Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ...

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ...

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ...

  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ...

  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ ...

ରାଜ୍ୟ
Home ›› ରାଜ୍ୟ ››ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଥିବା ସମସ୍ତ ଓଡ଼ିଆଙ୍କ ପାଇଁ ଓଡ଼ିଶାବାସୀ ଗର୍ବିତ: ଧର୍ମେନ୍ଦ୍ର

ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଥିବା ସମସ୍ତ ଓଡ଼ିଆଙ୍କ ପାଇଁ ଓଡ଼ିଶାବାସୀ ଗର୍ବିତ: ଧର୍ମେନ୍ଦ୍ର

2023-01-26 07:07:20
14588
Share:
Facebook
Twitter
E-Mail
WhatsApp
Telegram
ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଥିବା ସମସ୍ତ ଓଡ଼ିଆଙ୍କ ପାଇଁ ଓଡ଼ିଶାବାସୀ ଗର୍ବିତ: ଧର୍ମେନ୍ଦ୍ର

ଭୁବନେଶ୍ବର : ପଦ୍ମ ପୁରସ୍କାର ପାଇଁ ମନୋନୀତ ୪ ଜଣ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ବିଟ୍‌ କରି ସେ କହିଛନ୍ତି ଯେ ଓଡ଼ିଶାର ପ୍ରତିଭାସମ୍ପନ୍ନ ବ୍ୟକ୍ତିବିଶେଷଙ୍କୁ ସମ୍ମାନଜନକ ପଦ୍ମ ପୁରସ୍କାର ପାଇଁ ମନୋନୀତ କରି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହ ମନ୍ତ୍ରୀ ଜାତୀୟ ସ୍ତରରେ ଓଡ଼ିଶାର ପ୍ରତିଭାଙ୍କୁ ସର୍ବୋତ୍କୃଷ୍ଟ ସମ୍ମାନ ଦେଇଛନ୍ତି। ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଥିବା ସମସ୍ତ ଓଡ଼ିଆଙ୍କ ପାଇଁ ଓଡ଼ିଶାବାସୀ ଗର୍ବିତ। ପଦ୍ମ ପୁରସ୍କାର ଆଜି ତୃଣମୂଳ ସ୍ତରରେ ଅସାଧାରଣ କାର୍ୟ୍ୟ କରିଥିବା ଯୋଗ୍ୟ ବ୍ୟକ୍ତିଙ୍କ ଅବଦାନକୁ ମାନ୍ୟତା ଦେଉଛି। ଦେଶବାସୀ ସେମାନଙ୍କ ସଫଳତାକୁ ମର୍ମେ ମର୍ମେ ଅନୁଭବ କରିବା ସହ ପ୍ରଶଂସା କରୁଛନ୍ତି।

ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାରୁ ୪ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ କଳା କ୍ଷେତ୍ରରେ କଣ୍ଢେଇ ନୃତ୍ୟ ଗୁରୁ ମାଗୁଣି ଚରଣ କୁଅଁର ଓ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ୍, ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଅନ୍ତର୍ୟ୍ୟାମୀ ମିଶ୍ର ଏବଂ କୃଷି କ୍ଷେତ୍ରରେ ପଟାୟତ ସାହୁ। ଆସନ୍ତା ମାର୍ଚ୍ଚ/ଏପ୍ରିଲ୍ ମାସରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିବେ। ସୂଚନାଯୋଗ୍ୟ ଯେ ଗତ ଦୁଇ ବର୍ଷ ହେଲା ୭ ଜଣ ଲେଖାଏ ଓଡ଼ିଆ ପଦ୍ମ ସମ୍ମାନ ପାଉଥିଲେ।

Powered by Froala Editor

Tags Dharmendra pradhan

Related articles Odisha News Lens 4.1

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13366
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି
    ବାଣିଜ୍ୟ

    ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15193
    Mar 22, 2026
  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15004
    Mar 22, 2026
  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ
    ଦେଶ-ଦେଶାନ୍ତର

    ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ

    14168
    Mar 21, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ
    ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15028
    Mar 22, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15296
    Mar 22, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା
    ବାଣିଜ୍ୟ

    ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14677
    Mar 22, 2026
  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14020
    Mar 21, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ
    ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13334
    Mar 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14020
    Mar 21, 2026
  • ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13366
    Mar 22, 2026
  • ବାଣିଜ୍ୟ

    ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15193
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17445
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13334
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14891
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15551
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15458
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14187
    Mar 17, 2026

ବାଣିଜ୍ୟ

ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15193
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13792
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15696
    Feb 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14020
    Mar 21, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15296
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15028
    Mar 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In