Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

ରାଜ୍ୟ
Home ›› ରାଜ୍ୟ ››କ୍ରାଇମବ୍ରାଞ୍ଚ ତଦନ୍ତରେ ଆମେ ସନ୍ତୁଷ୍ଟ ନୁହଁ: ଜୟନାରାୟଣ

କ୍ରାଇମବ୍ରାଞ୍ଚ ତଦନ୍ତରେ ଆମେ ସନ୍ତୁଷ୍ଟ ନୁହଁ: ଜୟନାରାୟଣ

2023-01-30 08:41:51
15032
Share:
Facebook
Twitter
E-Mail
WhatsApp
Telegram
କ୍ରାଇମବ୍ରାଞ୍ଚ ତଦନ୍ତରେ ଆମେ ସନ୍ତୁଷ୍ଟ ନୁହଁ: ଜୟନାରାୟଣ

ଭୁବନେଶ୍ୱର:  ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରି ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କରିଛି ବିଜେପି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଏହି ଘଟଣାରେ ମୁଁ ବହୁତ ମର୍ମାହତ । ଯେଉଁମାନେ ସୁରକ୍ଷା ଦାୟିତ୍ୱରେ ରହିବା କଥା ସେମାନଙ୍କ ଦ୍ୱାରା ହତ୍ୟା ହୋଇଛି । ଏହା ଏକ ଷଡଯନ୍ତ୍ର ହୋଇପାରେ ବୋଲି କହିଛନ୍ତି ଜୟନାରାୟଣ । କ୍ରାଇମବ୍ରାଞ୍ଚ ତଦନ୍ତରେ ଆମେ ସନ୍ତୁଷ୍ଟ ନୁହଁ । ଏହି ଘଟଣାରେ ସିବିଆଇ କିମ୍ବା ମାଜିଷ୍ଟ୍ରେଟ ସ୍ତରୀୟ ତଦନ୍ତ ହେଉ । ଏଏସଆଇ ଗୋପାଳକୃଷ୍ଣ ଦାସଙ୍କୁ ପାଗଳ ଘୋଷଣା କରିବେ ବୋଲି ମୁଁ ଆଗରୁ କହିଥିଲି । ଯଦି ଉକ୍ତ ପୋଲିସ ପାଗଳ ଥିଲେ ତେବେ ତାଙ୍କୁ କାହିଁକି ବନ୍ଧୁକ ଦିଆଯାଇଥିଲା ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ ।
ଅନ୍ୟପଟେ   ନବ ଦାସଙ୍କୁ ଗୁଳିମାଡ ଘଟଣାର କାରଣ ଖୋଜୁଛି କ୍ରାଇମବ୍ରାଂଚ । ଗତକାଲି ରାତିରେ ପାଖାପାଖି ୨ ଘଂଟା ଏଏସଆଇ ଗୋପାଳକୃଷ୍ଣ ଦାସଙ୍କୁ ଜେରା କରିଛି କ୍ରାଇମବ୍ରାଞ୍ଚ । ଏଡିଜି ଅରୁଣ ବୋଥ୍ରା ଗୋପାଳ ଦାସଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଛନ୍ତି । ଗୋପାଳଙ୍କ ହ୍ୟାଣ୍ଡ ସ୍ୱାବ ନିଆଯାଇଛି । ଏହା ସହ ସେ ପିନ୍ଧିଥିବା ପୋଲିସ ପୋଷାକକୁ ମଧ୍ୟ ନେଇଛି କ୍ରାଇମବ୍ରାଂଚ ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ଝାରସୁଗୁଡ଼ାରେ ଏକ କାର୍ୟ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରିଥିଲେ । ଯେଉଁଥିରେ ନବ ଦାସ ହିଁ ଘଟଣାସ୍ଥଳରେ ଟଳିପଡିଥିଲେ । ଏହାପରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲକୁ ଏୟାରଲିଫ୍ଟ କରାଯାଇଥିଲା । ସ୍ୱତନ୍ତ୍ର ବିମାନ ଯୋଗେ ନବ ଦାସଙ୍କୁ ଏୟାରଲିଫ୍ଟ କରାଯାଇଥିଲା । ଭୁବନେଶ୍ୱରରେ ପହଞ୍ଚିବା ପରେ ଗ୍ରୀନ୍‌ କରିଡରରେ ନବ ଦାସଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଲଗାତର ଭାବେ ନବ ଦାସଙ୍କ ଚିକିତ୍ସା ଲାଗି ଆପ୍ରାଣ ଉଦ୍ୟମ କରିଥିଲେ । ହେଲେ ଶେଷରେ ଡାକ୍ତରଙ୍କ ଶତ ଚେଷ୍ଟା ହୋଇଥିଲା ବିଫଳ । ଆଉ ମେଡିକାଲରେ ହିଁ ଆଖିବୁଜିଥିଲେ ନବ ଦାସ ।

Powered by Froala Editor

Tags Jaya Narayan mishra

Related articles Odisha News Lens 4.1

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13651
    Jun 12, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14417
    Jun 12, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14211
    Jun 12, 2025
  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14732
    Jun 12, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13666
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14808
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14582
    Jun 11, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14353
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15052
    Jun 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14211
    Jun 12, 2025
  • ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14417
    Jun 12, 2025
  • ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14582
    Jun 11, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16658
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16958
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15485
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15052
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14582
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14106
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15529
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16120
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15700
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16325
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14029
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14825
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14732
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14808
    Jun 12, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13651
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In