Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

ବିଶେଷ
Home ›› ବିଶେଷ ›› କେଉଁ ଲୋକଙ୍କ ପାଇଁ ଭଣ୍ଡା ଖାଇବା କ୍ଷତିକାରକ ଜାଣନ୍ତୁ....

କେଉଁ ଲୋକଙ୍କ ପାଇଁ ଭଣ୍ଡା ଖାଇବା କ୍ଷତିକାରକ ଜାଣନ୍ତୁ....

2023-02-08 04:22:16
16502
Share:
Facebook
Twitter
E-Mail
WhatsApp
Telegram
 କେଉଁ ଲୋକଙ୍କ ପାଇଁ ଭଣ୍ଡା ଖାଇବା କ୍ଷତିକାରକ ଜାଣନ୍ତୁ....

 ଯେତେବେଳେ ଏକ ସୁସ୍ଥ ଡାଏଟ୍‌ ଚାଟ୍‌ କଥା ଆସେ, ବିଶେଷଜ୍ଞମାନେ ପ୍ରଥମେ ଅମୃତ ଭଣ୍ଡାର ନାଁ ନିଅନ୍ତି । ଭଣ୍ଡା ଏକ କମ୍‌ କ୍ୟାଲୋରୀ ଯୁକ୍ତ ଫଳ । ଯାହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ । ଭଣ୍ଡାରେ ଫାଇବର, ଭିଟାମିନ୍‌ ପରି ଅନେକ ପୋଷକ ତତ୍ତ୍ୱ ପ୍ରଚୁର ପରିମାଣରେ ରହିଛି । ଯାହା ହଜମରୁ ଆରମ୍ଭ କରି ଓଜନ ବୃଦ୍ଧି ପର୍ୟ୍ୟନ୍ତ, ମଧୁମେହ, କର୍କଟ ଭଳି ରୋଗକୁ ଦୂର କରିବାରେ ସାହାଯ୍ୟ କରିଥାଏ । ଭଣ୍ଡା ଖାଇବାର ଅନେକ ଲାଭ ଥିବା ସତ୍ୱେ ଏହା ସ୍ୱାସ୍ଥ୍ୟ ପାଇଁ ବିପଦ ମଧ୍ୟ ହୋଇପାରେ ।  କିଛି ଲୋକ ଭଣ୍ଡା ଖାଇବା ଠାରୁ ଦୂରେଇ ରହିବା ଉଚିତ୍‌ । ନଚେତ ପରିସ୍ଥିତି ଭୟାନକ ହୋଇପାରେ । ତେବେ ଭଣ୍ଡା ଖାଇବା କେଉଁ ଲୋକଙ୍କ ପାଇଁ କ୍ଷତି ହୋଇପାରେ ଆସନ୍ତୁ ଜାଣିବା ।

ଭଣ୍ଡାରେ ଥିବା ଲାଟେକ୍ସ ଗର୍ଭାଶୟକୁ ସଙ୍କୁଚିତ କରିବା କାମ କରିଥାଏ । ଏଭଳି ସ୍ଥିତିରେ ଗର୍ଭପାତ ହେବା ସମ୍ଭାବନା ବଢ଼ିଯାଏ ।  ଏହା ବ୍ୟତୀତ ଭଣ୍ଡାରେ ଥିବା ପପେନ୍‌ ଗର୍ଭସ୍ଥ ଶିଶୁର ଝିଲ୍ଲି ଉପରେ ଖରାପ ପ୍ରଭାବ ପକାଇଥାଏ । ତେଣୁ ଗର୍ଭାବସ୍ଥାରେ ଭଣ୍ଡା ଖାଇବା ଠାରୁ ଦୂରେଇ ରହିବା ଉଚିତ ।

ଯଦି ଆପଣଙ୍କ କିଡନୀରେ ଷ୍ଟୋନ ସମସ୍ୟା ରହିଛି ତେବେ ଅଧିକ ମାତ୍ରାରେ ଭଣ୍ଡା ଖାଇବା ଠାରୁ ଦୂରେଇ ରୁହନ୍ତୁ । ପ୍ରକୃତରେ ଅଧିକମାତ୍ରରେ ଭଣ୍ଡା ଖାଇବା ଦ୍ୱାରା କ୍ୟାଲସିଅନ୍‌ ଅକ୍ସଲେଟ୍‌ ଉତ୍ପନ୍ନ ହୁଏ, ଯାହାଦ୍ୱାରା କିଡନୀର ଷ୍ଟୋନ୍‌ ସମସ୍ୟା ବଢ଼ିପାରେ ।

ଆଲର୍ଜି ସମସ୍ୟା ଥିବା ବ୍ୟକ୍ତି ଭୁଲରେ ବି ଭଣ୍ଡା ଖାଇବା ଉଚିତ ନୁହେଁ । କାରଣ ଭଣ୍ଡାରେ ଚିଟିନେଜ୍‌ ନାମକ ଏକ ଏନଜାଇମ୍‌ ଅଛି, ଯାହା ଲାଟେକ୍ସରେ ପାର୍ଶ୍ୱ-ପ୍ରତିକ୍ରିୟା ଦେଖାଇଥାଏ । ଏହି କାରଣରୁ, ଶ୍ୱାସକ୍ରିୟାରେ ଅସୁବିଧା, ଛିଙ୍କିବା ଏବଂ କାଶିବା, ଆଖିରୁ ପାଣି ବୋହିବା ଭଳି ସମସ୍ୟା ମଧ୍ୟ ହୋଇପାରେ ।

ଯଦି ଆପଣଙ୍କୁ ଜଣ୍ଡିସ କିମ୍ବା ଆସ୍ଥା ସମସ୍ୟା ଅଛି ତେବେ ଭଣ୍ଡା ଖାଇବା ଠାରୁ ଦୂରେଇ ରୁହନ୍ତୁ । ଏହା ଖାଇବା ଆପଣଙ୍କ ପାଇଁ କ୍ଷତିକାରକ ହୋଇପାରେ । ଭଣ୍ଡାରେ ଥିବା ପପାଇନ୍‌ ଏବଂ ବିଟା କ୍ୟାରୋଟିନ୍‌ ଏହି ଦୁଇଟି ରୋଗ ପାଇଁ ବିପଦ ।

ବିଶେଷଜ୍ଞଙ୍କ ଅନୁସାରେ ହୃଦ୍‌ ରୋଗୀଙ୍କ ପାଇଁ ଭଣ୍ଡା ଖାଇବା କ୍ଷତିକାର ପ୍ରମାଣିତ ହୋଇପାରେ । ଅଧିକ ମାତ୍ରାରେ ଭଣ୍ଡା ଖାଇବା ଦ୍ୱାରା ହାର୍ଟ ବିଟ୍‌ କମିଯାଏ । ବ୍ଲଡ ପ୍ରେସର ଥିବା ବ୍ୟକ୍ତି ଏହାକୁ ସୀମିତ ମାତ୍ରାରେ ଖାଇବା ଉଚିତ ।  

Powered by Froala Editor

Tags Health care

Related articles Odisha News Lens 4.1

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15140
    Oct 17, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15230
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14095
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14911
    Oct 19, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14531
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15237
    Oct 18, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14034
    Oct 19, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14483
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15591
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15237
    Oct 18, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15230
    Oct 19, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15591
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18260
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14483
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15381
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14719
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14818
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15819
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14625
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15111
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15818
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15591
    Oct 19, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15140
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14531
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In