Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

ବିଶେଷ
Home ›› ବିଶେଷ ››ଅଧିକ ଅଣ୍ଡା ଖାଉଥିଲେ, ହୋଇଯାଆନ୍ତୁ ସାବଧାନ

ଅଧିକ ଅଣ୍ଡା ଖାଉଥିଲେ, ହୋଇଯାଆନ୍ତୁ ସାବଧାନ

2023-02-03 04:17:56
15407
Share:
Facebook
Twitter
E-Mail
WhatsApp
Telegram
ଅଧିକ ଅଣ୍ଡା ଖାଉଥିଲେ, ହୋଇଯାଆନ୍ତୁ ସାବଧାନ

ବିଶେଷ ଭାବେ କୁହାଯାଇଥାଏ କି ଅଣ୍ଡାରେ ପ୍ରଚୁର ପରିମାଣ ପ୍ରୋଟିନ ରହୁଥିବାରୁ ଏହାକୁ ଖାଦ୍ୟରେ ସାମିଲ କରିବା ଜରୁରୀ । ବିଶେଷଜ୍ଞମାନେ ପ୍ରତି ଋତୁରେ ଅଣ୍ଡା ଖାଇବାକୁ ପରାମର୍ଶ ଦେଇଥାନ୍ତି । ହେଲେ ଏକ ଅଧ୍ୟୟନରୁ ଜଣାପଡିଛି କି ଯଦି ଆପଣ ଦୈନିକ ଗୋଟିଏ କିମ୍ବା ତା ଠାରୁ ଅଧିକ ଅଣ୍ଡା ଖାଉଛନ୍ତି ତେବେ ଆପଣଙ୍କୁ ଟାଇପ-୨ ମଧୁମେହ ହେବାର ସମ୍ଭାବନା ୬୦ ପ୍ରତିଶତ ବୃଦ୍ଧି ପାଇଥାଏ ।

ଏନେଇ ଚୀନର ବିଶେଷଜ୍ଞମାନେ ୮ ହଜାର ଲୋକଙ୍କ ଉପରେ ପରୀକ୍ଷା କରିଛନ୍ତି । ସେଥିରୁ ଜଣାପଡିଛି କି ଅଧିକ ଅଣ୍ଡା ଖାଉଥିବା ଲୋକମାନେ ଶାରୀରିକ ଭାବେ କମ ସକ୍ରିୟ । ସେମାନଙ୍କ ଶରୀରରେ ସେରମ ଓ କୋଲଷ୍ଟରଲର ମାତ୍ରା ଅଧିକ ଦେଖିବାକୁ ମିଳିଛି । ଏହାସହ ସେମାନଙ୍କ ଶରୀରରେ ଅଧିକ ଚର୍ବି ଦେଖିବାକୁ ମଧ୍ୟ ମିଳିଛି ।

ଅଧ୍ୟୟନରୁ ଜଣାପଡିଛି କି, ଅଣ୍ଡାର କେଶରରୁ ମିଳୁଥିବା କୋଲିନ ଶରୀରରେ ମୋଟାପଣ ବୃଦ୍ଧି କରିଥାଏ । ଏହାସହ ଅଣ୍ଡାର ଧଳା ଅଂଶରୁ ମିଳୁଥିବା ରସାୟନ କାର୍ବୋହାଇଡ୍ରେଡର ଅବଶୋଷଣକୁ ରୋକିଥାଏ । ସାରା ବିଶ୍ୱରେ ଅନେକ ଲୋକ ସକାଳ ଜଳଖିଆରେ ଅଣ୍ଡା ଖାଇବାକୁ ପସନ୍ଦ କରିଥାନ୍ତି । ହେଲେ ଏବେ ଲୋକମାନେ ଅଣ୍ଡା ଖାଇବା ନକମାଇଲେ ସେମାନଙ୍କ ଶରୀରରେ ବିଭିନ୍ନ ରୋଗ ଦେଖିବାକୁ ମିଳିବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।

ସେପଟେ ଅନେକ ବିଶେଷଜ୍ଞଙ୍କ ମତରେ ଅଧିକ ଅଣ୍ଡା ଖାଉଥିବା ଲୋକଙ୍କ ଠାରେ ଟାଇପ -୨ ମଧୁମେହ ହେବାର ସମ୍ଭାବନା ଅଧିକ । ଗୋଟିଏ ଅଣ୍ଡାରୁ ପାଖା ପାଖି ୨୦୦ ମିଲିଗ୍ରାମ କୋଲଷ୍ଟରଲ ରହୁଥିବାରୁ ଏହା ମଧୁମେହ ରୋଗୀଙ୍କ ପାଇଁ ବିପଦ ସୃଷ୍ଟି କରିଥାଏ ।

ସେପଟେ ଆପଣ ଯଦି ଅଣ୍ଡା ଖାଇବାକୁ ପସନ୍ଦ କରୁଥାନ୍ତି ତେବେ ଆପଣଙ୍କ ପାଇଁ ଏକ ଭଲ ଉପାୟ ରହିଛି । ବିଶେଷଜ୍ଞଙ୍କ ମତରେ ଅଣ୍ଡାକୁ ସିଝାଇ ସେଥିରେ ଲୁଣ, କଳା ମରିଚ ଓ ଧଣିଆ ପତ୍ର ସହ ଓମଲେଟ କରି ଖାଇଲେ ଏଥିରେ ଥିବା କୋଲଷ୍ଟରଲର ମାତ୍ର କମ ହୋଇଥାଏ ।

Powered by Froala Editor

Tags Egg

Related articles Odisha News Lens 4.1

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    13910
    Oct 12, 2026
  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14861
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14026
    Oct 11, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14769
    Oct 12, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    14036
    Oct 11, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14711
    Oct 12, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14424
    Oct 12, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13866
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14439
    Oct 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    13910
    Oct 12, 2026
  • ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14026
    Oct 11, 2026
  • ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14711
    Oct 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17174
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17864
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14526
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14632
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15637
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14311
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16047
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15550
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14861
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14026
    Oct 11, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14711
    Oct 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In