Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

Home ›› ››ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା , ଆଲୋଚନାରେ ଅଂଶଗ୍ରହଣ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ

ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା , ଆଲୋଚନାରେ ଅଂଶଗ୍ରହଣ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ

2023-02-08 18:07:47
14145
Share:
Facebook
Twitter
E-Mail
WhatsApp
Telegram
ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା , ଆଲୋଚନାରେ ଅଂଶଗ୍ରହଣ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ

ଓଡିଶା ଦେଶର ଦ୍ରୁତତମ ଅଭିବୃଦ୍ଧି କରୁଥିବା ରାଜ୍ୟ ମଧ୍ୟରୁ ଅନ୍ୟତମ । ରାଜ୍ୟର ବିକାଶ ପ୍ରତି ଉପଯୁକ୍ତ ଧ୍ୟାନ ଦିଆଗଲେ ଏହାର ବାସ୍ତବତା ହୃଦୟଙ୍ଗମ ହେବ ।


ଓଡିଶାକୁ ଭିତ୍ତିଭୂମି ସହାୟତା ଓ ସମ୍ବଳ ପ୍ରଦାନ ଉପରେ ଅଧିକ ଧ୍ୟାନ ଦେବା ଜରୁରୀ । ଜାତୀୟ ରାଜପଥ, ଡିଜିଟାଲ କନେକ୍ଟିଭିଟି ଓ ବ୍ୟାଙ୍କିଙ୍ଗ ସେବା ଭିତ୍ତିଭୂମି ବିକାଶର ପ୍ରମୁଖ କ୍ଷେତ୍ର ।


ରାଜ୍ୟରେ ଏହାର ବିକାଶ ପାଇଁ କେନ୍ଦ୍ର ସରକାର ଗୁରୁତ୍ବ ଦେବାର ଆବଶ୍ୟକତା ରହିଛି ।


ରାଜ୍ୟରେ ବହୁ ଜାତୀୟ ରାଜପଥ ପ୍ରକଳ୍ପ ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି ।

କଟକ-ସମ୍ବଲପୁର ପରି ବହୁ ଜାତୀୟ ରାଜପଥ ପ୍ରକଳ୍ପ ବହୁ ବର୍ଷ ଧରି ଦୁର୍ବଳ ଅବସ୍ଥାରେ ରହିଛି । ଉପକୂଳ ରାଜପଥ ପ୍ରକଳ୍ପ କେବଳ ଫାଇଲରେ ସୀମିତ ରହିଛି ।

ରାଜ୍ୟରେ ଉପକୂଳ ରାଜପଥ ପ୍ରକଳ୍ପରେ ଗୋଟିଏ ବି ଇଟା ପଡିନି । 


ରେଳବାଇରେ ଓଡିଶାକୁ ସମ୍ପୁର୍ଣ୍ଣ ଅବହେଳା କରାଯାଉଛି । ବହୁ ରେଳପଥ ପାଇଁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେଉଛନ୍ତି ।

ଜୟପୁର-ନବରଙ୍ଗପୁର. ଜୟପୁର-ମାଲକାନଗିରି ପ୍ରକଳ୍ପ ପାଇଁ ୫୦% ଅର୍ଥ ରାଜ୍ୟ ଦେଉଛି । ଏହିସବୁ ପ୍ରକଳ୍ପରେ କୌଣସି ଅଗ୍ରଗତି ହେଉନାହିଁ । 


ପାରାଦ୍ବୀପ-ହରିଦାସପୁରକୁ ଯାତ୍ରୀବାହୀ ଟ୍ରେନ ଚାଲିପାରୁନି । ପୁରୀ-କୋଣାର୍କ ନୂଆ ରେଳ ଲାଇନ ପ୍ରସ୍ତାବ ଉପରେ କୌଣସି ନିଷ୍ପତ୍ତି ନେଉନି ରେଳବାଇ । ଏହି ପ୍ରକଳ୍ପ ପାଇଁ ଜମି ଓ ପ୍ରକଳ୍ପ ଖର୍ଚ୍ଚର ୫୦% ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି । 


ରାଜ୍ୟର ୧୨ଟି ରେଳ ଷ୍ଟେସନକୁ ବିଶ୍ବସ୍ତରୀୟ କରିବାକୁ ଚୁକ୍ତିନାମା ହୋଇଥିଲା । କେବଳ ଭୁବନେଶ୍ବରକୁ ବାଦ ଦେଲେ ଅନ୍ୟ ୧୧ଟି ଷ୍ଟେସନର ବିକାଶ ହୋଇନି । 


ରାଜ୍ୟରେ ମୋବାଇଲ ଓ ଡିଜିଟାଲ ଯୋଗାଯୋଗ ଅତ୍ୟନ୍ତ ଦୁର୍ବଳ । ଆଦିବାସୀ ଅଧ୍ୟୁକ୍ଷିତ, ଦକ୍ଷିଣ ଓ ପଶ୍ଚିମ ଓଡିଶାର ଲୋକେ ଏହି ସେବା ପାଇପାରୁନାହାଁନ୍ତି । ଏବେ ବି ଲୋକେ ଗଛରେ ଚଢି ମୋବାଇଲ ନେଟୱର୍କ ବ୍ୟବହାର କରୁଛନ୍ତି । 


ରାଜ୍ୟର ବହୁ ପଞ୍ଚାୟତରେ ବ୍ୟାଙ୍କିଙ୍ଗ ସେବା ନାହିଁ । ପଞ୍ଚାୟତରେ ବ୍ୟାଙ୍କର କାର୍ଯ୍ୟାଳୟ ନଥିବାରୁ ଲୋକେ ପ୍ରଭାବିତ ହେଉଛନ୍ତି । 


ରାଜ୍ୟର ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ସରକାର ଏଦିଗରେ ଧ୍ୟାନ ଦେବାକୁ ଦାବି ସଂସଦରେ ଦାବି ରଖିଲେ ବିଜେଡି ସାଂସଦ ମାନସ ମଙ୍ଗରାଜ ।

Powered by Froala Editor

Tags Manas Mangaraj, BJD

Related articles Odisha News Lens 4.1

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13647
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14090
    Jul 02, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15111
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15195
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14628
    Jul 02, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15892
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14194
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15526
    Jul 02, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15533
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15892
    Jul 01, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14745
    Jul 01, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15526
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17622
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14455
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14264
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15884
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15757
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15397
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15396
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14090
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13647
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15526
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In