Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟିକାର ଦୁଇଟି ମାତ୍ରା ମଧ୍ୟରେ ବ୍ୟବଧାନକୁ ବଢ଼ାଇଲେ ମିଳିବ ଲାଭ, କେମିତି ଜାଣନ୍ତୁ?

ଟିକାର ଦୁଇଟି ମାତ୍ରା ମଧ୍ୟରେ ବ୍ୟବଧାନକୁ ବଢ଼ାଇଲେ ମିଳିବ ଲାଭ, କେମିତି ଜାଣନ୍ତୁ?

2021-05-22 07:49:49
14842
Share:
Facebook
Twitter
E-Mail
WhatsApp
Telegram
ଟିକାର ଦୁଇଟି ମାତ୍ରା ମଧ୍ୟରେ ବ୍ୟବଧାନକୁ ବଢ଼ାଇଲେ ମିଳିବ ଲାଭ, କେମିତି ଜାଣନ୍ତୁ?

ଲଣ୍ଡନ : ଅନେକ ରାଷ୍ଟ୍ରରେ ଦେଶବାସୀଙ୍କ ଗଣଟିକାକରଣ ପାଇଁ ଆବଶ୍ୟକ ପରିମାଣର ଟିକା ଅଭାବ ଯୋଗୁଁ ଆଗ୍ରହୀ ହିତାଧିକାରୀମାନେ ଉକôଣ୍ଠାର ସହିତ ସେମାନଙ୍କ ପାଳିକୁ ଅପେକ୍ଷା କରି ରହିଛନ୍ତି । ତେବେ ଏଭଳି ସମସ୍ୟାର ସମାଧାନ ପାଇଁ ସରକାର ଟିକାର ଦୁଇଟି ମାତ୍ରା ମଧ୍ୟରେ ବ୍ୟବଧାନକୁ ବଢ଼ାଇ ଚାଲିଛନ୍ତି । ଏ ପ୍ରକାର ବିବାଦୀୟ ନିଷ୍ପତ୍ତି ପାଇଁ ସରକାରଙ୍କୁ କଟୁ ସମାମଲୋଚନାର ଶିକାର ହେବାକୁ ପଡୁଥିଲା ବେଳେ ଏବେ ବିଜ୍ଞାନସମ୍ମତ ତଥ୍ୟ ପରିସ୍ଥିତିକୁ ସମ୍ଭାଳିନେଇଛି ।
ଟିକାର ଦୁଇଟି ମାତ୍ରା ମଧ୍ୟରେ ବ୍ୟବଧାନ ବଢ଼ାଇବା ଦ୍ୱାରା ଉପଲବଧ ଥିବା ସୀମିତ ପରିମାଣର ଟିକାକୁ ବିକ୍ଷିପ୍ତ ଭାବରେ ଯୋଗାଣ ତ କରାଯାଇପାରୁଛି । ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି ହେଲା, ଏଭଳି ବିଳମ୍ବିତ ଦ୍ୱିତୀୟ ମାତ୍ରା ହିଁ ଭୂତାଣୁ ବିରୋଧରେ ଲଢ଼ିବା ପାଇଁ ଶରୀରରେ ବିପୁଳ ଆଣ୍ଟିବଡି ବିକଶିତ କରିପାରୁଛି ବୋଲି ଏକ ଅନୁଧ୍ୟାନରୁ ଜଣାଯାଇଛି । ଏପରିକି ପ୍ରଥମ ମାତ୍ରା ଟିକା ନେବା ପରେ ଦ୍ୱିତୀୟ ମାତ୍ରା ନେବା ପାଇଁ ପୂର୍ବନିର୍ଦ୍ଧାରିତ ସମୟ ଅବଧିକୁ ଅଧିକରୁ ଅଧିକ ସମୟ ଯାଏ ବଢ଼ାଇବା ଦ୍ୱାରା ୩୦୦ ପ୍ରତିଶତ ଯାଏ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇପାରୁଛି ବୋଲି ଜନସ ହପକିନସ ସ୍କଲ ଅଫ ପବ୍ଳିକ ହେଲଥ ଅଧୀନ ସ୍ୱାସ୍ଥ୍ୟ ସୁରକ୍ଷା କେନ୍ଦ୍ର ଦ୍ୱାରା ପରିଚାଳିତ ଗବେଷଣାରୁ ଜଣାଯାଇଛି । ଏହାକୁ ଭିତ୍ତି କରି ଗତବର୍ଷ କୌଣସି ମତେ ସଂକ୍ରମଣକୁ ନିୟନ୍ତ୍ରିତ କରିପାରିଥିବା ସିଙ୍ଗାପୁର ପରି କ୍ଷୁଦ୍ର ଦେଶ ନିକଟରେ କିଛି ଅଞ୍ଚଳରେ ଦେଖାଦେଇଥିବା ସଦ୍ୟ ସଂକ୍ରମଣ ପରିପ୍ରେକ୍ଷୀରେ ସରକାର ତିନିରୁ ଚାରି ସପ୍ତାହ ରହିଥିବା ଟିକାର ଦ୍ୱିତୀୟ ମାତ୍ରା ଅବଧିକୁ ଛଅରୁ ଆଠ ସପ୍ତାହ ଯାଏ ବଢ଼ାଇ ଦେଇଛନ୍ତି । ଫଳରେ ଆଗାମୀ ଅଗଷ୍ଟ ସୁଦ୍ଧା ଦେଶର ସମସ୍ତ ନାଗରିକ ଅନ୍ତତଃ ଟିକାର ପ୍ରଥମ ମାତ୍ରା ନେଇଯାଇପାରିବେ ବୋଲି ସରକାର ଆଶା ରଖିଛନ୍ତି । ସେହିପରି ଭାରତରେ ମଧ୍ୟ ଏହି ଅବଧିକୁ ୧୨ରୁ ୧୬ ସପ୍ତାହ ଯାଏ ସରକାର ବଢ଼ାଇ ଦେଇଛନ୍ତି । ଏହି ନୂତନ ଗବେଷଣାର ନିର୍ଯାସ ଅନୁଯାୟୀ, ଟିକାର ପ୍ରଥମ ମାତ୍ରା ନେଲା ପରେ ହିଁ ଶରୀରରେ ଭୂତାଣୁବିରୋଧୀ ଆଣ୍ଟିବଡି ବିକଶିତ ହୋଇଥାଏ । ତେବେ ପ୍ରତିକ୍ରିୟା ପରିପକ୍ୱ ହେବାକୁ ଯେତେ ଅଧିକ ସମୟ ଲାଗିବ, ଦ୍ୱିତୀୟ ମାତ୍ରାର ପ୍ରତିକ୍ରିୟା ସେତେ କ୍ଷିପ୍ର ହୋଇପାରିବ । ସବୁ ପ୍ରକାର ଟିକା ପାଇଁ ଏହା ପ୍ରଯୁଜ୍ୟ ବୋଲି ବରିଷ୍ଠ ଗବେଷକ ଗିଗି ଗ୍ରୋଭେଲ କହିଛନ୍ତି ।

Powered by Froala Editor

Tags Vaccine

Related articles Odisha News Lens 4.1

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15409
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13864
    Jun 27, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15296
    Jun 25, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15714
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15740
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15555
    Jun 27, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15300
    Jun 26, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14442
    Jun 26, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15516
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15296
    Jun 25, 2026
  • ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15740
    Jun 26, 2026
  • ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15555
    Jun 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16955
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15516
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15597
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15268
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15096
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15712
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15500
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15256
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15516
    Jun 26, 2026
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13864
    Jun 27, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15555
    Jun 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In