Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

Home ›› ››ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ହେବେ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ହେବେ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ

2023-01-29 06:31:48
14337
Share:
Facebook
Twitter
E-Mail
WhatsApp
Telegram
ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ହେବେ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ ମହାରାଷ୍ଟ୍ରର ନୂଆ ଗଭର୍ଣ୍ଣର ହେବେ। ଗତ କିଛି ଦିନ ହେଲା ରାଜନୈତିକ କରିଡରରେ ଏ ନେଇ ଆଲୋଚନା ଚାଲିଥିଲା, ତେବେ ଶୁକ୍ରବାର ଏହା ପୁଷ୍ଟି ହୋଇଛି। ସୂତ୍ରରୁ ମିଳୁଥିବା ସୂଚନା ଅନୁସାରେ କ୍ୟାପ୍ଟେନ ଅମରିନ୍ଦର ସିଂହଙ୍କୁ ମହାରାଷ୍ଟ୍ରର ଆଗାମୀ ରାଜ୍ୟପାଳ ନିଯୁକ୍ତି ଲାଗି ଆଦେଶ ଜାରି ହୋଇଯାଇଛି। ମାତ୍ର କିଛି ସମୟ ପୂର୍ବରୁ କ୍ୟାପ୍ଟେନ ବିଜେପିରେ ଯୋଗ ଦେଇଥିଲେ। ସେ ତାଙ୍କର ପାର୍ଟି ପଞ୍ଜାବ ଲୋକ କଂଗ୍ରେସ (ପିଏଲସି)କୁ ମଧ୍ୟ ବିଜେପିରେ ସାମିଲ କରିଦେଇଥିଲେ।

ଉଲ୍ଲେଖଯୋଗ୍ୟ ଯେ ମହାରାଷ୍ଟ୍ରର ବର୍ତ୍ତମାନ ରାଜ୍ୟପାଳ ଭଗତସିଂ କୋଶ୍ୟାରୀ କିଛି ଦିନ ପୂର୍ବେ ପଦ ଛାଡିବା ଲାଗି ତାଙ୍କର ଇଛା ପ୍ରଧାନମନ୍ତ୍ରୀଙ୍କୁ ଜଣାଇଥିଲେ। ଏହାପରେ କ୍ୟାପ୍ଟେନଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା। ଭାରତୀୟ ସେନାରୁ ଅବସରପ୍ରାପ୍ତ କ୍ୟାପ୍ଟେନଙ୍କର ପ୍ରଧାନମନ୍ତ୍ରୀଙ୍କ ସହ ଉତ୍ତମ ସମ୍ପର୍କ ମଧ୍ୟ ରହିଛି। ନିକଟରେ କ୍ୟାପ୍ଟେନଙ୍କୁ ବିଜେପିର ୮୩ତମ କାର୍ୟ୍ୟକାରିଣୀରେ ସାମିଲ କରାଯାଇଥିଲା। ବିଜେପିରେ ଲଗାତାର କ୍ୟାପ୍ଟେନଙ୍କ ପଦବୀ ବଢୁଥିବା ବେଳେ ଏବେ ତାଙ୍କୁ ମହାରାଷ୍ଟ୍ରର ଗଭର୍ଣ୍ଣର କରିଦିଆଯାଇଛି।

Powered by Froala Editor

Tags Amarindra singh

Related articles Odisha News Lens 4.1

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15150
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13405
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15170
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14837
    Mar 06, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14672
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15518
    Mar 04, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14035
    Mar 07, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14591
    Mar 04, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14070
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15150
    Mar 05, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13405
    Mar 06, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15170
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14035
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14672
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15139
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14347
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15067
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15150
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14837
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15170
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In