Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

ବିଶେଷ
Home ›› ବିଶେଷ ›› କେଉଁ ଲୋକଙ୍କ ପାଇଁ ଭଣ୍ଡା ଖାଇବା କ୍ଷତିକାରକ ଜାଣନ୍ତୁ....

କେଉଁ ଲୋକଙ୍କ ପାଇଁ ଭଣ୍ଡା ଖାଇବା କ୍ଷତିକାରକ ଜାଣନ୍ତୁ....

2023-02-08 04:22:16
16521
Share:
Facebook
Twitter
E-Mail
WhatsApp
Telegram
 କେଉଁ ଲୋକଙ୍କ ପାଇଁ ଭଣ୍ଡା ଖାଇବା କ୍ଷତିକାରକ ଜାଣନ୍ତୁ....

 ଯେତେବେଳେ ଏକ ସୁସ୍ଥ ଡାଏଟ୍‌ ଚାଟ୍‌ କଥା ଆସେ, ବିଶେଷଜ୍ଞମାନେ ପ୍ରଥମେ ଅମୃତ ଭଣ୍ଡାର ନାଁ ନିଅନ୍ତି । ଭଣ୍ଡା ଏକ କମ୍‌ କ୍ୟାଲୋରୀ ଯୁକ୍ତ ଫଳ । ଯାହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ । ଭଣ୍ଡାରେ ଫାଇବର, ଭିଟାମିନ୍‌ ପରି ଅନେକ ପୋଷକ ତତ୍ତ୍ୱ ପ୍ରଚୁର ପରିମାଣରେ ରହିଛି । ଯାହା ହଜମରୁ ଆରମ୍ଭ କରି ଓଜନ ବୃଦ୍ଧି ପର୍ୟ୍ୟନ୍ତ, ମଧୁମେହ, କର୍କଟ ଭଳି ରୋଗକୁ ଦୂର କରିବାରେ ସାହାଯ୍ୟ କରିଥାଏ । ଭଣ୍ଡା ଖାଇବାର ଅନେକ ଲାଭ ଥିବା ସତ୍ୱେ ଏହା ସ୍ୱାସ୍ଥ୍ୟ ପାଇଁ ବିପଦ ମଧ୍ୟ ହୋଇପାରେ ।  କିଛି ଲୋକ ଭଣ୍ଡା ଖାଇବା ଠାରୁ ଦୂରେଇ ରହିବା ଉଚିତ୍‌ । ନଚେତ ପରିସ୍ଥିତି ଭୟାନକ ହୋଇପାରେ । ତେବେ ଭଣ୍ଡା ଖାଇବା କେଉଁ ଲୋକଙ୍କ ପାଇଁ କ୍ଷତି ହୋଇପାରେ ଆସନ୍ତୁ ଜାଣିବା ।

ଭଣ୍ଡାରେ ଥିବା ଲାଟେକ୍ସ ଗର୍ଭାଶୟକୁ ସଙ୍କୁଚିତ କରିବା କାମ କରିଥାଏ । ଏଭଳି ସ୍ଥିତିରେ ଗର୍ଭପାତ ହେବା ସମ୍ଭାବନା ବଢ଼ିଯାଏ ।  ଏହା ବ୍ୟତୀତ ଭଣ୍ଡାରେ ଥିବା ପପେନ୍‌ ଗର୍ଭସ୍ଥ ଶିଶୁର ଝିଲ୍ଲି ଉପରେ ଖରାପ ପ୍ରଭାବ ପକାଇଥାଏ । ତେଣୁ ଗର୍ଭାବସ୍ଥାରେ ଭଣ୍ଡା ଖାଇବା ଠାରୁ ଦୂରେଇ ରହିବା ଉଚିତ ।

ଯଦି ଆପଣଙ୍କ କିଡନୀରେ ଷ୍ଟୋନ ସମସ୍ୟା ରହିଛି ତେବେ ଅଧିକ ମାତ୍ରାରେ ଭଣ୍ଡା ଖାଇବା ଠାରୁ ଦୂରେଇ ରୁହନ୍ତୁ । ପ୍ରକୃତରେ ଅଧିକମାତ୍ରରେ ଭଣ୍ଡା ଖାଇବା ଦ୍ୱାରା କ୍ୟାଲସିଅନ୍‌ ଅକ୍ସଲେଟ୍‌ ଉତ୍ପନ୍ନ ହୁଏ, ଯାହାଦ୍ୱାରା କିଡନୀର ଷ୍ଟୋନ୍‌ ସମସ୍ୟା ବଢ଼ିପାରେ ।

ଆଲର୍ଜି ସମସ୍ୟା ଥିବା ବ୍ୟକ୍ତି ଭୁଲରେ ବି ଭଣ୍ଡା ଖାଇବା ଉଚିତ ନୁହେଁ । କାରଣ ଭଣ୍ଡାରେ ଚିଟିନେଜ୍‌ ନାମକ ଏକ ଏନଜାଇମ୍‌ ଅଛି, ଯାହା ଲାଟେକ୍ସରେ ପାର୍ଶ୍ୱ-ପ୍ରତିକ୍ରିୟା ଦେଖାଇଥାଏ । ଏହି କାରଣରୁ, ଶ୍ୱାସକ୍ରିୟାରେ ଅସୁବିଧା, ଛିଙ୍କିବା ଏବଂ କାଶିବା, ଆଖିରୁ ପାଣି ବୋହିବା ଭଳି ସମସ୍ୟା ମଧ୍ୟ ହୋଇପାରେ ।

ଯଦି ଆପଣଙ୍କୁ ଜଣ୍ଡିସ କିମ୍ବା ଆସ୍ଥା ସମସ୍ୟା ଅଛି ତେବେ ଭଣ୍ଡା ଖାଇବା ଠାରୁ ଦୂରେଇ ରୁହନ୍ତୁ । ଏହା ଖାଇବା ଆପଣଙ୍କ ପାଇଁ କ୍ଷତିକାରକ ହୋଇପାରେ । ଭଣ୍ଡାରେ ଥିବା ପପାଇନ୍‌ ଏବଂ ବିଟା କ୍ୟାରୋଟିନ୍‌ ଏହି ଦୁଇଟି ରୋଗ ପାଇଁ ବିପଦ ।

ବିଶେଷଜ୍ଞଙ୍କ ଅନୁସାରେ ହୃଦ୍‌ ରୋଗୀଙ୍କ ପାଇଁ ଭଣ୍ଡା ଖାଇବା କ୍ଷତିକାର ପ୍ରମାଣିତ ହୋଇପାରେ । ଅଧିକ ମାତ୍ରାରେ ଭଣ୍ଡା ଖାଇବା ଦ୍ୱାରା ହାର୍ଟ ବିଟ୍‌ କମିଯାଏ । ବ୍ଲଡ ପ୍ରେସର ଥିବା ବ୍ୟକ୍ତି ଏହାକୁ ସୀମିତ ମାତ୍ରାରେ ଖାଇବା ଉଚିତ ।  

Powered by Froala Editor

Tags Health care

Related articles Odisha News Lens 4.1

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14806
    Nov 06, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13858
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13741
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13735
    Nov 07, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15046
    Nov 07, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13349
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15220
    Nov 06, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13403
    Nov 07, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15651
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13741
    Nov 06, 2026
  • ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13735
    Nov 07, 2026
  • ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13403
    Nov 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13735
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14092
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14887
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15866
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15046
    Oct 27, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14111
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14418
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15873
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13403
    Nov 07, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15046
    Nov 07, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14265
    Nov 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In