Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ...

  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ...

  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ...

  • ଏଣିକି ଚିନି ଡିଲରମାନେ ୨ ହଜାର ...

  • ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

ରାଜ୍ୟ
Home ›› ରାଜ୍ୟ ››ରେଳ ବିକାଶ ପାଇଁ ୧୦ ହଜାର ୧୨ କୋଟି ଟଙ୍କା ଦେଲେ କେନ୍ଦ୍ର ସରକାର

ରେଳ ବିକାଶ ପାଇଁ ୧୦ ହଜାର ୧୨ କୋଟି ଟଙ୍କା ଦେଲେ କେନ୍ଦ୍ର ସରକାର

2023-02-04 04:30:06
14763
Share:
Facebook
Twitter
E-Mail
WhatsApp
Telegram
ରେଳ ବିକାଶ ପାଇଁ ୧୦ ହଜାର ୧୨ କୋଟି ଟଙ୍କା ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ବଜେଟ୍‌ରେ ଓଡ଼ିଶାରେ ରେଳ ବିକାଶ ପାଇଁ ୧୦ ହଜାର କୋଟିରୁ ବି ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶା ପାଇଁ ରେଳ ଅନୁଦାନ ବାବଦରେ ରାଜ୍ୟ ସରକାର ୮୪୦୦ କୋଟି ଟଙ୍କା ମାଗିଥିଲେ । କିନ୍ତୁ କେନ୍ଦ୍ର ସରକାର ଓଡ଼ିଶା ମାଗିଥିବା ପରିମାଣଠୁ ପ୍ରାୟ ୧୬୧୨ କୋଟି ଟଙ୍କା ଅଧିକ ଆବଣ୍ଟନ କରିଛନ୍ତି । କେନ୍ଦ୍ର ସରକାର ବଜେଟ୍‌ରେ ରାଜ୍ୟରେ ରେଳ ବିକାଶ ପାଇଁ ୧୦ ହଜାର ୧୨ କୋଟି ଟଙ୍କା ଦେଇଛନ୍ତି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବ କହିଛନ୍ତି । ୨୦୨୨-୨୩ରେ ରେଳର ବିକାଶ ପାଇଁ ୯୭୩୪ କୋଟି ଟଙ୍କା ମିଳିଥିଲା । ହେଲେ ଚଳିତବର୍ଷ ଗତବର୍ଷ ତୁଳନାରେ ମଧ୍ୟ ଅଧିକ ମିଳିଛି । ପୂର୍ବରୁ ୨୦୦୯ରୁ ୨୦୧୪ ମଧ୍ୟରେ ରେଳର ବିକାଶ ପାଇଁ ହାରାହାରି ୮୩୮ କୋଟି ଟଙ୍କା ମିଳୁଥିଲା । ମାତ୍ର ଚଳିତବର୍ଷ ଏହି ଅନୁଦାନ ପାଖାପାଖି ୧୦୯୫% ବୃଦ୍ଧି ପାଇଛି ବୋଲି ରେଳ ବିଭାଗ ଦାବି କରିଛି ।

ସେହିପରି ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ବଜେଟରେ ୧୬ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ବିଜୟନଗରମ ଓ ସମ୍ବଲପୁର ତୃତୀୟ ରେଳ ଲାଇନ୍‌ ପାଇଁ ୯୨୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ତେବେ ଓଡ଼ିଶାରେ ୫୭ଟି ରେଳ ଷ୍ଟେସନର ଉନ୍ନତିକରଣ କରାଯିବ । ସେଥି ମଧ୍ୟରୁ ପୁରୀରେ ନିର୍ମାଣ କାର୍ୟ୍ୟ ଆରମ୍ଭ ହୋଇସାରିଛି । ବୈଜ୍ଞାନିକ ଜ୍ଞାନ କୌଶଳରେ କାମ କରାଯାଉଛି । ରାଜଧାନୀ ଭୁବନେଶ୍ୱର ଷ୍ଟେସନରେ ମଧ୍ୟ ଉନ୍ନତିକରଣ କାମ ପାଇଁ ଟେଣ୍ଡର୍‌ ପ୍ରକ୍ରିୟା ସରି ଠିକା ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି । ସେହିପରି ଲିଙ୍ଗରାଜ ରୋଡ୍‌ ଷ୍ଟେସନର ମଧ୍ୟ ବିକାଶ କରାଯିବ । ଭୁବନେଶ୍ୱର ବିମାନ ବନ୍ଦରରୁ ଲିଙ୍ଗରାଜ ରୋଡ୍‌ ଷ୍ଟେସନ୍‌କୁ ବ୍ୟାଟେରି ଓ ହାଇଡ୍ରୋଜେନ୍‌ ଗାଡି ଚାଲିବ । ଅନୁଗୁଳ, ବାଦାମପାହାଡ, ବଲାଙ୍ଗୀର, ବାଲେଶ୍ୱର, ବାଲୁଗାଁ, ବଡବିଲ୍‌, ବରଗଡ଼ ରୋଡ୍‌, ବାରିପଦା, ବରପାଲି, ବେଲପାହାଡ଼, ବେତନଟି, ଭଦ୍ରକ, ଭବାନିପାଟଣା, ଭୁବନେଶ୍ୱର, ବିମଳାଗଡ଼, ବ୍ରହ୍ମପୁର, ବ୍ରଜରାଜନଗର, ଛତ୍ରପୁର, କଟକ, ଦାମନଯୋଡି, ଢେଙ୍କାନାଳ, ଦାମନଯୋଡି, ଗୁଣୁପୁର, ହରିଶଙ୍କର ରୋଡ୍‌, ହୀରାକୁଦ, ଯାଜପୁର-କେନ୍ଦୁଝର ରୋଡ୍‌, ଜଳେଶ୍ୱର, ଜରୋଲି, ଜୟପୁର, ଝାରସୁଗୁଡ଼ା, ଝାରସୁଗୁଡ଼ା ରୋଡ୍‌, କଣ୍ଟାବାଞ୍ଜି, କେନ୍ଦୁଝରଗଡ଼, କୋରାପୁଟ, କେସିଙ୍ଗା, ଖରିଆର ରୋଡ୍‌, ଖୋର୍ଦ୍ଧା ରୋଡ୍‌, ଲିଙ୍ଗରାଜ ଟେମ୍ପଲ୍‌ ରୋଡ୍‌ ପ୍ରମୁଖ ଷ୍ଟେସନଗୁଡିକର ଉନ୍ନତିକରଣ କାର୍ୟ୍ୟ କରାଯିବ । ତେବେ ଖୋର୍ଦ୍ଧା ରୋଡ୍‌ ଷ୍ଟେସନ୍‌ର ଗୋଟିଏ ପାଶ୍ୱର୍ କାମ ସରିଥିବା ବେଳେ ଶୀଘ୍ର ଦ୍ୱିତୀୟ ପାଶ୍ୱର୍ କାମ ହେବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ କହିଛନ୍ତି ।

ରାଜ୍ୟରେ ୨୮୦ କିମି ନୂଆ ରେଳଲାଇନ ନିର୍ମାଣ ଲାଗି ଚଳିତବର୍ଷ ୨୫୬୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ସେହିପରି ଦ୍ୱିତୀୟ ରେଳ ଲାଇନ୍‌ ପାଇଁ ୩୮୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ବହୁ ପ୍ରତୀକ୍ଷିତ ରାଉରକେଲା-ଝାରସୁଗୁଡ଼ା ୧୦୧ କିମି ତୃତୀୟ ଲାଇନ ନିର୍ମାଣ ପାଇଁ ୧୨୬ କୋଟି ଟଙ୍କା, ବନ୍ଧମୁଣ୍ଡା-ରାଉରକେଲା ଚତୁର୍ଥ ଲାଇନ ନିର୍ମାଣ ପାଇଁ ୩୯ କୋଟି, ଭଦ୍ରକ-ଖଡ଼ଗପୁର ପାଇଁ ୩୭ କୋଟି, ନାରାୟଣଗଡ଼-ଭଦ୍ରକ ୧୫୫ କିମି ତୃତୀୟ ଲାଇନ୍‌ ଇପାଇଁ ୫୦୫ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ପୂର୍ବତଟ ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମା ସୂଚନା ଦେଇଛନ୍ତି । 

Powered by Froala Editor

Tags Train

Related articles Odisha News Lens 4.1

  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ

    14390
    Sep 02, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    14749
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14870
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ
    ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    13982
    Sep 03, 2026
  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ
    ଦେଶ-ଦେଶାନ୍ତର

    ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

    13297
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...

    14412
    Sep 02, 2026
  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    13988
    Sep 03, 2026
  • ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ମୃତ୍ୟୁସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ମୃତ୍ୟୁସଂଖ୍ୟା

    13783
    Sep 02, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ
    ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13259
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ

    14390
    Sep 02, 2026
  • ଦେଶ-ଦେଶାନ୍ତର

    ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14259
    Sep 02, 2026
  • ଦେଶ-ଦେଶାନ୍ତର

    ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

    13297
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13259
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14459
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14761
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14721
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14058
    Aug 26, 2026

ବାଣିଜ୍ୟ

ସୁନା ଦରରେ ବଡ଼ ଧରଣର ହ୍ରାସ

ଲଗାତାର ଚତୁର୍ଥ ଦିନରେ ସୁନାର ଭାଉ ଖସୁଛି । ମାତ୍ର ୪ ଦିନରେ ୨୨ କ୍ୟାରେଟ୍ ସୁନା ଦରରେ ପ୍ରାୟ ୫,୭୦୦ ଟଙ୍କାର ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରସଙ୍ଗରେ ବାର୍ତ୍ତା ଦେବା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏବେ ସୁନା ସୁନା ନକିଣିବାକୁ ପିଏମ ମୋଦି ଆହ୍ବାନ ଦେଇଥିଲେ ...

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14870
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14412
    Sep 02, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14235
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14469
    Aug 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    13988
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    13982
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ କର୍ତ୍ତୃପକ୍ଷ

    14749
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In