Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ ...

  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ...

  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

  • ଗୋଲାପ ଦିବସ

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ...

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

Home ›› ››ସୂର୍ଯ୍ୟଗଡ ପ୍ୟାଲେସରେ ସରିଲା କିଆରା-ସିଦ୍ଧାର୍ଥଙ୍କ ବିବାହ

ସୂର୍ଯ୍ୟଗଡ ପ୍ୟାଲେସରେ ସରିଲା କିଆରା-ସିଦ୍ଧାର୍ଥଙ୍କ ବିବାହ

2023-02-08 17:49:45
16652
Share:
Facebook
Twitter
E-Mail
WhatsApp
Telegram
ସୂର୍ଯ୍ୟଗଡ ପ୍ୟାଲେସରେ ସରିଲା କିଆରା-ସିଦ୍ଧାର୍ଥଙ୍କ ବିବାହ

ପ୍ରେମ ସପ୍ତାହ ଆରମ୍ଭରେ ବଲିଉଡ଼ର ଲୋକପ୍ରିୟ ଯୋଡ଼ି କିଆରା ଆଡ଼ଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରାଙ୍କ ବିବାହ ସରିଛି । ଦୁହେଁ ମଙ୍ଗଳବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କଡ଼ା ସୁରକ୍ଷା ବ୍ୟବସ୍ଥା କାରଣରୁ ଏହି ଯୋଡ଼ିଙ୍କ ବିବାହ ସମାରୋହର କୌଣସି ଫଟୋ ସାମ୍ନାକୁ ଆସି ନଥିଲା। କିନ୍ତୁ ପରେ କିଆରା ଓ ସିଦ୍ଧାର୍ଥଙ୍କ ବାହାଘର ଫଟୋ ସାମ୍ନାକୁ ଆସିଥିଲା, ଯେଉଁଥିରେ ଉଭୟଙ୍କ ଆକର୍ଷଣୀୟ ଲୁକ୍‌ ଦେଖିବାକୁ ମିଳିଛି। ଅପରପକ୍ଷେ, ବିବାହ ଫଟୋ ସାମ୍ନାକୁ ଆସିବା ମାତ୍ରେ ଏହି ନବ ବିବାହିତ ଦମ୍ପତିଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। 

ରାଜସ୍ଥାନ ଜୈସଲମେରର ସୂର୍ଯ୍ୟଗଡ ପ୍ୟାଲେସରେ ରାଜକୀୟ ଅନ୍ଦାଜରେ ସରିଛି ଏହି ହାଇ ପ୍ରୋଫାଇଲ ବାହାଘର। ମେହନ୍ଦି ଓ ହଲଦୀ ପରେ ବିବାହ ବି ଖୁବ ଧୂମଧାମରେ ହୋଇଛି। ଉଭୟ କିଆରା ଓ ସିଦ୍ଧାର୍ଥ ନିଜ ଇନ୍‌ଷ୍ଟାଗ୍ରାମରେ ବିବାହ ବେଳର ଫଟୋ ଶେଆର କରିଥିବା ବେଳେ ଖୁବ୍‌ ସୁନ୍ଦର କ୍ୟାପସନ ବି ଦେଇଛନ୍ତି ।

‘ଏବେ ଆମର ପରମାନେଣ୍ଟ ବୁକିଂ ହୋଇଗଲା’ ବୋଲି ଉଭୟ କ୍ୟାପସନ୍‌ ଦେଇଥିବା ବେଳେ ଏହାକୁ ଫ୍ୟାନ୍ସ ଖୁବ୍‌ ପସନ୍ଦ କରିଛନ୍ତି।  ସେମାନଙ୍କ ଏହି ଯାତ୍ରାରେ ସମସ୍ତଙ୍କ ଆଶୀର୍ବାଦ ଓ ଭଲପାଇବା ଲୋଡିଛନ୍ତି କିଆରା। 

Powered by Froala Editor

Tags kiara-sidharth

Related articles Odisha News Lens 4.1

  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ
    ଦେଶ-ଦେଶାନ୍ତର

    ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ

    15458
    Feb 08, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15288
    Feb 07, 2026
  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ
    ଦେଶ-ଦେଶାନ୍ତର

    ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

    13566
    Feb 08, 2026
  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’
    ରାଜନୀତି

    କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13658
    Feb 08, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    15014
    Feb 07, 2026
  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର
    ରାଜନୀତି

    ରିତୁ ତାୱଡେ ହେବେ ମୁମ୍ବାଇ ମେୟର

    15242
    Feb 07, 2026
  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13533
    Feb 07, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15022
    Feb 07, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15623
    Feb 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗୋଲାପ ଦିବସ

    15623
    Feb 07, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    15014
    Feb 07, 2026
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14963
    Feb 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15623
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15540
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16086
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14225
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14441
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15500
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13658
    Feb 08, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    15014
    Feb 07, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15022
    Feb 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In