Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ...

  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୋଭିଡ୍ ମହାମାରୀକୁ ସବୁଦିନ ହଟାଇବା ପାଇଁ କେତେ ଟଙ୍କା ଦରକାର ଜାଣନ୍ତୁ?

କୋଭିଡ୍ ମହାମାରୀକୁ ସବୁଦିନ ହଟାଇବା ପାଇଁ କେତେ ଟଙ୍କା ଦରକାର ଜାଣନ୍ତୁ?

2021-05-22 08:05:18
14153
Share:
Facebook
Twitter
E-Mail
WhatsApp
Telegram
କୋଭିଡ୍ ମହାମାରୀକୁ ସବୁଦିନ ହଟାଇବା ପାଇଁ କେତେ ଟଙ୍କା ଦରକାର ଜାଣନ୍ତୁ?

ମୁମ୍ବାଇ : ସମଗ୍ର ବିଶ୍ୱରୁ କୋଭିଡ୍ ମହାମାରୀକୁ ସବୁଦିନ ପାଇଁ ହଟାଇବା ଲାଗି ଆନ୍ତର୍ଜାତିକ ମୁଦ୍ରା ପାଣ୍ଠି (ଆଇଏମଏଫ) ଏକ ଯୋଜନା ପ୍ରସ୍ତୁତ କରିଛି । ପ୍ରାୟ ୫୦୦୦ କୋଟି ଡଲାର ମୂଲ୍ୟରେ ଏହି ଯୋଜନାକୁ କାର୍ଯ୍ୟକାରୀ କରାଯିବ । ଏହି ପାଣ୍ଠିକୁ ବ୍ୟବହାର କରି ୨୦୨୧ ଶେଷ ସୁଦ୍ଧା ବିଶ୍ୱର ୪୦% ଓ ୨୦୨୨ ପ୍ରଥମାର୍ଦ୍ଧ ସୁଦ୍ଧା ୬୦ ପ୍ରତିଶତ ଲୋକଙ୍କ ଟିକାକରଣ କରିବା ଯୋଜନା ରହିଛି । ଆଇଏମଏଫର ମୁଖ୍ୟ ଅର୍ଥନୀତିଜ୍ଞ ଗୀତା ଗୋପୀନାଥ ଓ ଷ୍ଟାଫ ଅର୍ଥନୀତିଜ୍ଞ ରୁଚିର ଅଗ୍ରୱାଲ ଏହି ପ୍ରସ୍ତାବର ଚିଠା ପ୍ରସ୍ତୁତ କରିଛନ୍ତି । ଯୋଜନା ଅନୁସାରେ ସମଗ୍ର ବିଶ୍ୱରୁ କରୋନା ମହାମାରୀକୁ ସବୁ ଦିନ ପାଇଁ ହଟାଇବା ଲାଗି ଯେଉଁ ୫୦୦୦ କୋଟି ଡଲାର ଦରକାର ସେଥି ମଧ୍ୟରୁ ୩୫୦୦ କୋଟି ଡଲାର ଧନୀ ରାଷ୍ଟ୍ର, ଘରୋଇ କ୍ଷେତ୍ର ଓ ବହୁଦେଶୀୟ ଦାତବ୍ୟ ଅନୁଷ୍ଠାନଗୁଡ଼ିକ ଠାରୁ ସଂଗ୍ରହ କରାଯିବ । ବଳକା ୧୫୦୦ କୋଟି ଡଲାର ବିିଭିନ୍ନ ଦେଶ ବିଭିନ୍ନ ଡେଭେଲପମେଣ୍ଟ ବ୍ୟାଙ୍କ ଠାରୁ କମ ସୁଧରେ ଋଣ ଆଣି ପ୍ରଦାନ କରିବେ ବୋଲି ଆଇଏମଏଫ କହିଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14053
    Jun 11, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13543
    Jun 10, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ
    ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15235
    Jun 11, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14545
    Jun 10, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14859
    Jun 10, 2026
  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...
    ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...

    14908
    Jun 11, 2026
  • ଗୁରୁ ରନ୍ଧାୱାଙ୍କ
    ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14799
    Jun 11, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14913
    Jun 10, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13543
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14545
    Jun 10, 2026
  • ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ମମତାଙ୍କ ହାତ ଛାଡ଼ିଲେ

    14908
    Jun 11, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13543
    Jun 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16919
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17538
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17585
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17976
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13490
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15370
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14161
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14055
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14983
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15460
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15204
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15689
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14031
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14545
    Jun 10, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15235
    Jun 11, 2026
  • ୪୩୦୦ ଖସିଲା ସୁନା ଦର

    14053
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In