Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ ...

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ...

  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ...

  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ...

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ...

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ...

  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ...

  • ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

ରାଜ୍ୟ
Home ›› ରାଜ୍ୟ ››ବିଧାନସଭା ଆରମ୍ଭରୁ ହଟ୍ଟଗୋଳ, କଂଗ୍ରେସର ପ୍ରତିବାଦ

ବିଧାନସଭା ଆରମ୍ଭରୁ ହଟ୍ଟଗୋଳ, କଂଗ୍ରେସର ପ୍ରତିବାଦ

2023-02-21 06:25:27
15398
Share:
Facebook
Twitter
E-Mail
WhatsApp
Telegram
ବିଧାନସଭା ଆରମ୍ଭରୁ ହଟ୍ଟଗୋଳ, କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର: ଆରମ୍ଭ ହେଲା ବଜେଟ ଅଧିବେଶ । ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲଙ୍କ ଅଭିଭାଷଣରୁ ବିଧାନସଭାର ଦ୍ୱାଦଶ ତଥା ବଜେଟ ଅଧିବେଶନ ଆରମ୍ଭ ହୋଇଛି । ତେବେ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ ହୋଇଛି । ଯାହା ଆଶା କରାଯାଉଥିଲା ତାହା ହିଁ ହେଲା । ବିଧାନସଭା ବଜେଟ ଅଧିବେଶନ ବିରୋଧୀଙ୍କ ବିରୋଧରେ କମ୍ପିବ ବୋଲି ଯେଉଁ ଆଶା କରାଯାଉଥିଲା ତାହା ହିଁ ହୋଇଛି ।

ରାଜ୍ୟପାଳ ନିଜର ଅଭିଭାଷଣ ଆରମ୍ଭ କରୁ କରୁ ହିଁ କଂଗ୍ରେସ ସଦସ୍ୟ ପ୍ରତିବାଦ କରିଛନ୍ତି ।  ବାଚସ୍ପତିଙ୍କ ପୋଡ଼ିୟମ ତଳେ ଛିଡ଼ା ହୋଇ କଂଗ୍ରେସ ସଦସ୍ୟ ପ୍ରତିବାଦ ଜଣାଇଛନ୍ତି ।  ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ କରି ପ୍ରତିବାଦ ଜଣାଇଛନ୍ତି ।  ରାଜ୍ୟପାଳ ଅଭିଭାଷଣ ଦେଉଥିବାବେଳେ ହୋହାଲ୍ଲା ଓ ପାଟିତୁଣ୍ଡ କରିଛନ୍ତି । ଏପରିକି  ବିଧାୟକ ଦଳନେତା ନରସିଂହ ମିଶ୍ର ନିଜ ଆସନରେ ଛିଡ଼ା ହୋଇ ପ୍ରତିବାଦ ଜଣାଇଛନ୍ତି । 

Powered by Froala Editor

Tags Assembly

Related articles Odisha News Lens 4.1

  •  ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା
    ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14197
    Sep 24, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର
    ମନୋରଞ୍ଜନ

    ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15612
    Sep 24, 2026
  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15348
    Sep 24, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14846
    Sep 24, 2026
  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ
    ଦେଶ-ଦେଶାନ୍ତର

    ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14597
    Sep 24, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15628
    Sep 23, 2026
  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13391
    Sep 24, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13738
    Sep 23, 2026
  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14824
    Sep 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15348
    Sep 24, 2026
  • ଦେଶ-ଦେଶାନ୍ତର

    ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14597
    Sep 24, 2026
  • ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14197
    Sep 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17124
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17810
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17783
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18193
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15498
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15145
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14515
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14762
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16393
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14421
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15615
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15380
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14669
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14824
    Sep 24, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13738
    Sep 23, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15612
    Sep 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In