Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଶ୍ରୀଦେବୀଙ୍କ ଜୀବନୀ ଉପରେ ଆସିବ ଫିଲ୍ମ

ଶ୍ରୀଦେବୀଙ୍କ ଜୀବନୀ ଉପରେ ଆସିବ ଫିଲ୍ମ

2023-02-09 17:34:54
14601
Share:
Facebook
Twitter
E-Mail
WhatsApp
Telegram
ଶ୍ରୀଦେବୀଙ୍କ ଜୀବନୀ ଉପରେ ଆସିବ ଫିଲ୍ମ

ଖୁବଶୀଘ୍ର ଅଭିନେତ୍ରୀ ଶ୍ରୀଦେବୀଙ୍କ ଜୀବନୀ ଦେଖିବାକୁ ପାଇବେ ଫ୍ୟାନ୍ସମାନେ । ଶ୍ରୀଦେବୀଙ୍କ ବାୟୋଗ୍ରାଫି ଫିଲ୍ମ 'ଦି ଲାଇଫ୍ ଅଫ୍ ଲିଜେଣ୍ଡ୍' ଆସୁଛି । ଏନେଇ ଘୋଷଣା କରିଛନ୍ତି ନିଜେ ବୋନି କପୁର । ସେ ନିଜେ ତାଙ୍କ ପତ୍ନୀ ଶ୍ରୀଦେବୀଙ୍କ ଜୀବନୀକୁ ନେଇ ଫିଲ୍ମ ତିଆରି କରିଛନ୍ତି । ବାସ୍ତବରେ, ଜଣେ ବୁକ୍ ପବ୍ଲିସର ଶ୍ରୀଦେବୀଙ୍କ ଅଫିସିଆଲ୍ ଜୀବନୀ ଉପରେ କାମ କରୁଛନ୍ତି । 

ବୋନି କପୁର ଏକ ସାକ୍ଷାତକାରରେ କହିଛନ୍ତି ଯେ, 'ଶ୍ରୀଦେବୀ ପ୍ରକୃତରେ ଜଣେ ଶକ୍ତି ଥିଲେ, ସେ ଯେତେବେଳେ ତାଙ୍କ ଫ୍ୟାନ୍ସଙ୍କ ପାଇଁ ନିଜ କଳାକୁ ସେୟାର କରୁଥିଲେ, ସେତେବେଳେ ସେ ବହୁତ ଖୁସି ହେଉଥିଲେ' । ସେ ଆହୁରି ମଧ୍ୟ କହିଛନ୍ତି ଯେ 'ସେ ଜଣେ ନିର୍ଭିକ ବ୍ୟକ୍ତିତ୍ବ ଥିଲେ' । ଏହି ଫିଲ୍ମରେ ଅଭିନେତ୍ରୀଙ୍କ ଜୀବନର ପ୍ରତ୍ୟକଟି ସମୟର ଦୃଶ୍ୟ ଦେଖାଯିବ ।

ଶ୍ରୀଦେବୀ ତାଙ୍କ ୩୦ ବର୍ଷର କ୍ୟାରିଅରରେ ପ୍ରାୟ ୩୦୦ ଫିଲ୍ମରେ କାମ କରିଛନ୍ତି । ଯେଉଁଥିରେ ତାମିଲ, ତେଲୁଗୁ, ମାଲାୟାଲମ୍, କନ୍ନଡ ଏବଂ ହିନ୍ଦୀ ଭାଷାରେ ଫିଲ୍ମ ଅନ୍ତର୍ଭୁକ୍ତ । 

Powered by Froala Editor

Tags sridevi

Related articles Odisha News Lens 4.1

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15464
    Aug 23, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14846
    Aug 24, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13508
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14098
    Aug 24, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    13919
    Aug 24, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14113
    Aug 23, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା
    ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13654
    Aug 24, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13893
    Aug 24, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13790
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14113
    Aug 23, 2026
  • ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14098
    Aug 24, 2026
  • ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14846
    Aug 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17679
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17722
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18118
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14846
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15531
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16061
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13981
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15006
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14007
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14395
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15464
    Aug 23, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13893
    Aug 24, 2026
  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    13919
    Aug 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In