ସୁଖୋଇ-୩୦ ଓ ମିରେଜ୍ ୨୦୦୦ ବିମାନ ଦୁର୍ଘଟଣାଗ୍ରସ୍ତ
ନୂଆଦିଲ୍ଲୀ: ଆଜି ମଧ୍ୟପ୍ରଦେଶର ମୁରୈନା ନିକଟରେ ଭାରତୀୟ ବାୟୁସେନାର ଗୋଟିଏ ସୁଖୋଇ-୩୦ ଓ ଗୋଟିଏ ମିରେଜ୍ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।
ତାଲିମ ଅଭ୍ୟାସ ନିମନ୍ତେ ଉପରୋକ୍ତ ବିମାନ ଗୋଆଲିୟର୍ସ୍ଥିତ ମହାରାଜପୁର ବିମାନଘାଟିରୁ ଉଡ଼ାଣ ଆରମ୍ଭ କରିଥିଲା।
ଦୁର୍ଘଟଣା ପରେ ତଲାସ ଓ ଉଦ୍ଧାର କାର୍ୟ୍ୟ ଆରମ୍ଭ ହୋଇଛି।
Powered by Froala Editor