Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

ରାଜ୍ୟ
Home ›› ରାଜ୍ୟ ›› ଚାଷୀଙ୍କ ସ୍ବାର୍ଥ ପାଇଁ ଲଢେଇ କରୁଛି ବିଜେଡି

ଚାଷୀଙ୍କ ସ୍ବାର୍ଥ ପାଇଁ ଲଢେଇ କରୁଛି ବିଜେଡି

2023-02-15 07:21:50
14840
Share:
Facebook
Twitter
E-Mail
WhatsApp
Telegram
 ଚାଷୀଙ୍କ ସ୍ବାର୍ଥ ପାଇଁ ଲଢେଇ କରୁଛି ବିଜେଡି

ଭୁବନେଶ୍ୱର: ଚାଷୀଙ୍କ ବିରୋଧରେ କେନ୍ଦ୍ର କରିଛି ଷଡ଼ଯନ୍ତ୍ର । କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଆରପାର ଲଢେଇ କରୁଛି ବିଜେଡି । ଆଜି ରାଜ୍ୟର ସମସ୍ତ ପଞ୍ଚାୟତରେ ବିଜେଡି ଚାଷୀଙ୍କ ସ୍ବାର୍ଥ ପାଇଁ ଆନ୍ଦୋଳନ କରିବ । ଗାଁ ଗାଁରେ କେନ୍ଦ୍ରକୁ ହକ୍ ମାଗିବେ ଚାଷୀ । କେନ୍ଦ୍ର ବଜେଟରେ ଧାନ ସଂଗ୍ରହ ବାବଦରେ ୨୦ ହଜାର କୋଟି ଟଙ୍କା କାଟି ଦେଇଛି। ଏପରିକି କୃଷି କ୍ଷେତ୍ରରେ କଷ୍ଟମ କି ଜିଏସଟି ହ୍ରାସ କରାଯାଇନି।

ସେପଟେ ୧୮ ଲକ୍ଷ ମେଟ୍ରିକ ଟନ୍ ବଦଳରେ ମାତ୍ର ୪ ଲକ୍ଷ ମେଟ୍ରିକ ଟନ୍ ଚାଉଳ ଉଠାଉଛି ଏଫସିଆଇ। ଫଳରେ ଚାଷୀଙ୍କର ଚାଉଳ ନଷ୍ଟ ହେବ। ସେପଟେ ଚାଉଳ ବାବଦ ୧୪ ହଜାର କୋଟି ସବସିଡି ବି ଦେଉନି କେନ୍ଦ୍ର। ଏହା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଦେଇଛି । ସଂସଦରେ ବାରମ୍ବାର ବିଜେଡି ସାଂସଦ ଚାଷୀଙ୍କ ସ୍ବାର୍ଥ ସଂପର୍କିତ ପ୍ରସଙ୍ଗ ଉଠାଉଛନ୍ତି । ହେଲେ କେନ୍ଦ୍ର ଏଥିରେ କର୍ଣ୍ଣପାତ କରୁନି । ଗତକାଲି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଜେଡି ରାଜ୍ୟପାଳଙ୍କୁ ଦାବିପତ୍ର ଦେଇଥିବାବେଳେ ଆସନ୍ତାକାଲି ବ୍ଲକ ମୁଖ୍ୟାଳୟ ଓ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଆଗରେ ଆନ୍ଦୋଳନ କରାଯିବ ।

Powered by Froala Editor

Tags BJD

Related articles Odisha News Lens 4.1

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14222
    Feb 12, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14819
    Feb 13, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15557
    Feb 13, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15161
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15098
    Feb 14, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13972
    Feb 13, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13624
    Feb 14, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15692
    Feb 12, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    14986
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14222
    Feb 12, 2026
  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15692
    Feb 12, 2026
  • ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    14986
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15098
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15557
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16042
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13979
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14680
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15348
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    14986
    Feb 14, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15692
    Feb 12, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15161
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In