Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ...

  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ...

  • ଏଣିକି ଚିନି ଡିଲରମାନେ ୨ ହଜାର ...

  • ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ ...

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

ରାଜ୍ୟ
Home ›› ରାଜ୍ୟ ››ଜଳୁଛି ଜଙ୍ଗଲ, ୭ ଦିନରେ ୫୩୩ଟି ସ୍ଥାନରେ ଲାଗିଲାଣି ନିଆଁ

ଜଳୁଛି ଜଙ୍ଗଲ, ୭ ଦିନରେ ୫୩୩ଟି ସ୍ଥାନରେ ଲାଗିଲାଣି ନିଆଁ

2023-02-07 07:11:06
13851
Share:
Facebook
Twitter
E-Mail
WhatsApp
Telegram
ଜଳୁଛି ଜଙ୍ଗଲ, ୭ ଦିନରେ ୫୩୩ଟି ସ୍ଥାନରେ ଲାଗିଲାଣି ନିଆଁ

କୋରାପୁଟ: ଜଳୁଛି ଜଙ୍ଗଲ। ଗୋଟିଏ ପରେ ଗୋଟିଏ ଜଙ୍ଗଲକୁ ବ୍ୟାପି ଚାଲିଛି ନିଆଁ। ୭ ଦିନରେ ୫୩୩ଟି ସ୍ଥାନରେ ଲାଗିଲାଣି ନିଆଁ । ଜଳିପୋଡି ପାଉଁଶ ହୋଇଯାଉଛି ଏକର ଏକର ଗଛ । ଯେଉଁଥିରେ ରହିଛି ବହୁ ଔଷଧୀୟ ବୃକ୍ଷ । କେତେକ ସ୍ଥାନରେ ବନ୍ୟଜନ୍ତୁ ମଧ୍ୟ ପ୍ରଭାବିତ ହେଉଛନ୍ତି । କୋରାପୁଟ ସର୍କଲରେ ସର୍ବାଧିକ ଚିହ୍ନଟ ହୋଇଛି ।

ଗତ ନଭେମ୍ବର ପହିଲାରୁ ଆଜି ପର୍ଯ୍ୟନ୍ତ ଦେଶରେ ଚିହ୍ନଟ ହୋଇଥିବା ଜଙ୍ଗଲ ନିଆଁ ମଧ୍ୟରେ କର୍ଣ୍ଣାଟକ ସବୁଠୁ ଆଗରେ ରହିଛି। ମାତ୍ର ଗତ ଦୁଇ ସପ୍ତାହ ହେଲା ଓଡ଼ିଶାରେ ଯେଉଁଭଳି ନିଆଁ ଲାଗୁଛି, ଖୁବ୍‌ଶୀଘ୍ର କର୍ଣ୍ଣାଟକକୁ ଟପିଯିବ। ଜାନୁଆରୀ ୨୪ ସୁଦ୍ଧା ଓଡ଼ିଶାରେ ୬୯୫ଟି ସ୍ଥାନରେ ନିଆଁ ଲାଗିଥିବା ଚିହ୍ନଟ ହୋଇଥିଲା । ଆଜି ତାହା ୧୬୯୫ରେ ପହଞ୍ଚିଛି ।

ଯେତେବେଳେ କି କର୍ଣ୍ଣାଟକରେ ୧୮୯୯ଟି ଚିହ୍ନଟ ହୋଇଛି । ଗତ ୭ ଦିନ ମଧ୍ୟରେ ଦେଶରେ ଚିହ୍ନଟ ହୋଇଥିବା ବନାଗ୍ନି ମଧ୍ୟରୁ ଓଡ଼ିଶା ଶୀର୍ଷରେ ରହିଛି । ଏଠାରେ ସର୍ବାଧିକ ୫୩୩ଟି ବନାଗ୍ନି ସୃଷ୍ଟି ହୋଇଥିବାବେଳେ ମଣିପୁରରେ ୪୫୯, କର୍ଣ୍ଣାଟକର ୪୪୧, ମଧ୍ୟପ୍ରଦେଶରେ ୪୧୫, ପଶ୍ଚିମବଙ୍ଗରେ ୩୨୭ଟି ସ୍ଥାନରେ ନିଆଁ ଲାଗିଥିବା ଚିତ୍ର ସାମ୍ନାକୁ ଆସିଛି । ଓଡ଼ିଶାର କୋରାପୁଟ ସର୍କଲରେ ସର୍ବାଧିକ ବନାଗ୍ନି ହୋଇଥିବା ସୂଚନା ମିଳିଛି । ଗୋଟିଏ ପଟେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩୩ ଡିଗ୍ରୀ ଟପିଥିବାବେଳେ ଅନ୍ୟପଟେ ବନାଗ୍ନି ବୃଦ୍ଧି ବନ୍ୟଜନ୍ତୁଙ୍କ ଲାଗି ବିପଦ ସୃଷ୍ଟି କରିଛି । ୨୦୨୧ରେ ଶିମିଳିପାଳରେ ଭୟଙ୍କର ନିଆଁ ବ୍ୟାପକ ହେବା ପରେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଥିଲେ ।

Powered by Froala Editor

Tags Fire

Related articles Odisha News Lens 4.1

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା
    ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14408
    Sep 01, 2026
  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ

    14381
    Sep 02, 2026
  • ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ମୃତ୍ୟୁସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ମୃତ୍ୟୁସଂଖ୍ୟା

    13774
    Sep 02, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14373
    Sep 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...

    14404
    Sep 02, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14376
    Sep 01, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ
    ଦେଶ-ଦେଶାନ୍ତର

    ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14542
    Sep 01, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13711
    Sep 01, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ
    ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13248
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13248
    Sep 03, 2026
  • ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ମୃତ୍ୟୁସଂଖ୍ୟା

    13774
    Sep 02, 2026
  • ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13711
    Sep 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13248
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14450
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14758
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14720
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14057
    Aug 26, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

ଭୁବନେଶ୍ୱର,୦୧/୦୯/୨୦୨୬ : ଦୁର୍ଗମ ଗ୍ରାମରେ ରହୁଥିବା ପରିବାରଗୁଡ଼ିକ ପାଇଁ ସମୟୋଚିତ ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇବା ଅନେକ ସମୟରେ ଏକ ଆହ୍ୱାନ ହୋଇ ରହିଛି। ଦୀର୍ଘ ପଥ ଯାତ୍ରା, ସୀମିତ ପରିବହନ ଏବଂ ବିଶେଷଜ୍ଞ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14235
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14468
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15996
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14045
    Aug 13, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14376
    Sep 01, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13711
    Sep 01, 2026
  • ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14250
    Sep 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In