Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››କରୋନା ଭଳି ଆସିଲା ଆଉ ଏକ ମାରାତ୍ମକ ଭୂତାଣୁ, ମଲେଣି ୯ ଜଣ

କରୋନା ଭଳି ଆସିଲା ଆଉ ଏକ ମାରାତ୍ମକ ଭୂତାଣୁ, ମଲେଣି ୯ ଜଣ

2023-02-14 16:59:14
14709
Share:
Facebook
Twitter
E-Mail
WhatsApp
Telegram
କରୋନା ଭଳି ଆସିଲା ଆଉ ଏକ ମାରାତ୍ମକ ଭୂତାଣୁ, ମଲେଣି ୯ ଜଣ

ମାରବର୍ଗ ଭାଇରସ ଆଫ୍ରିକୀୟ ଦେଶ ଇକ୍ୱାଟୋରିଆଲ ଗିନିରେ ଆତଙ୍କ ସୃଷ୍ଟି କରିଛି। ବର୍ତ୍ତମାନ ସୁଦ୍ଧା ଏହି ଭୂତାଣୁ ସଂକ୍ରମଣରେ ୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ବହୁ ସଂଖ୍ୟକ ଲୋକ ଅସୁସ୍ଥ ଅଛନ୍ତି । ଏହି ସଂକ୍ରମଣ ସଂପର୍କରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ହୁ) ମଧ୍ୟ ସ୍ବୀକାର କରିଛି । ଏହା କରୋନା ଅପେକ୍ଷା ଅଧିକ ବିପଜ୍ଜନକ ବୋଲି କୁୁହାଯାଉଛି। ମାରବର୍ଗ ଭୂତାଣୁ ସଂକ୍ରମଣର ଲକ୍ଷଣ ଇବୋଲା ଭୂତାଣୁ ସହିତ ସମାନ ବୋଲି ବିଶେଷଜ୍ଞ କହିଛନ୍ତି।

ଏଥିରେ ଆକ୍ରାନ୍ତଙ୍କୁ ଜ୍ୱର, ମୁଣ୍ଡବିନ୍ଧା ,ଛାତି ଯନ୍ତ୍ରଣା ହୋଇଥାଏ। ଯେତେବେଳେ ଅବସ୍ଥା ଖରାପ ହୁଏ, ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥାଏ। ସଂକ୍ରମଣର ସାତ ଦିନ ମଧ୍ୟରେ ଅନେକଙ୍କଠାରେ ଆଭ୍ୟନ୍ତରୀଣ ରକ୍ତସ୍ରାବ ଲକ୍ଷଣ ମଧ୍ୟ ଦେଖାଯାଇଥାଏ। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଏକ ବିବୃତ୍ତି ଜାରି କରି କହିଛି ଯେ ମାରବର୍ଗ ଭାଇରସର ଏତେ ବଡ଼ ଆକାରରେ ଏହା ହେଉଛି ପ୍ରଥମ ସଂକ୍ରମଣ। ପ୍ରଭାବିତ ଅଞ୍ଚଳରେ ଆଡଭାନ୍ସ ଦଳ ନିୟୋଜିତ କରାଯାଇଛି, ଯାହା ସଂକ୍ରମିତଙ୍କଠାରେ ଭୁତାଣୁ ଚିହ୍ନଟ କରୁଛନ୍ତି।

ଏହି ଭୂିତାଣୁ ବାଦୁଡ଼ିଠାରୁ ମଣିଷ ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଏହା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଅନ୍ୟ ଲୋକଙ୍କୁ ବ୍ୟାପିଥାଏ। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସଂକ୍ରମଣ ପାଇଁ କୌଣସି ଚିକିତ୍ସା କିମ୍ବା ଟିକା ଉପଲବ୍ଧ ନାହିଁ, କିନ୍ତୁ ଠିକ ସମୟରେ ଚିକିତ୍ସା ଆକ୍ରାନ୍ତଙ୍କର ଜୀବନ ରକ୍ଷା କରିପାରିବ।

Powered by Froala Editor

Tags viral

Related articles Odisha News Lens 4.1

  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    15003
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13548
    May 26, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15244
    May 27, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14758
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14708
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13532
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14797
    May 26, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13679
    May 26, 2026
  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13690
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15244
    May 27, 2026
  • ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13690
    May 27, 2026
  • ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13679
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16884
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17505
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17552
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17934
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14758
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14690
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15752
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15041
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14452
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15426
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15168
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15658
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13994
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15155
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13548
    May 26, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14708
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In