Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ...

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ...

  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ...

  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ...

  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ...

  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ...

ବିଶେଷ
Home ›› ବିଶେଷ ›› ଟ୍ରେଣ୍ଡରେ ଷ୍ଟାଇଲିଶ ଶାଲ୍

ଟ୍ରେଣ୍ଡରେ ଷ୍ଟାଇଲିଶ ଶାଲ୍

2023-01-21 04:42:35
14592
Share:
Facebook
Twitter
E-Mail
WhatsApp
Telegram
 ଟ୍ରେଣ୍ଡରେ ଷ୍ଟାଇଲିଶ ଶାଲ୍

ଥଣ୍ଡା ପ୍ରକୋପରୁ ରକ୍ଷା ପାଇଁ ଶୀତଦିନେ ଅଧିକାଂଶ ମହିଳା ଶାଲ୍‌ ବ୍ୟବହାର କରିଥାନ୍ତି। ତେବେ କେବଳ ଶୀତବସ୍ତ୍ର ଭାବେ ନୁହେଁ ବରଂ କୌଣସି ଟ୍ରିପ୍‌, ହ୍ୟାଙ୍ଗ୍‌ ଆଉଟ୍‌ ହେଉ କି ଓ୍ବଣ୍ଟର ଫଟୋଶୁଟ୍‌ ପାଇଁ ମଧ୍ୟ ଭଳିକି ଭଳି ଶାଲ୍‌ର ବଢୁଛି ଡିମାଣ୍ଡ…

- ହ୍ୟାଙ୍ଗଆଉଟ୍‌ରେ ଯାଉଥିଲେ ଫ୍ଲୋରାଲ୍‌ ଶାଲ୍‌ କ୍ୟାରି କରନ୍ତୁ। ବ୍ରାଇଟ୍‌ କଲର ଏବଂ ଫ୍ଲୋରାଲ୍‌ ପ୍ରିଣ୍ଟ୍‌ ଥିବା ଏହି ଶାଲ୍‌କୁ ଜିନ୍ସ କିମ୍ବା କୁର୍ତ୍ତି ସହ ଟିମ୍‌ଅପ୍‌ କରି ପିନ୍ଧିପାରିବେ। ଏହା ଦେଖିବାକୁ କଲର୍‌ଫୁଲ୍‌ ହୋଇଥିବାରୁ ଏଥିରେ ଫଟୋଶୁଟ୍‌ କଲେ ସୁନ୍ଦର ଲାଗିବେ।

- ପଶ୍‌ମିନା ଶାଲ୍‌ ଦେଖିବାକୁ ବହୁତ ସୁନ୍ଦର। ଏଥିରେ ହୋଇଥିବା ଫ୍ଲୋରାଲ୍‌ ଆର୍ଟ ଯୋଗୁ ଶାଲ୍‌ଟି ଆକର୍ଷଣୀୟ ଦେଖାଯାଏ। ଏହି ଶାଲ୍‌ର ବିଭିନ୍ନ ଭେରାଇଟି ଓ ଡିଜାଇନ୍‌ ମାର୍କେଟ୍‌ରେ ଉପଲବ୍ଧ। ଶାଲଓ୍ବାର୍‌ ସୁଟ୍‌ରେ ଏହି ଶାଲ୍‌କୁ କ୍ୟାରି କରିପାରିବେ।

- କଶ୍ମରୀ ଶାଲ୍‌ର ବର୍ଡର ହିଁ ତାକୁ ଆଟ୍ରାକ୍ଟିଭ୍‌ କରିଥାଏ। ଏହାକୁ ଯେକୌଣସି ଏଥିନିକ୍‌ ଡ୍ରେସ୍‌ ସହ ଟିମ୍‌ଅପ୍‌ କରିପାରିବେ। ଖାସ୍‌ କରି ଶାଢ଼ି ସହ କ୍ୟାରି କରନ୍ତୁ କ୍ଲାସି ଲୁକ୍‌ ପାଇବେ।

- ସମସ୍ତେ ଲାଟେଷ୍ଟ ଫ୍ୟାଶନ୍‌ର ସବୁ କ୍ୟାରି କରିବାକୁ ପସନ୍ଦ କରନ୍ତି। ଷ୍ଟ୍ରିପ୍‌ ଡିଜାଇନ୍‌ ସବୁବେଳେ ଆପଣଙ୍କ ଫ୍ୟାଶନ୍‌ ଲିଷ୍ଟ୍‌ରେ ରହୁଥିବ। ତେବେ ଷ୍ଟ୍ରିପ୍‌ର ଶାଲ୍‌ ଥରେ ଟ୍ରାଏ କରନ୍ତୁ। ମାକେର୍ଟରେ ଏହାର ଅନେକ ଭେରାଇଟି ଆପଣଙ୍କୁ ମିଳିଯିବ। ଏହି ଶାଲ୍‌କୁ ଜିନ୍ସ ସହ କ୍ୟାରି କରନ୍ତୁ ଷ୍ଟାଇଲିଶ୍‌ ଦେଖାଯିବେ।

- ବେଲ୍ଟ ସବୁ ଆଉଟ୍‌ପିଟ୍‌ରେ ୟୁନିକ୍‌ ଲୁକ୍‌ ଦେଇଥାଏ। ତେବେ ଶାଲ୍‌ରେ ବେଲ୍ଟ ବ୍ୟବହାର କରି ଡିଫରେଣ୍ଟ ଲୁକ୍‌ ପାଇପାରିବେ। ଯେକୌଣସି ଓ୍ବେଷ୍ଟର୍ନ କିମ୍ବା ଟ୍ରାଡିସନାଲ୍‌ ଡ୍ରେସ୍‌ରେ ଶାଲ୍‌ କ୍ୟାରି କରୁଥିବାବେଳେ ବେଲ୍ଟ ମଧ୍ୟ ଟିମ୍‌ଅପ୍‌ କରନ୍ତୁ। ଶାଲ୍‌କୁ କହୁଣି ଯାଏଁ ରଖି ନିଜ ଫେଭରେଟ୍‌ ବେଲ୍ଟ ବାନ୍ଧି ନିଅନ୍ତୁ, ଦେଖିବେ ଟ୍ରେଣ୍ଡି ଲାଗିବେ।

- ବର୍ତ୍ତମାନ ପୋଞ୍ଚ ଷ୍ଟାଇଲ୍‌ ଟ୍ରେଣ୍ଡରେ ଅଛି। ଶାଲ୍‌ରେ ମଧ୍ୟ ପୋଞ୍ଚ ଷ୍ଟାଇଲ୍‌ କରି ଷ୍ଟାଇଲିଶ୍‌ ଲୁକ୍‌ ପାଇପାରିବେ। ଏହି ଷ୍ଟାଇଲରେ ଶାଲ୍‌କୁ ଘୋଡ଼େଇ ଆଗ ପଟରୁ ସେପ୍ଟିପିନ୍‌ ଲଗାନ୍ତୁ।

- ଶାର୍ଟ ଭଳି ଶାଲ୍‌ର ଦୁଇ ପଟକୁ ଯୋଡିବା ପାଇଁ ବହୁ ପିନ୍‌ ବ୍ୟବହାର କରନ୍ତୁ। ଏହି ଷ୍ଟାଇଲ୍‌କୁ ଆପଣ ଓ୍ବେଷ୍ଟର୍ନ ଆଉଟ୍‌ଫିଟ୍‌ ସହ କ୍ୟାରି କରନ୍ତୁ ଷ୍ଟାଇଲିଶ୍‌ ଲାଗିବେ।

- ଶାଲ୍‌କୁ ଆପଣ ସ୍ରଗ୍‌ ଭାବରେ ମଧ୍ୟ ବ୍ୟବହାର କରିପାରିବେ। ସ୍ରଗ୍‌ ପିନ୍ଧିବା ଷ୍ଟାଇଲ୍‌ ଯାହା କେବେ ବି ଆଉଟ୍‌ ଅଫ୍‌ ଫ୍ୟାଶନ ହୁଏ ନାହିଁ। ତେଣୁ ଏହାକୁ ଟ୍ରାଏ କରି ଆପଣ ଷ୍ଟାଇଲିଶ୍‌ ଦେଖାଯିବେ।

Powered by Froala Editor

Tags Stylish look

Related articles Odisha News Lens 4.1

  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍
    ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15235
    Aug 19, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13827
    Aug 19, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14776
    Aug 19, 2026
  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    14111
    Aug 19, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13724
    Aug 19, 2026
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...
    ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...

    14572
    Aug 19, 2026
  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    15029
    Aug 19, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15517
    Aug 19, 2026
  •  ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...
    ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...

    13980
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13827
    Aug 19, 2026
  • ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ଖଡ୍‌ଗେ

    14572
    Aug 19, 2026
  • ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13724
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17041
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17659
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17710
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18109
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15883
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13853
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14882
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14656
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14493
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13995
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14259
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14377
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15275
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    14111
    Aug 19, 2026
  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15371
    Aug 19, 2026
  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ସ୍ଥାନରେ ଇଡି ଚଢ଼ଉ

    13980
    Aug 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In