Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

Home ›› ››ଇନଡାଇଜେସନ ଠାରୁ କେମିତି ପାଇବେ ରକ୍ଷା ଜାଣନ୍ତୁ.....

ଇନଡାଇଜେସନ ଠାରୁ କେମିତି ପାଇବେ ରକ୍ଷା ଜାଣନ୍ତୁ.....

2023-01-22 04:45:36
16278
Share:
Facebook
Twitter
E-Mail
WhatsApp
Telegram
ଇନଡାଇଜେସନ ଠାରୁ କେମିତି ପାଇବେ ରକ୍ଷା ଜାଣନ୍ତୁ.....

ବର୍ତ୍ତମାନର ଲୋକଙ୍କ ଲାଇଫଷ୍ଟାଇଲ ଖାଦ୍ୟପେୟର ଅଭ୍ୟାସ ପୂରା ପୁରି ବିଗିଡିଗଲାଣି। ପ୍ରାୟତଃ ଲୋକମାନେ ଏହି କଥାର ଧ୍ୟାନ ରଖନ୍ତିନାହିଁ ଯେ ତାଙ୍କ ପାଇଁ କେଉଁ ଡାଏଟ୍‌ ହେଲଦି ରହିବ ଏବଂ କେଉଁଟା ଅନହେଲଦି। ଯେତେବେଳେ ଆପଣ ନିଜର ଦୈନ୍ୟନ୍ଦିନ ଜୀବ ରେ କୌଣସି ପାର୍ଟିରେ ଅଏଲୀ ଫୁଡ ଖାଇଦିଅନ୍ତି ତ ପେଟ ଗଡବଡ ହୋଇଯାଏ। ସାଧାରଣତଃ କବ୍ଜ, ଗ୍ୟାସ୍‌, ଏସିଡିଟୀ ଏବଂ ବ୍ଲଟିଙ୍ଗ କାରଣରୁ ବହୁତ ପ୍ରକାର ସମସ୍ୟାକୁ ସାମ୍ନା କରିବାକୁ ପଡିଥାଏ। ଯାହାଦ୍ୱାରା ଡେଲି ଲାଇଫର ନର୍ମାଲ ଆକ୍ଟିଭିଟିଜ୍‌ ପ୍ରଭାବିତ ହୋଇଥାଏ। ତାହେଲେ ଆସନ୍ତୁ ଜାଣିବା ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା କରିବେ ଏବଂ ଏଥିପାଇଁ କେଉଁ ଖାଦ୍ୟ ଖାଇବେ ଓ କେମିତି ନିଜର ଯତ୍ନ ନେବେ।

ପାଣି ପିଅନ୍ତୁ
ଖାଦ୍ୟ ଖାଇବାର କିଛି ସମୟ ପୂର୍ବରୁ ଆପଣଙ୍କୁ ପାଣି ପିଇବା ବହୁତ ଜରୁରୀ ହୋଇଥାଏ। ଯଦିଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସବୁବେଳେ ହାଇଡ୍ରେଟ ରହିବାକୁ ପରାମର୍ଶ ଦିଆଯାଏ। କାହିଁକିନା ଏମିତିରେ ଡାଇଜେସନ୍‌ ସମେତ ବଡି ଫଙ୍କସନ୍‌ ସଠିକ୍‌ ଢ଼ଙ୍ଗରେ ହୁଏ। ଆପଣଙ୍କୁ ଦିନସାରାରେ ଅତିକମରେ ୮ ରୁ ୧୦ ଗ୍ଲାସ ପାଣି ପିଇବା ଜରୁରୀ। ନଚେତ କିଛି ଏମିତି ଫୁଡ୍‌ ଆଇଟମ୍‌ ଖାଆନ୍ତୁ ଯେଉଁଥିରେ ଓ୍ଵାଟର କଣ୍ଟେଣ୍ଟ ଅଧିକ ଥିବ।

ଅଦା ଖାଆନ୍ତୁ
ନିଜ ଡେଲି ଡାଏଟରେ ଯଦି ଆପଣ ସିମିତ ମାତ୍ରାରେ ଅଦାକୁ ସାମିଲ କରିବେ ତାହେଲେ କବ୍ଜ ଏବଂ ଅପଚ ସମସ୍ୟା ଦୂରେଇ ରହିବ। ଏହାକୁ ସେବନ କରିବା ଦ୍ୱାରା ପାଚନ ତନ୍ତ୍ର ମଜବୁତ ହୋଇଥାଏ ଏବଂ ଶରୀରର ରୋଗ ମଧ୍ୟ ଦୂର ହୋଇପାରେ। ଆପଣ କଞ୍ଚା ଅଦାକୁ ଚୋବାଇ ଖାଆନ୍ତୁ, ଅଦାର ପାଣି ଏବଂ ଜିଞ୍ଜର କ୍ୟାଣ୍ଡିଂର ସେବନ କରନ୍ତୁ ଦେଖିବେ ଆରାମ ମିଳିବ।

ଦହି ଖାଆନ୍ତୁ
ଆମମାନଙ୍କୁ ଦହିର ସେବନ ନିଶ୍ଚୟ କରିବା ଉଚିତ। ଏହା ଏକ ପ୍ରୋବାୟୋଟିକ ଫୁଡ ଅଟେ। ଯେଉଁଥିରେ ଭରପୂର ମାତ୍ରାରେ ଗୁଡ୍‌ ବ୍ୟାକ୍ଟେରିଆଜ୍‌ ମିଳିଥାଏ, ଯାହା ହଜମ ପ୍ରକ୍ରୀୟାକୁ ସଠିକ କରିବା କାମ କରିଥାଏ ଏବଂ ତାକୁ ସହଜ କରିଥାଏ। ଯେହେତୁ ଏହାର ଗୁଣ ଥଣ୍ଡା, ଏଥିପାଇଁ ଏହା ପେଟକୁ ଥଣ୍ଡା ରଖିଥାଏ ଏବଂ ଭୋଜନକୁ ଜଲଦି ପଚାଇଥାଏ। ଆପଣ ପ୍ରତ୍ୟେକ ମିଲ୍‌ ଖାଇବା ପରେ ଏହାକୁ ଖାଇପାରିବେ।

ଓ୍ଵାକ୍‌ କରନ୍ତୁ
ଅନେକ ଲୋକଙ୍କର ଅଭ୍ୟାସ ଥାଏ ଯେ ସେମାନେ ଖାଦ୍ୟ ଖାଇବାର ତୁରନ୍ତ ପରେ ବିଛଣାକୁ ପଳାନ୍ତି। ଯଦି ଆପଣ ଏପରି କରୁଛନ୍ତି ତାହେଲେ ଜମା ବି କରନ୍ତୁନାହିଁ। ଭୋଜନ କରିବା ପରେ ୧୦ ରୁ ୧୫ ମିନିଟ ପର୍ଯ୍ୟନ୍ତ ନିଶ୍ଚୟ ଚାଲନ୍ତୁ। ଏହାଦ୍ୱାରା ଖାଦ୍ୟ ହଜମ ହେବାରେ ସାହାଯ୍ୟ ମିଳିଥାଏ ଏବଂ ତାପରେ ଗ୍ୟାସ କିମ୍ବା କବ୍ଜ ଭଳି ସମସ୍ୟା ଆପଣଙ୍କ ପାଖ ମାଡିନଥାଏ।

Powered by Froala Editor

Tags Before food

Related articles Odisha News Lens 4.1

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14860
    May 16, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13432
    May 17, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14682
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15355
    May 17, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15504
    May 17, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13546
    May 17, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13891
    May 16, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14612
    May 16, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14816
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14682
    May 17, 2026
  • ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13546
    May 17, 2026
  • ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15355
    May 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17479
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17529
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17915
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16363
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15008
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14813
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15313
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16040
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16210
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15404
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15143
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15635
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13963
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13432
    May 17, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15008
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14816
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In