Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ...

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ...

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››‘ହିରୀମଣ୍ଡି’ର ଫାଷ୍ଟ ଲୁକ୍ ରିଲିଜ ପରେ ଏମିତି କହିଲେ ଭଂସାଲି...

‘ହିରୀମଣ୍ଡି’ର ଫାଷ୍ଟ ଲୁକ୍ ରିଲିଜ ପରେ ଏମିତି କହିଲେ ଭଂସାଲି...

2023-02-20 17:21:37
14919
Share:
Facebook
Twitter
E-Mail
WhatsApp
Telegram
‘ହିରୀମଣ୍ଡି’ର ଫାଷ୍ଟ ଲୁକ୍ ରିଲିଜ ପରେ ଏମିତି କହିଲେ ଭଂସାଲି...

୧୮ ଫେବୃୟାରୀରେ ସଞ୍ଜୟ ଲିଲା ଭଂସାଲିଙ୍କ  ଫିଲ୍ମ 'ହିରାମଣ୍ଡି'ର ଫାଷ୍ଟ ଲୁକ ରିଲିଜ କରାଯାଇଛି । 'ହିରାମଣ୍ଡି'ର କାହାଣୀ ସ୍ୱାଧିନତା ପୂର୍ବରୁ ଚାଲୁଥିବା ବେଶ୍ୟାଳୟର କାହାଣୀ ଉପରେ ଆଧାରିତ । ଫିଲ୍ମରେ ଲଭ ଧୋକା ଦେଖିବାକୁ ମିଳିବ । 'ହିରାମଣ୍ଡିରେ ଅଦିତି ରାୟ ହୈଦରି, ସୋନାକ୍ଷି ସିହ୍ନା, ଋଚା ଚଢା, ସଂଜିଦା ଶେଖ, ମନିଷା କୋଇରାଲା ଏବଂ ଶରମିନ ସହଗଲ ଲିଡ ରୋଲରେ ନଜର ଆସିବେ ।

ତେବେ ଫିଲ୍ମର ବାର୍ତ୍ତାଳପ ବେଳେ ଭଂସାଲିଙ୍କୁ ତାଙ୍କ ଗରମ ମିଜାଜ ବିଷୟରେ ପଚରା ଯାଇଥିଲା । ତାଙ୍କ ସହ କାମ କରିବା ଏତେ ସହଜ କାହିଁକି ନୁହେଁ ବୋଲି ପଚାରିଥିଲେ ସମୀକ୍ଷକମାନେ । ଏହାର ଉତ୍ତରରେ ଭଂସାଲି କହିଛନ୍ତି, ଇଣ୍ଡଷ୍ଟ୍ରିରେ ପାଦ ରଖୁଥିବା ପ୍ରତିଟି କଳାକାରଙ୍କର ସ୍ୱପ୍ନ ଥାଏ ମୋ ସହ କାମ କରିବା । ହେଲେ ଖୁବ୍ କମ ଲୋକଙ୍କ ଭାଗ୍ୟରେ ଏହା ମିଳିଥାଏ । ଯେତେବେଳେ ସେ ଶୁଟରେ ଥାଆନ୍ତି ସେତେବେଳେ ସେ କୌଣସି କମ୍ପରମାଇଜ କରିବାକୁ ରାଜି ହୁଅନ୍ତି ନାହିଁ । ତେଣୁ କୁହାଯାଏ ଭଂସାଲିଙ୍କ ସହ ସବୁ କଳାକାର କାମ କରିବା ଏତେ ସହଜ ନୁହେଁ । 

ଭଂସାଲି କହିଛନ୍ତି, ମୁଁ କୌଣସି ଟାସ୍କ ମାଷ୍ଟର ନୁହେଁ, ହେଲେ ମୋର ଛବିକୁ ଏମିତି କରି ଦିଆଯାଇଛି କି ମୋ ସହ କାମ କରିବା ସରଳ ନୁହେଁ । ଗୋଟିଏ ଫିଲ୍ମ ବହୁତ ପରିଶ୍ରମ, ଫୋକସ, ପ୍ରତିବଦ୍ଧତା ଓ ଦୃଢ ବିଶ୍ୱାସ ପରେ ନିର୍ମାଣ ହୋଇଥାଏ । ମୁଁ ସେମାନଙ୍କୁ ମୋ ଭ୍ୟାନରେ ଯିବାକୁ ଦେଇ ନ ଥାଏ ଯେତେ ପର୍ଯ୍ୟନ୍ତ ସେମାନେ ମୋତେ ସଟ ଦେଇ ନ ଥାଆନ୍ତି । ଏହି ମୁହୂର୍ତ୍ତ କେବଳ ମୋ ପାଇଁ ନୁହେଁ ସେମାନଙ୍କ ପାଇଁ ବି ମୂଲ୍ୟବାନ, ଯାହା ସମସ୍ତଙ୍କ ପରିଶ୍ରମ ପରେ ଆସିଥାଏ । 

Powered by Froala Editor

Tags hiramandi

Related articles Odisha News Lens 4.1

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    14044
    Aug 24, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14167
    Aug 24, 2026
  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ
    ଦେଶ-ଦେଶାନ୍ତର

    ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15598
    Aug 25, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15048
    Aug 25, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15153
    Aug 25, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14357
    Aug 24, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13417
    Aug 25, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14149
    Aug 24, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13762
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15326
    Aug 25, 2026
  • ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13762
    Aug 24, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14149
    Aug 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17681
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15093
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15565
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16096
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14012
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15036
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14010
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14275
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14400
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14167
    Aug 24, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14149
    Aug 24, 2026
  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15326
    Aug 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In