Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 25, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ...

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ...

  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ...

  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ...

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ ...

  • ବେଟି ବଚାଓ କହୁଥିବା ଦଳର ...

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

ରାଜନୀତି
Home ›› ରାଜନୀତି ››ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା , ଆଲୋଚନାରେ ଅଂଶଗ୍ରହଣ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ

ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା , ଆଲୋଚନାରେ ଅଂଶଗ୍ରହଣ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ

2023-02-08 18:07:47
14055
Share:
Facebook
Twitter
E-Mail
WhatsApp
Telegram
ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା , ଆଲୋଚନାରେ ଅଂଶଗ୍ରହଣ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ

ଓଡିଶା ଦେଶର ଦ୍ରୁତତମ ଅଭିବୃଦ୍ଧି କରୁଥିବା ରାଜ୍ୟ ମଧ୍ୟରୁ ଅନ୍ୟତମ । ରାଜ୍ୟର ବିକାଶ ପ୍ରତି ଉପଯୁକ୍ତ ଧ୍ୟାନ ଦିଆଗଲେ ଏହାର ବାସ୍ତବତା ହୃଦୟଙ୍ଗମ ହେବ ।


ଓଡିଶାକୁ ଭିତ୍ତିଭୂମି ସହାୟତା ଓ ସମ୍ବଳ ପ୍ରଦାନ ଉପରେ ଅଧିକ ଧ୍ୟାନ ଦେବା ଜରୁରୀ । ଜାତୀୟ ରାଜପଥ, ଡିଜିଟାଲ କନେକ୍ଟିଭିଟି ଓ ବ୍ୟାଙ୍କିଙ୍ଗ ସେବା ଭିତ୍ତିଭୂମି ବିକାଶର ପ୍ରମୁଖ କ୍ଷେତ୍ର ।


ରାଜ୍ୟରେ ଏହାର ବିକାଶ ପାଇଁ କେନ୍ଦ୍ର ସରକାର ଗୁରୁତ୍ବ ଦେବାର ଆବଶ୍ୟକତା ରହିଛି ।


ରାଜ୍ୟରେ ବହୁ ଜାତୀୟ ରାଜପଥ ପ୍ରକଳ୍ପ ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି ।

କଟକ-ସମ୍ବଲପୁର ପରି ବହୁ ଜାତୀୟ ରାଜପଥ ପ୍ରକଳ୍ପ ବହୁ ବର୍ଷ ଧରି ଦୁର୍ବଳ ଅବସ୍ଥାରେ ରହିଛି । ଉପକୂଳ ରାଜପଥ ପ୍ରକଳ୍ପ କେବଳ ଫାଇଲରେ ସୀମିତ ରହିଛି ।

ରାଜ୍ୟରେ ଉପକୂଳ ରାଜପଥ ପ୍ରକଳ୍ପରେ ଗୋଟିଏ ବି ଇଟା ପଡିନି । 


ରେଳବାଇରେ ଓଡିଶାକୁ ସମ୍ପୁର୍ଣ୍ଣ ଅବହେଳା କରାଯାଉଛି । ବହୁ ରେଳପଥ ପାଇଁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେଉଛନ୍ତି ।

ଜୟପୁର-ନବରଙ୍ଗପୁର. ଜୟପୁର-ମାଲକାନଗିରି ପ୍ରକଳ୍ପ ପାଇଁ ୫୦% ଅର୍ଥ ରାଜ୍ୟ ଦେଉଛି । ଏହିସବୁ ପ୍ରକଳ୍ପରେ କୌଣସି ଅଗ୍ରଗତି ହେଉନାହିଁ । 


ପାରାଦ୍ବୀପ-ହରିଦାସପୁରକୁ ଯାତ୍ରୀବାହୀ ଟ୍ରେନ ଚାଲିପାରୁନି । ପୁରୀ-କୋଣାର୍କ ନୂଆ ରେଳ ଲାଇନ ପ୍ରସ୍ତାବ ଉପରେ କୌଣସି ନିଷ୍ପତ୍ତି ନେଉନି ରେଳବାଇ । ଏହି ପ୍ରକଳ୍ପ ପାଇଁ ଜମି ଓ ପ୍ରକଳ୍ପ ଖର୍ଚ୍ଚର ୫୦% ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି । 


ରାଜ୍ୟର ୧୨ଟି ରେଳ ଷ୍ଟେସନକୁ ବିଶ୍ବସ୍ତରୀୟ କରିବାକୁ ଚୁକ୍ତିନାମା ହୋଇଥିଲା । କେବଳ ଭୁବନେଶ୍ବରକୁ ବାଦ ଦେଲେ ଅନ୍ୟ ୧୧ଟି ଷ୍ଟେସନର ବିକାଶ ହୋଇନି । 


ରାଜ୍ୟରେ ମୋବାଇଲ ଓ ଡିଜିଟାଲ ଯୋଗାଯୋଗ ଅତ୍ୟନ୍ତ ଦୁର୍ବଳ । ଆଦିବାସୀ ଅଧ୍ୟୁକ୍ଷିତ, ଦକ୍ଷିଣ ଓ ପଶ୍ଚିମ ଓଡିଶାର ଲୋକେ ଏହି ସେବା ପାଇପାରୁନାହାଁନ୍ତି । ଏବେ ବି ଲୋକେ ଗଛରେ ଚଢି ମୋବାଇଲ ନେଟୱର୍କ ବ୍ୟବହାର କରୁଛନ୍ତି । 


ରାଜ୍ୟର ବହୁ ପଞ୍ଚାୟତରେ ବ୍ୟାଙ୍କିଙ୍ଗ ସେବା ନାହିଁ । ପଞ୍ଚାୟତରେ ବ୍ୟାଙ୍କର କାର୍ଯ୍ୟାଳୟ ନଥିବାରୁ ଲୋକେ ପ୍ରଭାବିତ ହେଉଛନ୍ତି । 


ରାଜ୍ୟର ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ସରକାର ଏଦିଗରେ ଧ୍ୟାନ ଦେବାକୁ ଦାବି ସଂସଦରେ ଦାବି ରଖିଲେ ବିଜେଡି ସାଂସଦ ମାନସ ମଙ୍ଗରାଜ ।

Powered by Froala Editor

Tags Manas Mangaraj, BJD

Related articles Odisha News Lens 4.1

  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ
    ଦେଶ-ଦେଶାନ୍ତର

    ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14223
    Jun 24, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ
    ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15301
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ
    ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14047
    Jun 24, 2025
  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ
    ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13655
    Jun 24, 2025
  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ
    ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13750
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13967
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14161
    Jun 24, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...
    ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...

    14298
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13590
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14947
    Jun 24, 2025
  • ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14047
    Jun 24, 2025
  • ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13590
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17014
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14947
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13968
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15864
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15189
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    16027
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13794
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13590
    Jun 24, 2025
  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13655
    Jun 24, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15301
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In