର୍ଟିକୁ ଯାଇଥିଲେ, କୂଅରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ମୃତଦେହ

    13945
    Jul 15, 2025
  • ଦେଶ-ଦେଶାନ୍ତର

    କଶ୍ୟପଙ୍କଠାରୁ ଅଲଗା ହେବେ ସାଇନା

    14481
    Jul 14, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16623
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16738
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17051
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15541
    Apr 03, 2021

ବିଶେଷ

  • ଗୁଡ଼ ସେବନ କରିବା ସ୍ବାସ୍ଥ୍ୟ ପାଇଁ ନିହାତି ଜରୁରୀ

    14394
    Jul 15, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14538
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    15048
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15914
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14903
    Jul 11, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15879
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16415
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14061
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15582
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖାଦ୍ୟ ପ୍ୟାକେଟରେ ଲାଗିବ ସୂଚନା : ଅଧିକ ଚିନି, ତେଲ ଜାତୀୟ ଖାଦ୍ୟ ଖାଉଥିଲେ ସାବଧାନ !

    14704
    Jul 14, 2025
  • ଗୁଡ଼ ସେବନ କରିବା ସ୍ବାସ୍ଥ୍ୟ ପାଇଁ ନିହାତି ଜରୁରୀ

    14394
    Jul 15, 2025
  • ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ

    15798
    Jul 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In