Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ରାଜ୍ୟ
Home ›› ରାଜ୍ୟ ››ଏମିତି ଚାଲିଛି ପିଆର୍‌ଏମ୍ ମେଡିକାଲ କଲେଜ : ୫ ବର୍ଷ ଭିତରେ ଖାଲି ପଡ଼ିଛି ୫୦% ପଦବି

ଏମିତି ଚାଲିଛି ପିଆର୍‌ଏମ୍ ମେଡିକାଲ କଲେଜ : ୫ ବର୍ଷ ଭିତରେ ଖାଲି ପଡ଼ିଛି ୫୦% ପଦବି

2023-02-12 17:48:10
15474
Share:
Facebook
Twitter
E-Mail
WhatsApp
Telegram
ଏମିତି ଚାଲିଛି ପିଆର୍‌ଏମ୍ ମେଡିକାଲ କଲେଜ : ୫ ବର୍ଷ ଭିତରେ ଖାଲି ପଡ଼ିଛି ୫୦% ପଦବି

୨୦୧୭ରୁ ବାରିପଦା ପିଆରଏମ ଏଠାରେ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିଲେ ସୁଦ୍ଧା ଆଜି ଯାଏଁ ଏଠାରେ ପୂର୍ଣ୍ଣାଙ୍ଗ ମେଡିକାଲ କଲେଜର ସ୍ୱାସ୍ଥ୍ୟସେବା ଓ ସୁବିଧା ଉପଲବ୍ଧ ହୋଇପାରିନି । ମେଡିକାଲ କଲେଜ ଆରମ୍ଭରୁ ବିଭିନ୍ନ ବିଭାଗ ରହିଥିଲେ ବି ବର୍ଷ ବର୍ଷ ଧରି ବିଭିନ୍ନ ପଦବୀ ଖାଲିପଡିଛି । କେଉଁଠି ବିଭାଗୀୟ ମୁଖ୍ୟ ନାହାନ୍ତିି ତ କେଉଁଠି ବର୍ଷ ବର୍ଷ ଧରି ସେହି ବିଭାଗୀୟ ମୁଖ୍ୟ ନ ଆସି ଛୁଟିରେ ରହୁଛନ୍ତି । ପୁଣି ଅଧିକାଂଶ ବିଭାଗୀୟ ମୁଖ୍ୟ ପାଳିରେ ଆସୁଥିବା ଅଭିଯୋଗ ହୋଇଛି ।

ତଥ୍ୟ ମୁତାବକ ପିଆରଏମ୍ ମେଡିକାଲ କଲେଜରେ ବର୍ତ୍ତମାନ ୫୦ପ୍ରତିଶତରୁ ଅଧିକ ପଦବୀ ଖାଲି ପଡିଛି । ଏହି ମେଡିକାଲ କଲେଜରେ ମୋଟ ୨୩ଟି ବିଭାଗ ଥିବା ବେଳେ ମୋଟ ୨୦୧ଟି ଅନୁମୋଦିତ ପଦବୀ (ସେଙ୍କସନପୋଷ୍ଟ) ରହିଛି । ସେଥି ମଧ୍ୟରୁ ବର୍ତ୍ତମାନ ୧୦୩ଟି ପଦଦୀ ଖାଲି ପଡିଥିବା ବେଳେ ନିକଟରେ ଆଉ ଦୁଇଟି ପଦବୀ ମଧ୍ୟ ଖାଲି ପଡିବାର ସମ୍ଭାବନା ରହିଛି । ଅର୍ଥାତ ୨୦୧ରୁ ୧୦୫ଟି ପଦବୀ ଖାଲି ପଡିବା ନିଶ୍ଚିତ ।

ଏମାରଜେନ୍ସି ମେଡିସିନ ଏବଂ ଫିଜିକାଲ ମେଡିସିନ ଦୁଇଟି ବିଭାଗ ସଂପୂର୍ଣ୍ଣ ଖାଲି ପଡିଛି । ଅର୍ଥାତ ଏହି ଦୁଇଟି ବିଭାଗ ଥିଲେ ମଧ୍ୟ କୌଣସି ପୋଷ୍ଟରେ କାହାକୁ ଏ ଯାଏଁ ପୋଷ୍ଟିଂ ଦିଆ ଯାଇ ନଥିବାରୁ ଏହି ଦୁଇଟି ବିଭାଗ ନଥିବା ସହିତ ସମାନ । ଗତ ୪ବର୍ଷରୁ ଅଧିକ ସମୟ ଧରି ପାଥୋଲଜି ବିଭାଗର ବିଭାଗୀୟ ମୁଖ୍ୟ ଏବଂ ଆନାଟୋମି ବିଭାଗର ଆସୋସିଏଟ ପ୍ରଫେସର ଛୁଟିରେ ଥିଲେ ସୁଦ୍ଧା ନା ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉଛି ନା ସେମାନଙ୍କୁ ଅନ୍ୟତ୍ର ବଦଳି ହେଉଛି ।

ବର୍ତ୍ତମାନ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ୬ଟି ପଦବୀ ଖାଲି ପଡିଥିବା ବେଳେ ଶଲ୍ୟବିଭାଗ(ସର୍ଜରୀ)ରେ ୧୦ଟି ପଦବୀ, ପାଥୋଲଜିରେ ୩ଟି ପଦବୀ, ଫାର୍ମାକୋଲୋଜିରେ ୫ଟି ପଦବୀ, ବାୟୋକେମେଷ୍ଟ୍ରିରେ ୨ଟି ପଦବୀ ଖାଲି ପଡିଛି ।

ସେପଟେ ବିଭିନ୍ନ ବିଭାଗରେ ଖାଲିପଡିଥିବା ପଦବୀ ପୂରଣ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କୌଣସି ପଦକ୍ଷେପ ନେଇ ନଥିବାରୁ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ଏନଏମସି (ନେସନାଲ ମେଡିକାଲ କାଉନସିଲ) ଚିନ୍ତା ଘାରୁଛି । ଯେ କୌଣସି ମୁହୂର୍ତ୍ତରେ ପରିଦର୍ଶନ ପାଇଁ ଏନଏମସିର ସଦସ୍ୟ ଅଚାନକ ଆସିଗଲେ ମେଡିକାଲ କଲେଜ କର୍ତ୍ତୃପକ୍ଷ ଅକଳରେ ପଡିଯାଇପାରନ୍ତି ।

ଉଲ୍ଲେଖଯୋଗ୍ୟଯେ, ଜନଜାତି ବହୁଳ ମୟୂରଭଞ୍ଜ ଜିଲ୍ଲାରେ ବିଶ୍ୱ ସ୍ତରୀୟ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ୨୦୧୭ସେ ପ୍ଟେମ୍ବର ୬ତାରିଖରେ ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିଲା । ଇତି ମଧ୍ୟରେ ଏହି ମେଡିକାଲ କଲେଜକୁ ୫ବର୍ଷ ପୂରି ଯାଇଥିଲେ ମଧ୍ୟ ମେଡିକାଲ କଲେଜର ଭିତ୍ତିଭୂମିରେ ସେମିତି କିଛି ଆଖି ଦୃଶିଆ ପରିବର୍ତ୍ତନ ହୋଇନଥିବାରୁ ସାଧାରଣରେ କ୍ଷୋଭ ପ୍ରକାଶ ପାଇଛି ।

Powered by Froala Editor

Tags prm

Related articles Odisha News Lens 4.1

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14148
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13542
    Jul 12, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15403
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15057
    Jul 12, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15235
    Jul 12, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13900
    Jul 11, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14454
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14057
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14217
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14057
    Jul 12, 2026
  • ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14454
    Jul 12, 2026
  • ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15403
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16972
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17584
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18038
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14217
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14713
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15549
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15658
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15471
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15842
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15710
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13817
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14936
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15235
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14148
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ

    15057
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In