Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

ରାଜ୍ୟ
Home ›› ରାଜ୍ୟ ››୧୦ ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି !

୧୦ ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି !

2023-01-29 06:11:05
15538
Share:
Facebook
Twitter
E-Mail
WhatsApp
Telegram
୧୦ ରେ  ଓଡ଼ିଶା ଆସିବେ ରାଷ୍ଟ୍ରପତି !

ଭୁବନେଶ୍ୱର: ଫେବ୍ରୁଆରୀ ୧୦ ତାରିଖରେ ପୁଣି ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗସ୍ତ ସମୟରେ ରାଷ୍ଟ୍ରପତି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେବା ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ଏ ନେଇ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ନୂଆ ବୋହୁ ଭଳି ସଜେଇ ହେଉଛି ।
ଦେଶର ପ୍ରଥମ ନାଗରିକଙ୍କୁ ତାଙ୍କର ନିଜ ଶିକ୍ଷାନୁଷ୍ଠାନରେ ସ୍ୱାଗତ କରିବା ପାଇଁ ସାରା ବିଶ୍ୱବିଦ୍ୟାଳୟ ଚକାଚକ୍‌ ପାଲଟିବାରେ ଲାଗିଛି । ୩୦ ଲକ୍ଷ ୭୨ ହଜାର ଟଙ୍କା ବ୍ୟୟରେ ବିଶ୍ୱବିଦ୍ୟାଳୟର ଉତ୍ତର ଓ ପଶ୍ଚିମ ପାଶ୍ୱର୍ରେ ଦୁଇଟି ବିଶାଳ ଫାଟକ ନିର୍ମାଣ ଚାଲିଛି । କେବଳ ଫାଟକ ନୁହଁ, କ୍ୟାମ୍ପସ୍‌ରେ ଥିବା ବଗିଚାଗୁଡିକରେ ନୂଆ ନୂଆ ଫୁଲ ଗଛରେ ଭରି ଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କ୍ୟାମ୍ପସରେ ଥିବା ଏକାଡେମିକ୍‌ ବିଲ୍ଡିଂ, ଆଡମିନିଷ୍ଟ୍ରେଟିଭ୍‌ ବିଲ୍ଡିଂ ଗୁଡିକ ନୂଆ ରଙ୍ଗ ଦିଆଯାଇଛି । ପରୀକ୍ଷା ହଲ୍‌ଠୁ ଆରମ୍ଭ କରି ମୂଲ୍ୟାୟନ ଜୋନକୁ ବାତାନୁକୂଳିତ କରିବା ପାଇଁ ବି ପଦକ୍ଷେପ ନିଆଯାଇଛି । ଏ ବାବଦରେ ୭୯ ଲକ୍ଷରୁ ଅଧିକ ଟଙ୍କା ଅନୁମୋଦନ କରାଯାଇଛି । ଅପରପକ୍ଷେ ସାଇକେଲ୍‌ ଓ ମୋଟରସାଇକେଲ୍‌ ରଖିବା ପାଇଁ ତିଆରି ହେଉଥିବା ସେଡ୍‌ କାମ ଶେଷ କରିବା ପାଇଁ ୧୩ ଲକ୍ଷ ୪୫ ହଜାର ଟଙ୍କା ଦିଆଯାଇଛି । ମୁକ୍ତାକାଶ ମଞ୍ଚର ମରାମତି ପାଇଁ ୪ ଲକ୍ଷ ଟଙ୍କା ଦିଆଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଗ୍ରିଲ୍‌ ଗେଟ୍‌ ପାଇଁ ୧୨ ଲକ୍ଷ ଟଙ୍କା ବ୍ୟୟ ବରାଦ ରହିଛି । ତେବେ ଫେବ୍ରୁଆରୀ ୧୦ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ବିଧିବଦ୍ଧ ଭାବେ କୌଣସି ସୂଚନା ଦିଆଯାଇନାହିଁ । ନିରାପତ୍ତା ଦୃଷ୍ଟିରୁ ବହୁ ପୂର୍ବରୁ ସୂଚନା ନ ଦେଇ ଗସ୍ତର ୪-୫ଦିନ ପୂର୍ବରୁ ତାହା ଜଣାପଡିବ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

୨୦୨୨ ନଭେମ୍ବର ୧୦ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସିଥିଲେ । 

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13822
    Aug 12, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13805
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15487
    Aug 13, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14272
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15579
    Aug 13, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14639
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13645
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13350
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13786
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13822
    Aug 12, 2026
  • ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13805
    Aug 13, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13350
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17027
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17641
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17692
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18091
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14272
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14501
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14332
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15917
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16330
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13822
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14356
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14629
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13805
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13350
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15487
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In