Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

ରାଜ୍ୟ
Home ›› ରାଜ୍ୟ ››ନିରଞ୍ଜନ ପୂଜାରୀ ହେଲେ ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ

ନିରଞ୍ଜନ ପୂଜାରୀ ହେଲେ ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ

2023-01-30 08:39:13
14037
Share:
Facebook
Twitter
E-Mail
WhatsApp
Telegram
ନିରଞ୍ଜନ ପୂଜାରୀ ହେଲେ ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ନବ ଦାସଙ୍କ ଦେହାନ୍ତ ପରେ  ନିରଞ୍ଜନ ପୂଜାରୀ ହେଲେ ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ । ରାଜ୍ୟପାଳଙ୍କ ସୁପାରିଶ ପରେ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ଅର୍ଥମନ୍ତ୍ରୀ ସହ ସ୍ୱାସ୍ଥ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ ନିରଞ୍ଜନ । ଗତକାଲି ପୋଲିସ ଏଏସଆଇଙ୍କ ଗୁଳିମାଡରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ଦେହାନ୍ତ ହୋଇଥିଲା ।

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକରେ ସମସ୍ତେ ଆବାକ୍, ସମସ୍ତେ ସ୍ତବ୍ଧ । ହଠାତ୍ ଏମିତି ଅଘଟଣ ହୋଇଯିବ ତାହା କେହି କେବେ କଳ୍ପନା ମଧ୍ୟ କରିନଥିଲେ । ପୂରା ଓଡ଼ିଶା ଏହି ଘଟଣାକୁ ନେଇ ସ୍ତବ୍ଧ ହୋଇଯାଇଥିବା ବେଳେ ନବଙ୍କ ପରିବାର ଆଖିରୁ ଲୁହ ଶୁଖୁନି, କୋହ କମୁନି । କାନ୍ଦବୋବାଳିରେ ଫାଟି ପଡୁଛି ପୂରା ପରିବେଶ ।
 ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନି ଜଣ ମନ୍ତ୍ରୀ ଉପସ୍ଥିତ ରହିବେ । ସେମାନେ ହେଲେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଟୁକୁନି ସାହୁ ।

ଆପୋଲୋ ହସ୍ପିଟାଲ୍‌ରେ ପରଲୋକ ହେଲା ପରେ ତାଙ୍କ ମରଶରୀରର ପୋଷ୍ଟମର୍ଟମ୍‌ ପାଇଁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଅଣାଯାଇଥିଲା । ସେଠାରେ କ୍ରାଇମ୍‌ବ୍ରାଞ୍ଚ୍ର ଏକ ଟିମ୍‌ ପହଞ୍ଚି ଆବଶ୍ୟକ ତଦନ୍ତ କରିଥିଲା । ଏହା ପରେ ମରଶରୀରକୁ ବିଧାନସଭା ପରିସରକୁ ନିଆଯାଇଥିଲା । ସେଠାରେ ବାଚସ୍ପତିଙ୍କ ସମେତ ବହୁ ବିଧାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବିଳମ୍ବିତ ରାତିରେ ମରଶରୀରକୁ ତାଙ୍କ ସରକାରୀ ବାସଭବନରେ ରଖାଯାଇଥିଲା । ସେଠାରେ ରାତିତମାମ ବହୁ ଶୁଭେଚ୍ଛୁ, ସମର୍ଥକ ପହଞ୍ଚି ଶେଷ ଦର୍ଶନ କରିଥିଲେ । ଆଜି ସକାଳୁ ମଧ୍ୟ ଦଳୀୟ କାର୍ୟ୍ୟାଳୟରେ ନେତା ଓ କର୍ମୀ ଶେଷ ଦର୍ଶନ କରିଛନ୍ତି ।

Powered by Froala Editor

Tags Niranjan pujari

Related articles Odisha News Lens 4.1

  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14426
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14247
    Mar 25, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14684
    Mar 25, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14774
    Mar 25, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ
    ଦେଶ-ଦେଶାନ୍ତର

    ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14050
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13976
    Mar 24, 2026
  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14150
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15088
    Mar 25, 2026
  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ
    ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13656
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14774
    Mar 25, 2026
  • ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14247
    Mar 25, 2026
  • ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13656
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17383
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17448
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17796
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16267
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14774
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14846
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13936
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15086
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15634
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15014
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15525
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13821
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14263
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    13986
    Mar 24, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14247
    Mar 25, 2026
  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14150
    Mar 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In