Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦିଲ୍ଲୀ ମେୟର ନିର୍ବାଚନକୁ ପୁଣି ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ଦିଲ୍ଲୀ ମେୟର ନିର୍ବାଚନକୁ ପୁଣି ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

2023-02-13 17:09:04
14994
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀ ମେୟର ନିର୍ବାଚନକୁ ପୁଣି ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ଫେବ୍ରୁଆରି ୧୬ରେ ହେବ ନାହିଁ ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି) ମେୟର ନିର୍ବାଚନ। ଏହି ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିବେ ବୋଲି ଜଣାପଡ଼ିଛି। ଦିଲ୍ଲୀ ଉପରାଜ୍ୟପାଳ ଏବଂ ଅନ୍ୟମାନେ ମେୟର ନିର୍ବାଚନକୁ ଟାଳିବା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଏହି ରାୟ ଆସିଛି। ଦିଲ୍ଲୀ ପୌର ପରିଷଦର ମନୋନିତ ସଦସ୍ୟ ମାନେ ଭୋଟ ନଦେବାକୁ ଆମ ଆଦମୀ ପାର୍ଟି ଆବେଦନ କରିଥିଲା। କାରଣ ସେମାନଙ୍କ ପାଖରେ ଭୋଟ ଦେବାର କ୍ଷମତା ନାହିଁ । ସୁପ୍ରମକୋର୍ଟ ମଧ୍ୟ ‌ଆଜି ସମାନ କଥା କହିଛନ୍ତି । ମନୋନିତ ସଦସ୍ୟମାନେ ଭୋଟ୍ ଦେଇପାରିବେ ନାହିଁ ବୋଲି ଆଇନରେ ଥିବା ସ୍ପଷ୍ଟ କରିଛନ୍ତି।

ସୁପ୍ରିମକୋର୍ଟ ଫେବ୍ରୁଆରି ୧୭ରେ ଏହି ମାମଲାର ଶୁଣାଣି କରିବେ। ଏମସିଡି ମେୟର ନିର୍ବାଚନକୁ ନେଇ ସୁପ୍ରିମକୋର୍ଟ କହିଛନ୍ତି ଯେ ମନୋନୀତ କାଉନସିଲରମାନେ ଭୋଟ୍ ଦେଇପାରିବେ ନାହିଁ ଏବଂ ଏନେଇ ସାମ୍ବିଧାନିକ ବ୍ୟବସ୍ଥା ସ୍ପଷ୍ଟ । ଉପରାଜ୍ୟପାଳ ଏବଂ ଅନ୍ୟମାନେ ନିର୍ବାଚନ ସ୍ଥଗିତ ରଖିବାକୁ ପ୍ରସ୍ତୁତ ବୋଲି କହିବା ପରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି।

Powered by Froala Editor

Tags supremecourt

Related articles Odisha News Lens 4.1

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14134
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14066
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13770
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14081
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14289
    Sep 11, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14975
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13813
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14037
    Sep 11, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14915
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13770
    Sep 12, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14037
    Sep 11, 2026
  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13813
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17764
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17758
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14113
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16079
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14616
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13924
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14732
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14151
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14072
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14697
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14066
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13813
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14915
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In