Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

Home ›› ››ଶେଷ ନିଶ୍ୱାସ ତ୍ୟାଗ କଲେ ନିର୍ଦ୍ଦେଶକ କେ. ବିଶ୍ୱନାଥ

ଶେଷ ନିଶ୍ୱାସ ତ୍ୟାଗ କଲେ ନିର୍ଦ୍ଦେଶକ କେ. ବିଶ୍ୱନାଥ

2023-02-03 05:52:04
16154
Share:
Facebook
Twitter
E-Mail
WhatsApp
Telegram
ଶେଷ ନିଶ୍ୱାସ ତ୍ୟାଗ କଲେ ନିର୍ଦ୍ଦେଶକ କେ. ବିଶ୍ୱନାଥ

ନୂଆଦିଲ୍ଲୀ:   ଦୁନିଆକୁ ଅଲବିଦା କହିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ଅଭିନେତା କେ ବିଶ୍ୱନାଥ । ୯୨ ବର୍ଷ ବୟସରେ ଗତକାଲି ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ଦାଦାସହେବ ଫାଲକେ ସମେତ ବହୁ ଆୱାର୍ଡ ବିଜେତା ଏହି ନିର୍ଦ୍ଦେଶକଙ୍କ ମୃତ୍ୟୁରେ ବଲିଉଡ ତଥା ଟଲିଉଡରେ ଶୋକର ଛାୟା ଖେଳି ଯାଇଛି।
କେ ବିଶ୍ୱନାଥ ଦୀର୍ଘ ଦିନ ହେଲା ବୟସାଧୀକ ରୋଗରେ ପୀଡ଼ିତ ଥିଲେ। ଏଥିନିମନ୍ତେ ସେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଥିଲେ। ସେଠାରେ ଗତ ରାତିରେ ହିଁ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁ ଖବର ବଲିଉଡ ସମେତ ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଶକ୍ତ ଝଟକା ଦେଇଛି।କେ ବିଶ୍ୱନାଥ ଟଲିଉଡ ସମେତ ବଲିଉଡରେ ବି ବେଶ୍‌ ଜଣାଶୁଣା। ମୁଖ୍ୟତଃ ସାମ୍ପ୍ରତିକ ସାମାଜିକ ପ୍ରସଙ୍ଗକୁ ନେଇ ହୃଦୟସ୍ପର୍ଶୀ ଫିଲ୍ମ ନିର୍ମାଣ କରିବାରେ ତାଙ୍କର ଯଥେଷ୍ଟ ଅବଦାନ ରହିଥିଲା। ଚଳଚ୍ଚିତ୍ର ଜଗତରେ ସେ ଏକ ମାଇଲ ଖୁଣ୍ଟ ସଦୃଶ ହୋଇଥିବା ବେଳେ କଳା ପ୍ରତି ତାଙ୍କର ଅତୁଳନୀୟ ଅବଦାନ ରହିଛି।ଏଥିନିମନ୍ତେ ୨୦୧୭ ମସିହାରେ ତାଙ୍କୁ ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ଦାଦାସହେବ ଫାଲକେରେ ସମ୍ମାନିତ କରାଯାଇଥିଲା। ନିଜ ଜୀବନ କାଳ ମଧ୍ୟରେ ଏହି ମହାନ ନିର୍ଦ୍ଦେଶକ ପାଞ୍ଚଟି ଜାତୀୟ ପୁରସ୍କାର ଏବଂ ୧୦ ଟି ଫିଲ୍ମଫେୟାର ଆୱାର୍ଡ ଜିତିପାରିଛନ୍ତି।୧୯୯୨ ମସିହାରେ କେ ବିଶ୍ୱନାଥଙ୍କୁ କଳା କ୍ଷେତ୍ରରେ ଅବଦାନ ପାଇଁ ଆନ୍ଧ୍ରପ୍ରଦେଶ ସରକାର ‘ରଘୁପତି ଭେଙ୍କୟା ପୁରସ୍କା” ଏବଂ ‘ନାଗରିକ ସମ୍ମାନ’ ପ୍ରଦାନ କରିଥିଲେ।୧୯୬୫ ମସିହାରେ କେ. ବିଶ୍ୱନାଥ ତେଲୁଗୁ ଚଳଚ୍ଚିତ୍ର 'ଆତ୍ମା ଗୋଭରମ' ସହିତ ନିର୍ଦ୍ଦେଶକ ଭାବରେ ଡେବ୍ୟୁ କରିଥିଲେ। ଏଥିନିମନ୍ତେ ତାଙ୍କୁ ନନ୍ଦୀ ପୁରସ୍କାର ମିଳିଥିବା ବେଳେ ଜଣେ ନିର୍ଦ୍ଦେଶକ ଭାବେ ସେ ନିଜ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ଏହାବାଦ ତେଲଗୁ ଇଣ୍ଡଷ୍ଟ୍ରିର ସର୍ବଶ୍ରେଷ୍ଠ ଫିଲ୍ମ ମଧ୍ୟରୁ ଅନ୍ୟତମ ଫିଲ୍ମ ‘ଶଙ୍କରାଭରଣମ’ ଫିଲ୍ମର ସେ ଥିଲେ ନିର୍ଦ୍ଦେଶକ।

Powered by Froala Editor

Tags Director k. Biswanath

Related articles Odisha News Lens 4.1

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14687
    Mar 30, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15372
    Mar 31, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14017
    Mar 31, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13848
    Mar 31, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14027
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14460
    Mar 30, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13481
    Mar 30, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15335
    Mar 31, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15504
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14027
    Mar 30, 2026
  • ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15372
    Mar 31, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15504
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16275
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15335
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15021
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16102
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15370
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15481
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15031
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15537
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13832
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14017
    Mar 31, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13481
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13848
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In