Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

ରାଜ୍ୟ
Home ›› ରାଜ୍ୟ ››୨୦ ରୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ଆରମ୍ଭ

୨୦ ରୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ଆରମ୍ଭ

2023-02-17 05:14:30
14794
Share:
Facebook
Twitter
E-Mail
WhatsApp
Telegram
୨୦ ରୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ଆରମ୍ଭ

ଭୁବନେଶ୍ୱର: ଚଳିତ ବର୍ଷ ୟୁନିଟ୍‌-୧ ଆଦିବାସୀ ପଡ଼ିଆରେ ହେବ ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୩ । ଏଥିପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ପ୍ରତିବର୍ଷ ଜାନୁଆରୀ ୨୬ ତାରିଖରେ ଏହି ଆଦିବାସୀ ମେଳା’ ଆରମ୍ଭ ହୋଇଥାଏ । ମୁଖ୍ୟମନ୍ତ୍ରୀ ଏହାର ଉଦ୍‌ଘାଟନ କରିଥାଆନ୍ତି । ଏଥିପାଇଁ ୧୫ଦିନ ଆଗରୁ ପ୍ରସ୍ତୁତି କାର୍ୟ୍ୟ ଆରମ୍ଭ ହୋଇଥାଏ । ଏଥର ଫେବ୍ରୁଆରୀ ମାସ ୨୦ ତାରିଖରୁ ଏହି ମେଳା ଆରମ୍ଭ ହୋଇ ୧୫ ଦିନ ଧରି ଚାଲିବ ।

ଏଥିପାଇଁ ପଡ଼ିଆ ପରିସରରେ ଆଦିବାସୀ ଗ୍ରାମ, ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରକୋଷ୍ଠ, ଆଦିବାସୀ ହାଟ, ଆଦିବାସୀ କଳା ସାମଗ୍ରୀ, ଖାଦ୍ୟ ପ୍ରାଙ୍ଗଣ ନିର୍ମାଣ ହେବ । ଏଥର ୧୦ଟି ଆଦିବାସୀ ଗ୍ରାମ ସମେତ ୧୨୧ଟି ଷ୍ଟଲ୍‌ରେ ଜନଜାତିମାନେ ସେମାନଙ୍କ କଳାସାମଗ୍ରୀ, ଜଙ୍ଗଲଜାତ ଦ୍ରବ୍ୟ ଆଦି ପ୍ରଦର୍ଶିତ ଓ ବିକ୍ରି କରିବେ ବୋଲି ସୂଚନା ମିଳିଛି। କରୋନା କଟକଣା ନଥିବାରୁ ମେଳାରେ ଅଧିକ ସଂଖ୍ୟାରେ ଭିଡ଼ ଜମିବ ବୋଲି ଆଶା କରାଯାଉଛି। 

Powered by Froala Editor

Tags Adibasi mela

Related articles Odisha News Lens 4.1

  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14388
    Sep 30, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14486
    Sep 29, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13431
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14725
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14217
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14565
    Sep 30, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15665
    Sep 29, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15102
    Sep 30, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14390
    Sep 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14390
    Sep 29, 2026
  • ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14217
    Sep 30, 2026
  • ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15665
    Sep 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18206
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14930
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13978
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15722
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15288
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14663
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14183
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14330
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13431
    Sep 30, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14390
    Sep 29, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15665
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In