Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖାଦ୍ୟ, ପେଟ୍ରୋଲ ପରେ ମହଙ୍ଗା ହେବ କପଡ଼ା

  • ୯ ଜଣ ପୋଲିସ କର୍ମଚାରୀଙ୍କୁ ମୃତ୍ୟୁଦଣ୍ଡ

  • ‘ଭାରତୀୟ ରାଷ୍ଟ୍ରବାଦୀ ପାର୍ଟି’ରେ ନବଜୋତ ...

  • ପାରିବାରିକ କଳହରୁ ଆତ୍ମହତ୍ୟା କଲେ ...

  • ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ ...

  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

  • ଏହି ଦୁଇ କଲେଜକୁ ବୋମା ଧମକ

  • ନେପାଳରେ ଶନିବାର ଓ ରବିବାର ବନ୍ଦ ରହିବ ...

  • ରାଜ୍ୟସଭାରେ ଓଡ଼ିଶାର ୩ ସାଂସଦ ନେଲେ ଶପଥ

  • ସୁରକ୍ଷା ପାଇଁ ସୀମାରେ ଛଡା ହେବେ ବିଷାକ୍ତ ...

Home ›› ››ପୁଣି ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ୧୧ ମୃତ

ପୁଣି ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ୧୧ ମୃତ

2023-01-27 04:37:15
14299
Share:
Facebook
Twitter
E-Mail
WhatsApp
Telegram
ପୁଣି ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ୧୧ ମୃତ

କିଭ୍‌:  ପୁଣି ୟୁକ୍ରେନ ଉପରେ ରୁଷିଆ ଘନଘନ ଆକ୍ରମଣ କରିଛି । ଫଳରେ ଆକ୍ରମଣ ଯୋଗୁଁ ୧୧ଜଣଙ୍କ ମୃତ୍ୟୁ ହୋଇଛି । ୟୁକ୍ରେନ୍‌ ଉପରେ କ୍ଷେପଣାସ୍ତ୍ର ସହ ଡ୍ରୋନ୍‌ରେ ଆକ୍ରମଣ କରିଛି ରୁଷ । ଏହି ଆକ୍ରମଣରେ ୟୁକ୍ରେନର ୩୫ରୁ ଅଧିକ କୋଠା ଭୁଶୁଡ଼ିପଡ଼ିଛି । 
ରୁଷର ଏହି ଆକ୍ରମଣରେ ୟୁକ୍ରେନର ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ରୁଷର ୨୪ଟି ଡ୍ରୋନ୍‌ ସହ ୪୭ଟି ମିସାଇଲ ମାଡ଼ ହୋଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । ଘଟଣାକୁ ନେଇ ୟୁକ୍ରେନର ଜରୁରୀକାଳୀନ ସେବା ମୁଖପାତ୍ର ଓଲେକ୍ସଚାନ୍ଦ ଖୋରୁଞ୍ଜି ପ୍ରତିକ୍ରିୟା ରଖିଛନ୍ତି । ସେ ତାଙ୍କ ବିବୃତ୍ତିରେ ୟୁକ୍ରେନରେ ଅଧିକ ଘର ନଷ୍ଟ ହୋଇଥିବା ସୂଚନା ଦେଇଛନ୍ତି । ସେ ଆହୁରି କହିଛନ୍ତି, ୧୧ ଜଣଙ୍କ ମୃତ୍ୟୁ ହୋଇଛି । ତାହା ସହ ଘଟଣାସ୍ଥଳରେ ୧୦୦ରୁ ଅଧିକ ଉଦ୍ଧାରକାରୀ ନିୟୋଜିତ ରହିଥିବା ସୂଚନା ଦେଇଛନ୍ତି ।
ସେପଟେ ଏହି ଘଟଣାକୁ ନେଇ ଆମେରିକା କଡ଼ା ନିନ୍ଦା କରିଛି । ଆମେରିକାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ରୁଷର ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଥିବା ବେଳେ ଆହତ ଓ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଯାଇଛି । ଆମେରିକା ବୈଦେଶିକ ବିଭାଗ ଡେପୁଟି ମୁଖପାତ୍ର ବେଦାନ୍ତ ପଟେଲ କହିଛନ୍ତି ଘଟଣାକୁ ମୁଁ କଡ଼ା ନିନ୍ଦା କରୁଛି । ଆମେରିକା ପକ୍ଷରୁ ୟୁକ୍ରେନରେ ମୃତ୍ୟୁବରଣ କରିଥିବା ସମସ୍ତ ଲୋକ ପରିବାରଙ୍କୁ ସମବେଦନା ଜଣାଉଛି ।

Powered by Froala Editor

Tags Missle attack

Related articles Odisha News Lens 4.1

  • ‘ଭାରତୀୟ ରାଷ୍ଟ୍ରବାଦୀ ପାର୍ଟି’ରେ ନବଜୋତ କୌର ସିଦ୍ଧୁ
    ଦେଶ-ଦେଶାନ୍ତର

    ‘ଭାରତୀୟ ରାଷ୍ଟ୍ରବାଦୀ ପାର୍ଟି’ରେ ନବଜୋତ କୌର ସିଦ୍ଧୁ

    14082
    Apr 07, 2026
  • ଏହି ଦୁଇ କଲେଜକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଏହି ଦୁଇ କଲେଜକୁ ବୋମା ଧମକ

    15344
    Apr 06, 2026
  • ସୁରକ୍ଷା ପାଇଁ ସୀମାରେ ଛଡା ହେବେ ବିଷାକ୍ତ ସାପ, ବିଛା ଓ କୁମ୍ଭୀର
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ସୀମାରେ ଛଡା ହେବେ ବିଷାକ୍ତ ସାପ, ବିଛା ଓ କୁମ୍ଭୀର

    13490
    Apr 06, 2026
  • ନେପାଳରେ ଶନିବାର ଓ ରବିବାର ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ
    ଦେଶ-ଦେଶାନ୍ତର

    ନେପାଳରେ ଶନିବାର ଓ ରବିବାର ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ

    14082
    Apr 06, 2026
  • ୯ ଜଣ ପୋଲିସ କର୍ମଚାରୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ୯ ଜଣ ପୋଲିସ କର୍ମଚାରୀଙ୍କୁ ମୃତ୍ୟୁଦଣ୍ଡ

    13731
    Apr 07, 2026
  • ଖାଦ୍ୟ, ପେଟ୍ରୋଲ ପରେ ମହଙ୍ଗା ହେବ କପଡ଼ା
    ଦେଶ-ଦେଶାନ୍ତର

    ଖାଦ୍ୟ, ପେଟ୍ରୋଲ ପରେ ମହଙ୍ଗା ହେବ କପଡ଼ା

    14401
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ
    ବିଶେଷ

    ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15274
    Apr 06, 2026
  • ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ କରିଦେବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ କରିଦେବ: ଟ୍ରମ୍ପ

    13591
    Apr 07, 2026
  • ପାରିବାରିକ କଳହରୁ ଆତ୍ମହତ୍ୟା କଲେ ଅଭିନେତ୍ରୀ
    ମନୋରଞ୍ଜନ

    ପାରିବାରିକ କଳହରୁ ଆତ୍ମହତ୍ୟା କଲେ ଅଭିନେତ୍ରୀ

    14323
    Apr 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ କରିଦେବ: ଟ୍ରମ୍ପ

    13591
    Apr 07, 2026
  • ଦେଶ-ଦେଶାନ୍ତର

    ଖାଦ୍ୟ, ପେଟ୍ରୋଲ ପରେ ମହଙ୍ଗା ହେବ କପଡ଼ା

    14401
    Apr 07, 2026
  • ଦେଶ-ଦେଶାନ୍ତର

    ରାଜ୍ୟସଭାରେ ଓଡ଼ିଶାର ୩ ସାଂସଦ ନେଲେ ଶପଥ

    14463
    Apr 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17403
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17462
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17813
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16290
    Apr 03, 2021

ବିଶେଷ

  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15274
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14110
    Apr 04, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15454
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14662
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    16061
    Mar 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15316
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15045
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15550
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13846
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୯ ଜଣ ପୋଲିସ କର୍ମଚାରୀଙ୍କୁ ମୃତ୍ୟୁଦଣ୍ଡ

    13731
    Apr 07, 2026
  • ଖାଦ୍ୟ, ପେଟ୍ରୋଲ ପରେ ମହଙ୍ଗା ହେବ କପଡ଼ା

    14401
    Apr 07, 2026
  • ପାରିବାରିକ କଳହରୁ ଆତ୍ମହତ୍ୟା କଲେ ଅଭିନେତ୍ରୀ

    14323
    Apr 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In